ରାଜ୍ୟ

ସୂର୍ଯ୍ୟମନ୍ଦିର ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି

କୋଣାର୍କ,୧୪ା୯(ଡି.ଏନ.ଏ): ଶୁକ୍ରବାର ଆମିକ୍‌ସ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ଦ୍ୱିତୀୟଥର ପାଇଁ କୋଣାର୍କ ଗସ୍ତରେ ଆସି ସୂର୍ଯ୍ୟ ମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂର୍ଯ୍ୟ ମନ୍ଦିରର ବିଭିନ୍ନ ସ୍ଥାନ ବୁଲି ଦେଖିବା ପରେ ଗଣମାଧ୍ୟମକୁ ମନ୍ଦିର ଶତପ୍ରତିଶତ ସୁରକ୍ଷିତ ଥିବା କହିବା…

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଓଡ଼ିଶା ପୋଲିସ ସଫଳ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି। ଏହି କାର୍ଯ୍ୟକ୍ରମକୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଏହାକୁ…

୧୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଝାଡ଼ଖଣ୍ଡ ଏବଂ ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଅପସରି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ନୂଆ ନିୟମ ମାନିବାକୁ କୁନ୍ଥୁକୁନ୍ଥୁ: ରାଜ୍ୟରେ ବଢ଼ିଚାଲିଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସେପ୍ଟେମ୍ବର ୧ ତାରିଖରୁ ସମଗ୍ର ଦେଶରେ ମୋଟର ଯାନ(ସଂଶୋଧିତ) ଆଇନ-୨୦୧୯ ଲାଗୁ କରାଯାଇଛି। ବେଆଇନଗାଡ଼ି ଚାଳକଙ୍କ ଉପରେ ଆରମ୍ଭ ହୋଇଛି କାର୍ଯ୍ୟାନୁଷ୍ଠାନ। ଜରିମାନା ରାଶି ବହୁଗୁଣା ବୃଦ୍ଧି କରି ସଡ଼କ ଦୁର୍ଘଟଣାକୁ ରୋକିବାକୁ କେନ୍ଦ୍ର ସରକାର ଯେଉଁ ପ୍ରୟାସ ଆରମ୍ଭ…

‘ଗଣତନ୍ତ୍ରରେ ଶିଷ୍ଟାଚାର ଆବଶ୍ୟକ’

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଗଣତାନ୍ତ୍ରିକ ଶିଷ୍ଟାଚାର ଏକ ଅଧିକାର। ସଂସଦୀୟ କାର୍ଯ୍ୟ କରୁଥିବା ଜଣେ ଜନପ୍ରତିନିଧି ଏହାକୁ ଭୁଲିଯିବା ଉଚିତ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ନବନିର୍ବାଚିତ ବିଧାୟିକାବିଧାୟକଙ୍କ ପାଇଁ ଆରମ୍ଭ ହୋଇଥିବା ଦୁଇଦିନିଆ ପ୍ରଶିକ୍ଷଣ…

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ କାର୍ଯ୍ୟକ୍ରମ: ତଦାରଖ କରିବେ ୫ ଶିକ୍ଷାନବିସ ଆଇଏଏସ୍‌

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ପୁରୀକୁ ବିଶ୍ୱର ଅନ୍ୟତମ ପ୍ରମୁଖ ଐତିହ୍ୟ ନଗରୀରେ ପରିଣତ କରାଯିବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉନ୍ନତୀକରଣ ସହ ସମଗ୍ର ପୁରୀ ଜିଲାରେ ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନକୁ ଗୁରୁତ୍ୱ ଦିଆଯାଉଛି। ପୁରୀ ଭିତ୍ତିଭୂମିର…

ଦୁର୍ନୀତି ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ: ୧୬ ଜଣଙ୍କୁ ଚାକିରିରୁ ବିଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୯ (ବ୍ୟୁରୋ): ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି। ଏ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସର୍ବଦା ଶୂନ ସହିଷ୍ଣୁତା(ଜିରୋ ଟଲେରାନ୍ସ) ନୀତିକୁ ଗୁରୁତ୍ୱ ଦେଇ ଆସୁଛନ୍ତି। ଦୁର୍ନୀତିରେ ଜଡିତ…

