ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ
ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ପ୍ରତିନିଧି ଦଳ ଯୋଗଦେଇ ବିଭିନ୍ନ ବିିଭାଗର କ୍ଷୟକ୍ଷତି…
ଭାଜପା ସଂଖ୍ୟାଗରିଷ୍ଠତା ହାସଲ ପରେ ମୋଦି ଫ୍ୟାନଙ୍କ ୨୪୦ କି.ମି.ସାଇକେଲ ଯାତ୍ରା: ମହାପ୍ରଭୁଙ୍କ ଦର୍ଶନ କରିି ପୂରଣ କଲେ ମାନସିକ
ପୁରୀ ଅଫିସ,୨୬।୫: ୨୦୧୯ ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦି ବିପୁଳ ଜନ ସମର୍ଥନ ହାସଲ କରିଛନ୍ତି । ଦ୍ୱିତୀୟ ଥରଲାଗି ସେ ଦେଶର ପ୍ରଧାନମନ୍ତ୍ରୀ ହେବେ। ଏନେଇ ଦେଶସାରା ଉତ୍ସାହର ମାହୋଲ ରହିଛି । କିଏ ବାଣ ଫୁଟାଇ ବିଜୟ ଉତ୍ସବ…
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା: ୧୦ ଗୋରୁ ମୃତ
ଖୋର୍ଦ୍ଧା ଅଫିସ,୨୬।୫: ଖୋର୍ଦ୍ଧା ଟାଉନ ଅଧୀନ ତରତୁଆ ନିକଟତବର୍ତ୍ତୀ ଚିଙ୍ଗୁଡ଼ି ଝରଠାରେ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇଟି ଗାଡିର ଡ୍ରାଇଭର ଗୁରୁତର ହୋଇଥିବା ସହ ୧୦ ଗୋରୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛିl ସୂଚନା ଅନୁଯାୟୀ ରବିବାର ଭୋର…
ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ: ବିନା ବ୍ୟାଟେରି, ବିଦ୍ୟୁତ୍ରେ ବାଜୁଛି ରେଡିଓ
ପୁରୀ ଅଫିସ,୨୬ା୫: ବର୍ତ୍ତମାନ ରେଡିଓର ଆଉ ଚାହିଦା ନାହିଁ। ଟିଭି, ମୋବାଇଲ ଯୁଗରେ ରେଡିିଓ ଏକପ୍ରକାର ଅଦରକାରୀ ହୋଇପଡ଼ିଛି। ହେଲେ ଏମିତି ଅଲୋଡ଼ା ପଡିଥିବା ଏକ ରେଡ଼ିଓରେ ଦେଖିବାକୁ ମିଳିଛି ଚମତ୍କାରିତା। ବିନା ବ୍ୟାଟେରି ଏବଂ ବିଦ୍ୟୁତ୍ରେ ବାଜୁଛି ରେଡିିଓ ।…
ମନ୍ତ୍ରୀପଦ ପାଇଁ ଯୋଗ୍ୟତା ମାପକାଠି
ଭୁବନେଶ୍ୱର,୨୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳ ଆସିବା ପରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାରର ରୂପରେଖକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ କ୍ୟାବିନେଟରେ କାହାକୁ ସାମିଲ କରାଯିବ ସେହି ଆଡ଼କୁ ଦେଶବାସୀଙ୍କ ଧ୍ୟାନ ଆକର୍ଷିତ ହୋଇଛି।…
ଗ୍ରୀଷ୍ମ ବଳୟରେ ସାରା ଓଡ଼ିଶା
ଭୁବନେଶ୍ୱର, ୨୬ା୫(ବ୍ୟୁରୋ): ପ୍ରଚଣ୍ଡ ତାତି। ଆକାଶରୁ ସତେ ଯେମିତି ଅଗ୍ନି ବର୍ଷୁଛି। ଗ୍ରୀଷ୍ମ ବଳୟ ସାରା ଓଡ଼ିଶାକୁ ଘେରିରହିଛି। ପାରଦ ୪୬ ଡିଗ୍ରୀ ଉପରକୁ ଟପି ଯାଇଛି। ଆସନ୍ତା ୩୧ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ପଶ୍ଚିମ ଓ…
ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ
ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ ଯିବେ ବୋଲି ଏକ ବୈଠକ କରି ନିଷ୍ପତ୍ତି ନେଇଛନ୍ତି। ଜିଲାରେ ସିବିଏସଇ ସିଲାବସ୍ ଅନୁଯାୟୀ…
