ରାଜ୍ୟ

ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ୫ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି। ତେବେ…

ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର

ମାଲକାନଗିରି,୧୩।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍‌ଲେଟ୍‌ କରିବା ପାଇଁ ୨ ଟି ଅଣ୍ଡା ଫଟାଇଥିବା ବେଳେ ଅନ୍ୟ ଏକ ଅଣ୍ଡା…

ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍‌: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍‌ଟିକୁ ସେଠାରୁ ନେଉ ନ ଥିବା ଯୋଗୁ ଦୀର୍ଘ ମାସ ଧରି ଏହା ପଡ଼ି ରହିଛି। କାର୍‌ ଭିତରେ…

୩ମାସ ଟ୍ରାଫିକ ନିୟମ କୋହଳ ହେବାରୁ ଗାଡ଼ିଚାଳକ ବେପରୁଆ: କିନ୍ନରଙ୍କ ଅଭିନବ ଉପାୟରେ ସଚେତନତା

ଭୁବନେଶ୍ୱର, ୧୩।୯(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ଯାହାଦ୍ୱାରା ଗାଡ଼ିଚାଳକ ଏବେ ପୁଣି ବେପରୁଆ ହୋଇଗଲେଣି। ସେମାନେ ଢିଲାଭାବେ ଗାଡ଼ିଚାଳନା କରୁଛନ୍ତି। ତେଣୁ ଲୋକଙ୍କ ମଧ୍ୟରେ ଟ୍ରାଫିକ…

ହୀରାକୁଦ ଡ୍ୟାମ୍‌ରୁ ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରୁ ଶୁକ୍ରବାର ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ, ପ୍ରତି ସେକେଣ୍ଡରେ ୧ଲକ୍ଷ ୫୦ ହଜାର ୮୬୮ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଥିବା ବେଳେ…

ରେଳ ଟ୍ରାକ୍‌ରେ ଫସିଲା ଟ୍ରେଲର : ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ମୁଡ଼ିଗୁଡ଼ା,୧୩।୯(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ଏକ ଟ୍ରେଲରର ବ୍ରେକ୍‌ ଫେଲ ହୋଇଯିବାରୁ ରେଳ ଲାଇନ ଉପରେ ଫସିରହିଛି। ଫଳରେ ମୁନିଗୁଡା ରାୟଗଡ଼ା ମଧ୍ୟରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଟ୍ରେଲରଟି ବିଶାଖାପାଟଣାରୁ ଆଲୁମିନିୟମ…

ସାଧାରଣ ବଣ୍ଟନ ବ୍ୟବସ୍ଥାରେ ମାଣ୍ଡିଆ : ଆଦୃତିକୁ ନେଇ ହେବ ସର୍ଭେ

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ଗରିବ ଆଦିବାସୀମାନେ ଚାଷ କରୁଥିବା ମାଣ୍ଡିଆକୁ ପ୍ରୋତ୍ସାହନ ଦେବାକୁ ରାଜ୍ୟ ସରକାର ୨୦୧୯ରେ ମାଣ୍ଡିଆକୁ ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡିଏସ)ରେ ସାମିଲ କରିଛନ୍ତି। ଏହା ଆଦୃତ ହେବା ପରେ ସମସ୍ତ ଜିଲାରେ ଏହାକୁ କାର୍ଯ୍ୟକାରୀ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।…