ବନ୍ଦର ନିଷିଦ୍ଧାଞ୍ଚଳକୁ ଗଡ଼ିଲା ବସ୍‌ : ଅକ୍ଟୋବର ୧ରୁ ଦୁଇଚକିଆ ବନ୍ଦ

ପାରାଦୀପ,୧୪ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଆସନ୍ତା ଅକ୍ଟୋବର ୧ ରୁ ସମ୍ପୂର୍ଣ୍ଣ ଭାବେ ବାଇକ, ସାଇକେଲ ଆଦି ଦୁଇଚକିଆ ଚଳାଚଳ ବନ୍ଦ କରାଯିବ। କର୍ମଚାରୀ ଓ ଶ୍ରମିକଙ୍କ ସୁରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ସେହି ଶ୍ରମିକ ଓ କର୍ମଚାରୀମାନଙ୍କ ଯାତାୟାତ…

ଅନିଶ୍ଚିତତାରେ ପ୍ରସ୍ତାବିତ ଟ୍ରକ ଟର୍ମିନାଲ

କୁଜଙ୍ଗ,୧୪।୯(ସ୍ବ.ପ୍ର.): ପାରାଦୀପ ବନ୍ଦର ଓ ବିଭିନ୍ନ ଶିଳ୍ପ ସଂସ୍ଥାର ପଣ୍ୟ କାରବାର ପାଇଁ ଦୈନିକ ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ମାଲବାହୀ ଟ୍ରକ ପାରାଦୀପକୁ ଚଳାଚଳ କରୁଛି। ଏହି ଟ୍ରକ୍‌ ସଂଖ୍ୟା ମଧ୍ୟ ପ୍ରତି ମାସରେ ବଢି ଚାଲିଛି। ଫଳରେ ଦଇତାରୀ-ପାରାଦୀପ…

ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅସହାୟ ଶଙ୍ଖାଳି

ଗଣିଆ, ୧୪।୯ (ଡି.ଏନ.ଏ.): ଲଗାଣ ବର୍ଷା ପ୍ରଭାବରେ ନୟାଗଡ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ହରିପୁର ଗ୍ରାମର ଶଙ୍ଖାଳି ବେହେରାଙ୍କ ଏକ ବଖରା ଚାଳଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି । ଲଗାଣ ବର୍ଷା ଯୋଗୁ ଶଙ୍ଖାଳିଙ୍କ ମାଟିଘର କାନ୍ଥ ଭିଜିଯାଇଥିବା…

ଭ୍ୟାନିଟ୍‌ ଝାମ୍ପିନେଲେ ଲୁଟେରା, ଗାଡିରୁ ପଡି ମହିଳା ଗୁରୁତର

ନୂଆଗାଁ,୧୪।୯ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ମାଇଛେଳି ନିକଟସ୍ଥ ରାଇଖମଣ ବାଙ୍କଠାରେ ମଙ୍ଗଳବାର ସନ୍ଧ୍ୟାରେ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଲୁଟେରା ମାନେ ଭ୍ୟାନିଟ୍‌ ଝାମ୍ପି ନେଇଥିଲେ। ଫଳରେ ଗାଡିରୁ ଖସି ପଡି ମହିଳା ଗୁରୁତର ହୋଇଛନ୍ତି। ରାଜପଥ…

ଚିନିକଳ ପାଇଁ ଦ୍ୱିତୀୟ ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୧୪ା୯: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଏକମାତ୍ର ଶିଳ୍ପ ଚିନିକଳକୁ ଖୋଲିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ତ୍ରୀ, ଏମ୍‌ପି , ବିଧାୟକ, ଜିଲାପାଳ, ବିଭିନ୍ନ ଦଳର ନେତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?