କଣ୍ଟିଲୋ: ପରିବେଶକୁ ଅଧିକ ଉତ୍ତପ୍ତ କରୁଛି ଇଟାଭାଟି, ଜନଜୀବନ ଅସ୍ତବ୍ୟସ୍ତ
ଖଣ୍ଡପଡ଼ା,୨୬ା୫(ସ୍ବ.ପ୍ର.)-ସମ୍ପ୍ରତି ଟାଣ ଖରା ସମୟରେ ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ ଅଞ୍ଚଳରେ ଇଟାଭାଟି ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି । ଭାଟିରୁ ନିର୍ଗତ ଧୂଆଁ ପରିବେଶକୁ ଅଧିକ ଉତ୍ତପ୍ତ କରୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି । ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ନିର୍ମାଣ…
ବାଉଁଶ ଉପକରଣର ସ୍ଥାନ ନେଉଛି ପ୍ଲାଷ୍ଟିକ୍: ବୃତ୍ତି ହରାଇବେ ବାଉଁଶ କାରିଗର
ଗଣିଆ,୨୬ା୫(ଡି.ଏନ.ଏ.)- ପରିବର୍ତ୍ତନ ସହ ତାଳଦେଇ ଉଭୟ ଗ୍ରାମ ଓ ସହରାଞ୍ଚଳରେ ଦିନକୁ ଦିନ ବାଉଁଶ ତିଆରି ଉପକରଣର ଚାହିଦା କମିବାରେ ଲାଗିଛି। ବଜାରରେ ବାଉଁଶ ଉପକରଣ ବଦଳରେ ଆଲୁମିନିୟମ, ଷ୍ଟିଲ, ପ୍ଲାଷ୍ଟିକ ଓ ପଲିଥିନ୍ ତିଆରି ସାମଗ୍ରୀ ସ୍ଥାନ ନେଉଥିବା ଦେଖାଯାଉଛି।…
ଦୁଗ୍ଧ ଲିଟର ପିଛା ୩୦ଟଙ୍କା ଦାବି କଲା ଦୁଗ୍ଧ ଚାଷୀ ମହାସଂଘ
ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଚାଷୀଙ୍କୁ ଦୁଗ୍ଧ ଲିଟର ପିଛା ୩୦ଟଙ୍କା ଦେବାକୁ ଦାବି କରିଛି ଦୁଗ୍ଧ ଚାଷୀ ମହାସଂଘ। ଗତ ୪ ଦିନ ତଳେ ଅମୁଲ୍ କମ୍ପାନୀ ଲିଟର ପିଛା ୨ଟଙ୍କା ବୃଦ୍ଧି କରିଥିବା ବେଳେ ଶନିବାରଠାରୁ ମଦର୍ସ ଡାଏରୀ ଦୁଗ୍ଧ ଲିଟର ପିଛା…
ସ୍ବାସ୍ଥ୍ୟ ବିଭାଗର କ୍ଷୟକ୍ଷତି ଆକଳନ କରିବେ ଅନ୍ତର୍ଜାତୀୟ ପ୍ରତିନିଧି ଦଳ: ଜୁନ୍ ୩ରେ ରିପୋର୍ଟ ପ୍ରଦାନ
ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଫନୀ କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଓଡ଼ିଶା ଗସ୍ତରେ ଆସିଥିବା ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ, ବିଶ୍ୱବ୍ୟାଙ୍କ ଏବଂ ୟୁନିସେଫ୍ ପ୍ରତିନିଧି ଦଳ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ…
ଇଏମ୍ସିଏଲ୍+ ସ୍କଲାରଶିପ୍ ପାଇଲେ ଓଡ଼ିଶା ଛାତ୍ରୀ ସ୍ବସ୍ତିକା
ଭୁବନେଶ୍ୱର,୨୬।୫(ବ୍ୟୁରୋ)- ୟୁନିଭର୍ସିଟି ଅଫ୍ ଗ୍ରନିଙ୍ଗ୍ଜେନ୍ ତରଫରୁ ପ୍ରଦାନ କରାଯାଉଥିବା ୟୁରୋପିଆନ୍ ମାଷ୍ଟର୍ସ ଇନ୍ କ୍ଲିନିକାଲ୍ ଲିଙ୍ଗୁଇଷ୍ଟିକ୍(ଇଏମ୍ସିଏଲ୍+) ପ୍ରୋଗ୍ରାମ ସ୍କଲାରଶିପ୍ ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଶାର ସ୍ବସ୍ତିକା ଭଟ୍ଟାଚାର୍ଯ୍ୟ। କ୍ଲିନିକାଲ ଲିଙ୍ଗୁଇଷ୍ଟିକ୍ କ୍ଷେତ୍ରରେ ଦିଆଯାଉଥିବା ଏହି ଦୁଇବର୍ଷିଆ ଇଣ୍ଟରନ୍ୟାଶନାଲ ରିସର୍ଚ୍ଚ ସ୍କଲାରଶିପ୍ ପାଇବା…
Archives