ଶିଶୁପାଳଗଡ଼ର ରାମପାର୍ଟ ହୋଇଯିବ ନିଶ୍ଚିହ୍ନ : ଅନିଶ୍ଚିତତା ଭିତରେ ଖନନ, ଗବେଷଣା ଓ ଅଧ୍ୟୟନ

ପୁରୁଣା ଭୁବନେଶ୍ୱର,୧୩।୯(ଡି.ଏନ.ଏ.) : ସମ୍ପ୍ରତି ଐତିହ୍ୟ ସ୍ଥଳଗୁଡିକର ସୁରକ୍ଷା ବିପନ୍ନ। ଯେଉଁଥିପାଇଁ ଗବେଷକମାନଙ୍କର ଗବେଷଣା ଓ ଅଧ୍ୟୟନ ଅନିଶ୍ଚିତତା ଭିତରେ ରହିଛି। ଏଗୁଡିକର ସୁରକ୍ଷା ଏବଂ ପରିଚାଳନା ଦାୟିତ୍ୱରେ ରହିଥିବା ବିଭାଗୀୟ ଅଧିକାରୀମାନଙ୍କ ନିଷ୍କ୍ରିୟତା କୀର୍ତ୍ତିରାଜିଗୁଡିକୁ ସଙ୍କଟ ମୁହଁକୁ ଠେଲି ଦେଉଛି।…

ଟ୍ରାଫିକ ପରିଚାଳନା ଢାଞ୍ଚା ବଦଳିବ

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ଦିନକୁ ଦିନ ଟ୍ରାଫିକ ସମସ୍ୟା ଜଟିଳ ହେଉଛି। ଏଥିସହ ବଢ଼ିଚାଲିଛି ଦୁର୍ଘଟଣା। ଏନେଇ ଗୁରୁବାର କମିଶନରେଟ ପୋଲିସ ମୁଖ୍ୟାଳୟରେ ଟ୍ରାଫିକ ଡିସିପି ସାଗରିକା ନାଥଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଅତିରିକ୍ତ ଟ୍ରାଫିକ ଡିସିପି, ଟ୍ରାଫିକ ଏସିପିଙ୍କ ସହ…

ବିଏସ୍‌ଏଫ୍‌ ଆଇଜି ହେଲେ ହର୍‌ମିନ୍ଦର ପାଲ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ବିଏସ୍‌ଏଫ୍‌ ଓଡିଶା ଫ୍ରଣ୍ଟିୟର କମାଣ୍ଡର(ଆଇଜି) ଭାବେ ନୂଆ ନିଯୁକ୍ତି ପାଇଛନ୍ତି ୧୯୮୪ ବ୍ୟାଚ୍‌ ବିଏସ୍‌ଏଫ୍‌ କ୍ୟାଡର ଅଫିସର ହର୍‌ମିନ୍ଦର ପାଲ। ଖୋର୍ଦ୍ଧାସ୍ଥିତ ବିଏସ୍‌ଏଫ୍‌ ମୁଖ୍ୟାଳୟରେ ଗୁରୁବାର ପୂର୍ବତନ ଆଇଜି ଅଶ୍ୱିନୀ କୁମାର ସିଂହଙ୍କଠାରୁ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ…

୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାଛଡା ଝାଡଖଣ୍ଡ ଏବଂ ଓଡିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, ଦେବଗଡ…

ସମ୍ବଲପୁର ରେଳ ଡିଭିଜନର ଗୁରୁତ୍ୱପୂର୍ଣ୍ଣ ବୈଠକ : କଣ୍ଟାବାଞ୍ଜିରେ ଓ୍ବାଗନ ଫ୍ୟାକ୍ଟ୍ରି ପ୍ରସ୍ତାବ, ସମ୍ବଲପୁର-ପୁରୀ ଇଣ୍ଟରସିଟି ବରଗଡ଼କୁ ଚଳାଚଳ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ପୂର୍ବତଟ ରେଳପଥର ସମ୍ବଲପୁର ଡିଭିଜନର ଉନ୍ନତି ପାଇଁ ଗୁରୁବାର ସମ୍ବଲପୁର ହୋଟେଲ ଗ୍ରାଣ୍ଡ ଶିବାଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଡିଭିଜନର ଆଭ୍ୟନ୍ତରୀଣ ଓ ବାହ୍ୟ ବିକାଶ କରିବା ସହ ଅନ୍ୟ ସହରଗୁଡିକୁ ରେଳ ସଂଯୋଗ ନେଇ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?