ରାଜ୍ୟ

ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି

ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା ଆରମ୍ଭ ହୋଇଛି। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଦୋକାନ ଓ ଘର ଗୁଡ଼ିକ…

କଟକରେ ଏନକାଉଣ୍ଟର: ଅଭିଯୁକ୍ତ ବୁଦ୍ଧିଆ ଆହତ

କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍‌ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ ସିଡ଼ିଏ ସେକ୍ଟର-୧୩ ମୁଣ୍ଡାସାହିର ବୁଦ୍ଧିଆ ଦାସ(୨୮) ଆହତ ହୋଇଛନ୍ତି। ତାଙ୍କ ନିକଟରୁ ଗୋଟିଏ ୯…

ବଡବିଲରେ ହେବ ବିଶାଳ ଘଣ୍ଟାସ୍ତମ୍ଭର ସ୍ଥାପନ

ବଡବିଲ, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ନିମନ୍ତେ ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ…

ବିଶ୍ୱ ନାଟ୍ୟ ମେଳାରେ ଖୋର୍ଦ୍ଧା ସାଉଁଟିଲା ୯ ପୁରସ୍କାର

ଖୋର୍ଦ୍ଧା ଅଫିସ,୧୧ା୯: ବିଶ୍ୱନାଟ୍ୟ ମେଳାରେ ଖୋର୍ଦ୍ଧାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଆନ୍ଦୋଳନ ପକ୍ଷରୁ ମଞ୍ଚସ୍ଥ ନାଟକ ଅଟୋବାଲା ୯ ଟି ବିଭାଗରେ ପୁରସ୍କାର ହାତେଇଛି। ଶ୍ରେଷ୍ଠ ପ୍ରଯୋଜନା ବିଭାଗରେ ଆନ୍ଦୋଳନର ଅଟୋବାଲା ପୁରସ୍କୃତ ହେବା ସହ ଶ୍ରେଷ୍ଠ ନାଟ୍ୟକାର ଡା. ଧନେଶ୍ୱର…

ଭିଜିଲାନ୍ସ ଜାଲରେ କିରାଣି: ମୃତ୍ୟୁକାଳୀନ ସାର୍ଟିଫିକେଟ ପାଇଁ ନେଉଥିଲେ ୧ ହଜାର ଲାଞ୍ଚ

ଖୋର୍ଦ୍ଧା ଅଫିସ,୧୧ା୯: ମୃତ୍ୟୁ କାଳୀନ ସାର୍ଟିଫିକେଟ ଦେବାକୁ ଏକ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଖୋର୍ଦ୍ଧା ବ୍ଲକ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜନ୍ମମୃତ୍ୟୁ ପଞ୍ଜୀକରଣ ବିଭାଗର କିରାଣି ଅଶୋକ କୁମାର ମହାନ୍ତି (୪୭) ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଅଶୋକଙ୍କଠାରୁ ଭିଜିଲାନ୍ସ…

ସାବେରୀ ନଦୀରେ ଡ୍ୟାମ୍‌ ନିର୍ମାଣ କରୁଛନ୍ତି ଛତିଶଗଡ଼ ସରକାର: ପ୍ରତିବାଦରେ ଜିଲା ଆଦିବାସୀ ସଂଘର ଶୋଭାଯାତ୍ରା

ମାଲକାନଗିରିି, ୧୧।୯(ଡି.ଏନ୍‌.ଏ)- ଛତିଶଗଡ଼ ସରକାର ସାବେରୀ ନଦୀରେ ଡ୍ୟାମ ନିର୍ମାଣ କରିବା ପ୍ରତିବାଦରେ ମଙ୍ଗଳବାର ମାଲକାନଗିରି ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ ମହୁପଦରଠାରେ ଜିଲା ଆଦିବାସୀ ସଂଘ ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି। ନଦୀର କାକାରାଲ ଓ ଭୀମସେନ ମଧ୍ୟରେ…

ଝାରସୁଗୁଡ଼ାରୁ ଆଉ ୨ ସହରକୁ ଉଡ଼ିବ ବିମାନ

ଝାରସୁଗୁଡ଼ା,୧୧।୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆଉ ୨ଟି ନୂଆ ସହରକୁ ବିମାନ ଉଡିବ। ଏ ନେଇ ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଥିବା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ବୁଧବାର ଶାସନ…

ବସ୍ତାନି ବୋଝ ଯାଞ୍ଚ: ରାଜଧାନୀର ୨ ସ୍କୁଲରେ ପହଞ୍ଚିଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ବୋଝ ନେଇ ଆରମ୍ଭ ହୋଇଛି ତତ୍ପରତା। ଏ ନେଇ ବୁଧବାର ରାଜଧାନୀରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ପହଞ୍ଚି ସ୍କୁଲ ପିଲାଙ୍କ ବ୍ୟାଗ ଓଜନ ପରଖୁଥିବା ଜଣାପଡ଼ିଛି। ବ୍ୟାଗ ଓଜନ କମ୍‌ କରିବା ଦିଗରେ ଭୁବନେଶ୍ୱରରେ…

ବିଦ୍ୟୁତ୍‌ ତାରରେ ଝୁଲୁଛି ଜୀବନ ଡୋରୀ

ଚନ୍ଦ୍ରଗିରି,୧୧।୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଏପରି ଏକ ଗ୍ରାମ ରହିଛି ଯେଉଁଠିକୁ ପହଞ୍ଚିବା ଲାଗି ଜୀବନକୁ ବାଜି ଲଗାନ୍ତି ଲୋକେ। ଏହା ହେଉଛି ଜିଲାର ମୋହନା ବ୍ଳକ ଅନ୍ତର୍ଗତ ପାହାଡ ପର୍ବତ ଘେରା ଗରଡ଼ମା ପଞ୍ଚାୟତର ରାଜଖମା ଗାଁ। ମୋହନାଠାରୁ ପ୍ରାୟ ୭୦…

ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିବା ପରେ କୃଷକମାନେ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ।…

ଓଡ଼ିଆ ଆଇଏଏସ୍‌ ଅଫିସର ପି.କେ. ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍‌ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ପି.କେ. ମିଶ୍ର ଏହି ଦାୟିତ୍ୱ ନେଇଛନ୍ତି। ସମ୍ବଲପୁର ବାସିନ୍ଦା ପ୍ରମୋଦ ହେଉଛନ୍ତି ୧୯୭୨ ବ୍ୟାଚ୍‌…

ବାଲିମେଳାରେ ଆତଙ୍କ ସୃଷ୍ଟି କରୁଥିଲା ଭାଲୁ, କାବୁ କଲା ବନବିଭାଗ

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଗତ କିଛି ଦିନ ହେବ ଭାଲୁ ଆତଙ୍କ ସୃଷ୍ଟି କରୁଥିଲା। ଚିତ୍ରକୋଣ୍ଡା ଛକ ନିକଟବର୍ତ୍ତୀ ଅଞ୍ଚଳରେ ସନ୍ଧ୍ୟା ହେଲେ ଭାଲୁ ଆସି ବୁଲିବା ସହ ସେଠାରେ ଥିବା ଦୋକାନଗୁଡିକୁ ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?