ଟ୍ରାକ୍ଟର ଚାପାରେ ଛାତ୍ର ମୃତ, ଉତ୍ତେଜନା
ଲୋଇସିଂହା, ୧୨।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ଅନ୍ତର୍ଗତ ବିନ୍ଧାପାଲି ଗାଁରେ ଟ୍ରାକ୍ଟର ଚାପାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ ଜିଲା ଗାଇସିଲାଟ ବ୍ଲକ ଭୂତିବାହାଲ ଗ୍ରାମର ନାଗର ଜୁଏଡଙ୍କ ପୁଅ…
କଣାସରେ ୭୦ ଦିନ ଧରି ଡାକ ସେବା ଅଚଳ
କଣାସ, ୧୨।୭(ସ୍ବ.ପ୍ର.): କଣାସ ମୁଖ୍ୟ ପୋଷ୍ଟଅଫିସ୍ ୭୦ଦିନ ଧରି ଅଚଳ ହୋଇ ପଡିଛି। ଫଳରେ ପୋଷ୍ଟଅଫିସ୍ରେ ଟଙ୍କା ଜମା କରିବା, ଟଙ୍କା ଉଠାଇବା, ରେଜେଷ୍ଟ୍ରି ଚିଠି, ମନି ଅର୍ଡର ଆଦି ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିବାରୁ ଦିନକୁ ଦିନ ଜନ ଅସନ୍ତୋଷ ବଢ଼ିବାରେ…
‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ: ଗଣଶିକ୍ଷା ବିଭାଗ ଓ ଅକ୍ଷରା ଫାଉଣ୍ଡେଶନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ
ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅକ୍ଷରା ଫାଉଣ୍ଡେଶନ ସହଯୋଗରେ ‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ। ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଗଣିତ ପାଠ୍ୟକ୍ରମରେ ଶ୍ରେଣୀ ଉପଯୋଗୀ ଦକ୍ଷତା ହାସଲ ପାଇଁ ପ୍ରଥମରୁ ପଞ୍ଚମ ଶ୍ରେଣୀ…
ସମବାୟ ସମିତିରୁ ୫ ଲକ୍ଷ ହଡ଼ପ ଅଭିଯୋଗ: ପୂର୍ବତନ ସମ୍ପାଦକ ଗିରଫ
ତିହିଡ଼ି, ୧୨।୭ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଗୁଆମାଳ ସେବା ସମବାୟ ସମିତିରୁ ୫ ଲକ୍ଷ ଟଙ୍କା ହଡ଼ପ ହୋଇଛି। ସମିତିର ଉପସଭାନେତ୍ରୀ ଚୁମାରାଣୀ ଜେନା ଗୁରୁବାର ଏ ସମ୍ପର୍କରେ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି…
ହରିବୋଲ କ୍ଷେତ୍ରକୁ ବାହୁଡ଼ିଲେ ତିନିଠାକୁର
ତିହିଡ଼ି, ୧୨।୭ (ଡି.ଏନ.ଏ.): ପବିତ୍ର ବାହୁଡ଼ାଯାତ୍ରାରେ ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିରରୁ ହରିବୋଲ କ୍ଷେତ୍ରକୁ ତିନିଠାକୁର ବାହୁଡ଼ିଛନ୍ତି। ତିହିଡ଼ି ବ୍ଲକ ଗୁଆମାଳ ପଞ୍ଚାୟତ ମୋଡ଼ସାହିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରୁ ମହାବାହୁ କେଶପୁରସ୍ଥିତ ହରିବୋଲ କ୍ଷେତ୍ରକୁ ଫେରି଼ଛନ୍ତି। ଭାଇଭଉଣୀଙ୍କ ସହ ୯ ଦିନ ମାଉସୀଘରେ ରହିବା…
ଜାତୀୟ କୃମିନାଶକ ଦିବସ ପାଇଁ ସମନ୍ବୟ କମିଟି ବୈଠକ: ଅଗଷ୍ଟ ୮ରେ ପିଲାଙ୍କୁ ଦିଆଯିବ କୃମିନାଶକ ଔଷଧ
ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ମାଟିରୁ ଶରୀରକୁ କୃମି ସଂକ୍ରମଣ ହୋଇଥାଏ। ବିଶ୍ୱରେ ୨୪୧ ନିୟୁତରୁ ଅଧିକ ଶିଶୁ କୃମିଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ପ୍ରତିଶତ ଶିଶୁ ଏଥିରେ ପୀଡ଼ିତ। ଶିଶୁଙ୍କ ଶରୀରରୁ କୃମି ନାଶ ପାଇଁ ଅଗଷ୍ଟ ୮ କୃମିନାଶକ…
ଯୁବତୀଙ୍କ ବେକରୁ ଚେନ୍ ଝାମ୍ପି ଫେରାର ହେଉଥିବା ବେଳେ ଦୁର୍ଘଟଣା: ୨ ଲୁଟେରା ଗୁରୁତର, ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି
ଭଣ୍ଡାରିପୋଖରୀ,୧୨।୭(ଡି.ଏନ୍.ଏ.): ସ୍କୁଟିରେ ଯାଉଥିବା ଯୁବତୀଙ୍କ ବେକରୁ ଚେନ୍ ଝାମ୍ପି ନେଇ ଫେରାର ହେବାକୁ ଚେଷ୍ଟା କରିବା ବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର କୁଶଗଡ଼ିଆ…
ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଉଛି। ଖୋଦ ଭୁବନେଶ୍ୱରର ଏକ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର…
ଆଇକନିକ୍ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍ବେଗ
ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ କୋଣାର୍କକୁ ଏଥିରେ ସ୍ଥାନ ଦିଆଯାଇ ନାହିଁ। ଏହାଛଡ଼ା ରାଜ୍ୟର କୌଣସି ସ୍ଥାନକୁ ଏଥିରେ…
ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ କିଣୁ ନ ଥିବାରୁ ଅବସ୍ଥା ସାଂଘାତିକ ହେଲାଣି। ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ସୋନପୁର…
ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ
ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍ରୁ ଉଠୁନାହାନ୍ତି। ମୁଁ ତିନିଥର ବିଧାୟକ ହେଲିଣି। ଭୁବନେଶ୍ୱରର ଅତିଥି ଭବନରେ ରହିବା ପାଇଁ ଗୃହ ବିଭାଗ ଅତିରିକ୍ତ…
ସରକାରୀ ଯୋଜନା ଦିଗହରା: ଭଙ୍ଗା କୁଡ଼ିଆରେ ବିତୁଛି ଦୃଷ୍ଟିହୀନ ଦମ୍ପତି ଚୈତନ୍ୟ-ଅଞ୍ଜନାଙ୍କ ଜୀବନ, ଆଦରିଛନ୍ତି ଭିକ୍ଷାବୃତ୍ତି
ଭବାନୀପାଟଣା, ୧୨।୭(ଡି.ଏନ୍.ଏ.): ପ୍ରତି ଗରିବ ପରିବାରକୁ ପକ୍କା ଘର ଯୋଗାଇ ଦେବା ଲାଗି ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାମ କରୁଛି। ହେଲେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। କଳାହାଣ୍ଡି ଜିଲା କଲମପୁର ବ୍ଲକ ମଣ୍ଡଳ ପଞ୍ଚାୟତ ଅନ୍ତର୍ଗତ ଭାଟିଗାଁରେ…
Archives


