ଚେତିଲେ ସରକାର: ସମସ୍ତ ଶିକ୍ଷାନୁଷ୍ଠାନକୁ କଡ଼ା ନିର୍ଦ୍ଦେଶ, ମହିଳା ସହାୟତା ନଂ ୧୮୧ ତୁରନ୍ତ…
ଭୁବନେଶ୍ୱର,୧୮।୭: ବାଲେଶ୍ୱର ଜିଲା ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟରେ ଚହଳ ପଡ଼ିଥିବା ବେଳେ ରାଜ୍ୟ ସରକାର କଠୋର ପଦକ୍ଷେପମାନ ନେଉଛନ୍ତି। ଏହି କ୍ରମରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ…
ଗର୍ଭବତୀଙ୍କ ମୃତ୍ୟୁ ଘଟଣା: ତଦନ୍ତ ଆରମ୍ଭ କଲେ ସିଡିପିଓ, ଆଶାକର୍ମୀଙ୍କୁ ଦାୟୀ କରି…
ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଗର୍ଭବତୀ ବନିଆ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସମ୍ପର୍କିତ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ…
ବିଜେଡି-କଂଗ୍ରେସ ସମୟରେ କ’ଣ ହେଉଥିଲା ଓଡ଼ିଶାବାସୀ ଜାଣିଛନ୍ତି: ଜୟନାରାୟଣ
ଭୁବନେଶ୍ୱର,୧୯।୭: ବିଜେଡି ଓ କଂଗ୍ରେସ ଉପରେ ବର୍ଷିଲେ ଭାଜପାର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର। ସିଲଭର୍ ମେଡାଲ ପାଇଁ ବିଜେଡି-କଂଗ୍ରେସ ମଧ୍ୟରେ ପ୍ରତିଯୋଗିତା ଚାଲିଥିବା କହି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। FM କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାର ତ୍ୱରିତ ପଦକ୍ଷେପ…
ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲାପାଳ
ନୂଆପଡ଼ା,୧୮ା୭(ମକାରୁ ବେମାଲ): ନୂଆପଡ଼ା ସାହାଜଟ ସେବାଶ୍ରମ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି। ଅଷ୍ଟମ ଶ୍ରେଣୀ ଛାତ୍ର ମୃତ୍ୟୁ ପରେ ଏପରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜିଲାପାଳ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଗିରଫ କରିବା…
ହୀରାକୁଦ ଡ୍ୟାମ୍ର ପୁଣି ୨ ଗେଟ୍ ଖୋଲିଲା, ୧୧୦ ଫୁଟ ଟପିଲା ଜଳପତ୍ତନ
ସମ୍ବଲପୁର,୧୮ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ପୁଣି ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ଜଳଭଣ୍ଡାର ବାମପାଶର୍ବର ଆଉ ୨ଟି ସ୍ଲୁଇସ୍ ଖୋଲାଯାଇ ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍ ଗେଟ୍…
ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…
ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍ଏମ୍ କଲେଜ ମୃତ ଛାତ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବ କଂଗ୍ରେସ। ପିସିସି ସଭାପତି ଭକ୍ତ…
କ୍ଲାସ୍ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…
ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। କ୍ଲାସ୍ରୁମ୍ରେ କ୍ଲାସ୍ ଚାଲିଥିବାବେଳେ ଏସି କମ୍ପ୍ରେସର ଫାଟିଯିବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା।…
FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି
ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି। ଏଫ୍ଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ବିକ୍ଷୋଭ କରିବ ବିଜେଡି। ଏନେଇ ବିଜେଡି ସଭାପତି…
କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ
ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ ରହିଛନ୍ତି। ସେପଟେ ଜିଲା ପରିଷଦ ସଭ୍ୟ ଜିଲା ପରିଷଦ କାର୍ଯ୍ୟାଳୟଠାରୁ କିଛି ଦୂର ଆରଡ଼ି…
ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି
ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ ସେହି ଟିକାକରଣ ପରେ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ନେଇ ଅଭିଭାବକ ମହଲରେ ଚିନ୍ତା ବଢ଼ିଛି।…
ଆସୁଛି ପୁଣି ଏକ ବଡ଼ ଲଘୁଚାପ: ୨୪ ତାରିଖ ବେଳକୁ…
ଭୁବନେଶ୍ୱର,୧୮।୭: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ ଘନିଭୂତ ହେବା ନେଇ ସ୍ପଷ୍ଟ ସୂଚନା ଜଣାପଡିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…
କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ, ରାତିରେ ଘରୁ ବାହାରିବା ମୁସ୍କିଲ
ଭୁବନେଶ୍ୱର,୧୮ା୭: କେନ୍ଦ୍ରାପଡ଼ା ଜିଲାରେ ଚାଲିଥିବା ବନ୍ୟା ବିଭୀଷିକା ମଧ୍ୟରେ ଏବେ କୁମ୍ଭୀର ଭୟ ଲୋକଙ୍କୁ ଆତଙ୍କିତ କରିଛି। ବ୍ରାହ୍ମଣୀ ନଦୀର ପାଣି ଗାଁ ଭିତରକୁ ପଶିଯିବା ଯୋଗୁଁ ଚଉଦ କୁଲାଟ ଅଞ୍ଚଳରେ ବହୁ ସଂଖ୍ୟାରେ କୁମ୍ଭୀର ବୁଲୁଥିବା ଦେଖାଯାଇଛି। ଏହା ଫଳରେ…
Archives


