ରାଜ୍ୟ

କେବୁଲ ବିଛାଇବାକୁ କାଟିଦେଲେ ରାସ୍ତା, ପାଣି ପାଇପ୍‌

ଡେରାବିଶ, ୧୧ା୪(ବେବର୍ତ୍ତା ଅଜୟ ଦାସ)ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ବସୁଧା ଯୋଜନାରେ ପ୍ରତି ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି। ହେଲେ ବେସରକାରୀ ମୋବାଇଲ ସଂସ୍ଥାର ଦାୟିତ୍ୱହୀନତା ଓ ବେପରୁଆ...

ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଲା ନାହିଁ

ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି ସ୍ବାଦିଷ୍ଟ ମିଠା । ତେବେ ଏହି ମିଠାକୁ ଜିଓଗ୍ରାଫିକାଲ୍‌ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍‌ ମାନ୍ୟତା...

କଟକରେ ଡରାଇଲାଣି ଜଣ୍ଡିସ୍‌

କଟକ,୧୧ା୪(ଶିଳ୍ପା ପ୍ରିୟଦର୍ଶିନୀ)କଟକ ସଦର ଥାନା ଅଧୀନ ରାଜେନ୍ଦ୍ର ନଗରରେ ଲୋକମାନେ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ୫୦ରୁ ଊର୍ଦ୍ଧ୍ୱ ଲୋକ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଥିବାବେଳେ ସିଏମ୍‌ସି ପକ୍ଷରୁ ଏହାକୁ ଲୁଚାଇବାକୁ ଚେଷ୍ଟା କରାଯାଇ ଭୁଲ୍‌ ତଥ୍ୟ ଦିଆଯାଉଛି। ସଂକ୍ରମିତଙ୍କ ପାଇଁ କୌଣସି...

କାର୍‌ରୁ ୪ ଲକ୍ଷ ୫୦ ହଜାର ଟଙ୍କା ଜବତ

କୋରାପୁଟ/ନାରାୟଣପାଟଣା,୧୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ଲକ୍ଷ୍ମୀପୁରରୁ ବୁଧବାର ରାତିରେ ଦାମନଯୋଡ଼ି ଯାଉଥିବା ଏକ କାର୍‌ରୁ ୪ ଲକ୍ଷ ୫୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ପାଇଁ ବିପୁଳ ପରିମାଣର ଟଙ୍କା ଚାଲାଣ କରାଯାଉଥିବା ନେଇ ସୂଚନା ପାଇ...

ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ

ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ...

ଓଡ଼ିଶା ଆସିବେ ସୋନିଆ, ରାହୁଲ

ଭୁବନେଶ୍ୱର,୧୦ା୪: ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ। କୋରାପୁଟ ଗସ୍ତରେ ପ୍ରଚାର ପାଇଁ ଆସିବେ ସୋନିଆ ଏବଂ ରାହୁଲ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା। ମେ’ ପ୍ରଥମ ସପ୍ତାହରେ ସୋନିଆ ଏବଂ ରାହୁଲ...

ଜେଏମ୍‌ଏମ୍‌ରେ ସାମିଲ ହେଲେ କୃଷ୍ଣଚନ୍ଦ୍ର

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ବୁଧବାର ବିଧିବଦ୍ଧ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ମିଶିଛନ୍ତି l ଆଜି ରାଇରଙ୍ଗପୁରସ୍ଥିତ ଟାଉନ ହଲ୍‌ ପରିସରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ମିଶିଥିବାର ସୂଚନା ଦେଇଛନ୍ତ।...

କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ

ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲେ ପ୍ରେମିକ। ଏହି ଘଟଣାରେ କେରଳ ପୋଲିସ...

ଷ୍ଟ୍ରଙ୍ଗ୍‌ରୁମ୍‌ରେ ପହଞ୍ଚିଲା ଇଭିଏମ୍‌

ଭୁବନେଶ୍ୱର,୧୦ା୪: ନିର୍ବାଚନ ପୂର୍ବରୁ କଡ଼ାସୁରକ୍ଷା ବଳୟ ମଧ୍ୟରେ ଖୋର୍ଦ୍ଧାସ୍ଥିତ ପଣ୍ୟାଗାରରୁ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ଆସି ପହଞ୍ଚିଛି ଇଭିଏମ୍‌। ଭୁବନେଶ୍ୱର ଲୋକ ସଭା କ୍ଷେତ୍ରର ୫ଟି ନିର୍ବାଚନ ମଣ୍ଡଳୀ ଜଟଣୀ, ଉତ୍ତର, ମଧ୍ୟ, ଏକାମ୍ର ଓ ଜୟଦେବ ନିର୍ବାଚନ ଲାଗି...

ପ୍ରଚାର କମିଟି ତାଲିକା ଜାରି କଲା କଂଗ୍ରେସ

ଭୁବନେଶ୍ୱର,୧୦ା୪: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର କସରତ ଆରମ୍ଭ କରିଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି। ଉକ୍ତ...

ଆରମ୍ଭ ହେଲା ଧରପଗଡ଼: ଗାଡ଼ିରେ କଳାକାଚ ଲଗାଇଥିଲେ ଗଣିବେ ୫ହଜାର ଜରିମାନା, ଯିବେ ଜେଲ୍‌

ଭୁବନେଶ୍ୱର,୧୦।୪: ସାଧାରଣ ନିର୍ବାଚନକୁ ଦିନ କେଇଟା ଥିବା ବେଳେ ଟଙ୍କା କାରବାର ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଗାଡ଼ିରୁ କଳାକାଚ ହଟାଇବା ଅଭିଯାନକୁ ବୁଧବାରଠାରୁ ଜୋରଦାର କରିଛି କମିଶନରେଟ ପୋଲିସ। ପ୍ରଥମ ଦିନରେ ୪୦ରୁ ଅଧିକ ଗାଡ଼ିରେ...

ଭାଜପା ଛାଡିବେ ଅଭିନେତ୍ରୀ ବିଦୁସ୍ମିତା!

ଭୁବନେଶ୍ୱର,୧୦।୪: ଭାଜପା ଛାଡିବେ ଅଭିନେତ୍ରୀ ବିଦୁସ୍ମିତା । ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଦେବେ ବିଦୁସ୍ମିତା ଦାଶ ମନ୍ତ୍ରୀ। ପଦ୍ମ ଛାଡ଼ି ଶଙ୍ଖ ଫୁଙ୍ଖିବେ ଅଭିନେତ୍ରୀ। ଏନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହେଲାଣି । ବିଦୁସ୍ମିତାଙ୍କ ସ୍ବାମୀ ଅନନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri