ଆଜି ଦେବଦମ୍ପତିଙ୍କ ବିବାହ:ବୈଦିକ ରୀତିରେ ସରିଲା ମଙ୍ଗଳକୃତ୍ୟ
ଆରଡ଼ି, ୭।୬ (ଡି.ଏନ.ଏ.)- ଶୁକ୍ରବାର ଦେବଦମ୍ପତିଙ୍କ ବିବାହ। ଦେବ ଦେବ ମହାଦେବ ସାଜିବେ ବର ଆଉ ମାତା ପାର୍ବତୀ କନିଆ। ବାଣ ରୋଶଣି ସାଙ୍ଗକୁ ଯୋଡ଼ି ମହୁରି, ମାଦଳ ବାଜା, ଶଙ୍ଖଧ୍ୱନି, ଖୋଳ କରତାଳ, ଢୋଲ, ମୃଦଙ୍ଗ ଆଦି ବାଦ୍ୟରେ ଭଦ୍ରକ…
ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର
ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ…
ନିଷେଧ ପଲିଥିନ ବନ୍ଦ ପାଇଁ ଚଢ଼ାଉ
ଭୁବନେଶ୍ୱର, ୬ା୬(ବ୍ୟୁରୋ)- ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ବଢ଼ି ଚାଲିଛି ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା। ପରିବେଶ ଓ ଜୀବଜଗତ ପ୍ରତି ବିପଦ ସୃଷ୍ଟି କରୁଥିବା ପଲିଥିନ ଓ ପ୍ଲାଷ୍ଟିକ ସାମଗ୍ରୀକୁ ନିଷେଧ କରାଯାଇଛି। ଗତବର୍ଷ ଗାନ୍ଧୀ ଜୟନ୍ତୀରୁ ପଲିଥିନ…
ଦିବ୍ୟାଙ୍ଗ ହୋଇ ବି ଜଳସେବା ଯୋଗାଉଛନ୍ତି ପ୍ରଣତୀ
ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସେବା କରିବାର ଦୃଢ଼ ମନୋବଳ ଆଗରେ ହାର ମାନିଛି ଶାରୀରିକ ଅକ୍ଷମତା। ଜଣେ ଦିବ୍ୟାଙ୍ଗ ହୋଇ ମଧ୍ୟ ତୁଷାର୍ଥ ଲୋକଙ୍କୁ ଜଳସେବା ଯୋଗାଉଛନ୍ତି। ଦୀର୍ଘ ୭ବର୍ଷ ଧରି ଏପରି ସେବାରେ ନିଜକୁ ନିୟୋଜିତ କରି ଆନନ୍ଦ ପାଉଥିବା ଏହି…
ଚିକିତ୍ସା ଅବହେଳାରୁ ଶିଶୁକନ୍ୟା ମୃତ ଅଭିଯୋଗ
ମାଲକାନଗିରି/କୋରୁକୋଣ୍ଡା,୬ା୬ (ସ୍ବ.ପ୍ର./ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ଅବହେଳାରୁ ଏକ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା କରାଯାଇଛଇ ବୋଲି ଶିଶୁକନ୍ୟାର ପରିବାର ଲୋକେ ଅଭିଯୋଗ…
ଚାଷୀ ବାପାଙ୍କ ମୁହଁରେ ହସ ଫୁଟାଇଲେ ଦିବ୍ୟାଙ୍ଗ ଝିଅ
ଖଇରା, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୭ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷାରେ ଉତ୍ତୀଣ୍ଣର୍ର୍ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ରାଇକୁଳା ମୌଳିକ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀ ମଞ୍ଜୁ ବେହେରା। ସେ ଶତକଡ଼ା ୭୫ ପ୍ରତିଶତ ମାର୍କ ରଖି ଏହି ଯୋଗ୍ୟତା ହାସଲ…
ରାସ୍ତା କାମ ନିମ୍ନ ମାନର ଯୋଗୁ ସରକାରୀ ଯନ୍ତ୍ରୀଙ୍କୁ ଉଠ୍ବସ କରାଇଲେ ପାଟଣାଗଡ଼ ବିଧାୟକ, ଭିଡିଓ ଭାଇରାଲ
ବଲାଙ୍ଗୀର ଅଫିସ,୬।୬: ପାଟଣାଗଡ଼ର ନବନିର୍ବାଚିତ ବିଜେଡି ବିଧାୟକ ସରୋଜ ମେହେର ଜଣେ ସରକାରୀ ଯନ୍ତ୍ରୀଙ୍କୁ ଲୋକଙ୍କ ସମ୍ମୁଖରେ ଉଠ୍ବସ୍ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ପ୍ରଚାର ହେବା ପରେ ଚର୍ଚ୍ଚାର ବିଷୟ ପାଲଟିଛି। ବେଲପଡ଼ା-ମଣ୍ଡଳ ରାସ୍ତା କାମ ନିମ୍ନମାନର ହୋଇଥିବାରୁ…
‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ’ ଯୋଜନା ଶ୍ରେଷ୍ଠ ଯୋଜନା; ‘ଆୟୁଷ୍ମାନ୍ ଭାରତ’ ଲାଗୁ ନେଇ ନିଷ୍ପତ୍ତି ନିଆଯାଇନାହିଁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ମଙ୍ଗଳବାର ସଚିବାଳୟରେ ଏ ସଂକ୍ରାନ୍ତରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଗୁରୁବାର ଏହି ଯୋଜନା ଲାଗୁ ନେଇ କେନ୍ଦ୍ରର…
ଉପ-ବାଚସ୍ପତି ପଦ: ବିଜେଡିକୁ ଶିବସେନାର ବିରୋଧ
ଭୁବନେଶ୍ୱର,୬।୬(ବ୍ୟୁରୋ): ଶେଷ ହୋଇଛି ଲୋକ ସଭା ନିର୍ବାଚନ। ଏବେ ମନ୍ତ୍ରିମଣ୍ଡଳ ଓ ପଦକୁ ନେଇ ଚାଲିଛି ଟଣାଓଟରା। କେନ୍ଦ୍ରରେ ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳ ଗଠନ ପରେ ବାଚସ୍ପତି ଏବଂ ଉପବାଚସ୍ପତି କିଏ ହେବେ ସେ ନେଇ କସରତ ଚାଲିଛି। ତେବେ…
ଆକ୍ସନ ମୋଡ଼ରେ ଗଣଶିକ୍ଷା ମନ୍ତ୍ରୀ: ଫଳାଫଳ ଶୂନ ଥିବା ୮୨ ସ୍କୁଲକୁ ନୋଟିସ୍, ସ୍ଥିତିକୁ ବ୍ୟକ୍ତିଗତ ଭାବେ ପରଖିବେ
ଭୁବନେଶ୍ୱର,୬।୬(ବ୍ୟୁରୋ): ନବୀନଙ୍କ ପଞ୍ଚମ ପାଳିରେ ମନ୍ତ୍ରୀମାନେ ପୂରା ଆକ୍ସନ ମୋଡ୍ରେ କାମ କରିବା ଆରମ୍ଭ କରିଦେଲେଣି। ଗୋଟିଏ ପରେ ଗୋଟିଏ ବିଭାଗର ମନ୍ତ୍ରୀ କିଭଳି ସୂଚାରୁରୂପେ କାମ ହୋଇପାରିବ, ସେ ଦିଗରେ ଦୃଷ୍ଟି ରଖୁଛନ୍ତି। ଏହି କ୍ରମରେ ଗଣଶିକ୍ଷା ମନ୍ତ୍ରୀ ଭାବେ…
୨୦ ଫୁଟ ଭଗ୍ନ ପୋଲ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର
ବିଶୋଇ, ୬।୬(ଡି.ଏନ.ଏ): ମୟୁରଭଞ୍ଜ ଜିଲା ବିଶୋଇ ସ୍ଥିତ ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ଏକ ଟ୍ରକ ଭାରସାମ୍ୟ ହରାଇ ୨୦ ଫୁଟ ପୋଲ ତଳକୁ ଖସିପଡିଛି। ଉକ୍ତ ଟ୍ରକର ଡ୍ରାଇଭର ଓ ହେଲପର ଫେରାର ଥିବାବେଳେ ସେହି ଗାଡ଼ିରେ…
ବଜ୍ରପାତ ନେଲା ଜୀବନ
ପାଣ୍ଡ୍ରିପାଣି,୬।୬(ଡି.ଏନ୍.ଏ): ମାଲକାନଗିରି ବ୍ଲକ ଅନ୍ତର୍ଗତ ବୀରଲକ୍ଷ୍ମଣପୁର ଗ୍ରାମପଞ୍ଚାୟତର କେନ୍ଦୁକୁଣ୍ଡ ଗଁାରେ ଘଡ଼ଘଡ଼ି ଓ ବିଜୁଳିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ମୃତ ଜଣଙ୍କ ହେଲେ ରଘୁନାଥ ଜାନି। ଉକ୍ତ ଗଁାର ରଘୁନାଥ ଜାନି(୧୬), ବଳଭଦ୍ର ତାମରବା(୨୪) ଓ…
Archives


