ରାଜ୍ୟ

ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ପୁରୀ ଅଫିସ, ୧୪ା୯: ବଦଳିଯିବ ପୁରୀର ଚେହେରା। ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ ସୁବିଧା କରାଯିବ। ଭିତ୍ତିଭୂମିର ବିକାଶ ସାଙ୍ଗକୁ କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷା ଦିଗରେ କାର୍ଯ୍ୟ କରାଯିବ। ଶ୍ରୀକ୍ଷେତ୍ର ପାଇଁ…

ଆର୍‌ଟିଓରେ ଭିଡ଼ ମହିଳାଙ୍କ ପାଇଁ ହେଉନି ସ୍ବତନ୍ତ୍ର ଧାଡ଼ି

ପୁରୀ ଅଫିସ, ୧୪ା୯: ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ସବୁଠି ଏବେ ହଇଚଇ। ପୋଲିସ ଅଧିକ ସକ୍ରିୟ ହୋଇପଡିଥିବାବେଳେ ଜୋର୍‌ଦାର ଚାଲିଛି ଧରପଗଡ଼। ମୋଟା ଆର୍ଥିକ ଜରିମାନା ଏବେ ଗାଡ଼ି ଚାଳକ ଏବଂ ମାଲିକଙ୍କ ଆଖିରୁ ନିଦ ହଜାଇ…

ଦକ୍ଷତା ବଢିଲେ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ

ସୋନପୁର,୧୪।୯(ନି.ପ୍ର.) ପ୍ରଶିକ୍ଷଣ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଦକ୍ଷତା ବୃଦ୍ଧି କରିବାକୁ ପଡିବ। ଦକ୍ଷତା ବଢିଲେ ହିଁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଖୁଞ୍ଜିଆବାହାଲ ଗ୍ରାମରେ ଅନୁଷ୍ଠିତ ବାଉଁଶ ଶିଳ୍ପ ତାଲିମ ଶିବିରରେ ଅତିଥିମାନେ…

ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ ସହକାରୀ ଯନ୍ତ୍ରୀ ବିଶ୍ୱନାଥ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସହକାରୀ ଯନ୍ତ୍ରୀ…

ବେଲପାହାଡ଼ରେ ବିଧାୟକଙ୍କ ସମୀକ୍ଷା ବୈଠକ

ବେଲପାହାଡ଼,୧୪ା୯ (ଡ଼ି.ଏନ୍‌.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୌର କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ଏହି…

ଓପିଜିସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା: ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

  ଲଖନପୁର,୧୪ା୯(ଡି.ଏନ୍‌.ଏ.): ଓପିଜିସିର ଇବ୍‌ଥର୍ମାଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ବନହରପାଲି ଗ୍ରାମବାସୀ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର କମ୍ପାନୀ କର୍ର୍ତ୍ତୃୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ହେଲେ କମ୍ପାନୀ କର୍ର୍ତ୍ତୃୃପକ୍ଷ ସମସ୍ୟାର ସମାଧାନ ପାଇଁ ଖାଲି ପ୍ରତିଶ୍ରୁତି ଉପରେ ପ୍ରତିଶ୍ରୁତି ଦେଇ ଚାଲିଛନ୍ତି।…

ଭତାକେ ନେଇ ପଁଚେତ୍‌ରେ ତାଲା ପକାଲେ ହିତାଧିକାରୀ

ପୁରୁଣାକଟକ, ୧୪ା୯ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଂଙ୍କୁଲେଇ ପଁଚେତ୍‌କେ ଶୁକୁରବାର ହିତାଧିକାରୀମାନେ ଭତା ନେବାକେ ଆସି ହଇରାନ ହରକତ ହେଲାରୁ ପଁଚେତ୍‌ରେ ତାଲା ପକେଇଥିବାର ଜନାଯାଇଛେ। ଏହେଦେ ଇ ଘଟନା ଅଂଚଲରେ ଗୁଟେ ଚରଚାର ବିଷେ ପାଲଟିଛେ। ସୂଚନା…

‘ଦେଶାନ୍ତରୀ ଶିଶୁ, କିଶୋର ଶ୍ରମିକ ଚାଲାଣକୁ ନେଇ ଜାରି ହେବ ନିର୍ଦ୍ଦେଶାବଳୀ’

ବଲାଙ୍ଗୀର ଅଫିସ,୧୪ା୯ ବଲାଙ୍ଗୀର ଡିଆରଡିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଦେଶାନ୍ତର ଶିଶୁ ଓ ଯୁବ ଶ୍ରମିକ ଚାଲାଣକୁ ନେଇ ଏକ ଆଞ୍ଚଳିକ ପରାମର୍ଶ କର୍ମଶାଳା ଅନୁଷ୍ଠିତ ହୋଇଥିଲା ା ଦେଶାନ୍ତର ଶ୍ରମିକ ଶିଶୁଙ୍କ ସମସ୍ୟା ଉପରେ କାମ କରୁଥିବା ଅନ୍ତର୍ଜାତୀୟ ସ୍ବେଚ୍ଛାସେବୀ…

ଜାତୀୟ ରାଜପଥରେ ଜଳିଗଲା କାର୍‌

ଭଣ୍ଡାରିପୋଖରୀ, ୧୩ା୯(ଡି.ଏନ.ଏ.)- ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ପୁରିପଡ଼ା ସ୍କୁଲଠାରୁ ଅନତି ଦୂରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଏକ ଚଳନ୍ତା କାର୍‌ ନିଅଁା ଲାଗି ଜଳିଯାଇଛି। କାର୍‌ଟି ଯାଜପୁର ଜିଲା ଷଠିପୁର ଅଞ୍ଚଳରୁ ଭଦ୍ରକ…

ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ: ୧୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୬ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପ୍ରଧାନଶିକ୍ଷକ, ୪ଜଣ ଇଞ୍ଜିନିୟର, ୨ଜଣ ରେଭିନ୍ୟୁ ଅଫିସର(ଆର୍‌ଆଇ), ଜଣେ ଫାର୍ମାଶିଷ୍ଟ, ଜଣେ ଅମୀନ, ଜଣେ ପଞ୍ଚାୟତ ଇକ୍ଜିକ୍ୟୁଟିଭ୍‌ ଅଫିସର ଏବଂ ୨ଜଣ କିରାଣୀ…

ପିସିସି ସଭାପତିଙ୍କୁ ସମାଲୋଚନା ପ୍ରସଙ୍ଗ: ନିରଞ୍ଜନ କହିଲେ ‘ଅସନ୍ତୋଷ ହୋଇ ଇତୀଶ ଏପରି ପିଲାଳିଆ କଥା କହିଛନ୍ତି’

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଗୁରୁବାର ଏଆଇସିସିର ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଥିବା ବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଥିଲେ ରାଜ୍ୟ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ। ଶୁକ୍ରବାର ଏନେଇ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ। ସେ କହିଛନ୍ତି, ଇତୀଶ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୨୭ ଏବଂ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏନେଇ ଶୁକ୍ରବାର ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ଡିଜିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?