ରାଜ୍ୟ

ଧର୍ମଗଡ଼ ବିଧାନସଭା: ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଧର୍ମଗଡ଼ ବିଧାନସଭା ଆସନରୁ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିର ମୌଷଦୀ ବାଗ ଆଗୁଆ ରହିଛନ୍ତି। ମୌଷଦୀ ୧୫୩୮ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ଦିଗମ୍ବର ଧୁରିଆ ୯୬୩ ଖଣ୍ଡ ଭୋଟ ପାଇଛନ୍ତି।

ଅଷ୍ଟମ ରାଉଣ୍ଡ ସୁଦ୍ଧା ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ଲଖନପୁର,୨୩।୫: ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ଅଛନ୍ତି। କିଶୋର ୧୭୧୯୧ ଭୋଟ ପାଇଥିବାବେଳେ ଭାଜପାର ରାଧାରାଣୀ ପଣ୍ଡା ୧୪୦୭୦ ଭୋଟ ପାଇଛନ୍ତି।

ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ବିଜେଡିର ଶ୍ରୀନାଥ ସୋରେନ ୨୭୮୪ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ଭାଜପାର ଭାସ୍କର ମଢ଼େଇ ୨୧୯୪ ଖଣ୍ଡ ଭୋଟ ପାଇଛନ୍ତି। ୫୯୦ ଖଣ୍ଡ ଭୋଟରେ ବିଜେଡି ଆଗୁଆ ରହିଛି।

ଭବାନୀପାଟଣା ବିଧାନସଭା: ଭାଜପା ଆଗୁଆ

ଭବାନୀପାଟଣା,୨୩।୫: ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ପ୍ରଦୀପ୍ତ କୁମାର ନାୟକ ଆଗୁଆ ରହିଛନ୍ତି। ପ୍ରଦୀପ୍ତ ୧୨୪୬୫ ଖଣ୍ଡ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଦୁଷ୍ମନ୍ତ ନାୟକ ୧୦୧୦୭ ଭୋଟ ପାଇଛନ୍ତି।

ବରଗଡ଼ ଲୋକ ସଭା: ସୁରେଶ ପୂଜାରୀ ଆଗୁଆ

ବରଗଡ଼ ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁରେଶ ପୂଜାରୀ ଆଗୁଆ ରହିଛନ୍ତି। ସୁରେଶ ୫୯୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରସନ ଆଚାର୍ଯ୍ୟ ୫୨୦୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ପ୍ରଦୀପ କୁମାର ଦେବତା…

ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫ : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗୁଦା ମୁର୍ମୁ ୬୭୬ ଭୋଟରେ ଆଗୁଆ ଅଛନ୍ତି। ସେହିପରି ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜକିଶୋର ଦାସ ୧୭୫୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। । ମୟୂରଭଞ୍ଜ ଲୋକ…

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର ଚନ୍ଦ୍ରଶେଖର ମାଝି ୨୭୩୫ ଭୋଟ ପାଇଛନ୍ତି। ଭାଜପାକୁ ୧୦୭୬, ବିଏସ୍‌ପିକୁ ୧୮୭, ସ୍ବାଧୀନ ପ୍ରାର୍ଥୀଙ୍କୁ…

ହିଞ୍ଜିଳିକାଟୁରେ ନବୀନ ପଟ୍ଟନାୟକ ଆଗରେ

ହିଞ୍ଜିଳିକାଟୁରେ,୨୩।୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁରେ ବିଜେଡି ବିଧାୟକ ପ୍ରାର୍ଥୀ ନୀବନ ପଟ୍ଟନାୟକ ୫୧୯୭ ଭୋଟ ପାଇଥିବାବେଳେ ଭାଜପା ବିଧାୟକ ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟ ୧୫୬୧ ଓ ଶମ୍ଭୁ ପାଣିଗ୍ରାହୀ କଂଗ୍ରେସ ୫୧୭ ଭୋଟ ପାଇଥିବା ଜଣାପଡିଛି।

୧୩ ରାଉଣ୍ଡ ସୁଦ୍ଧା ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୩ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୌଦ୍ଧ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଅମାତ ଆଗରେ ଅଛନ୍ତି। ପ୍ରଦୀପ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ସୁଶାନ୍ତ ପ୍ରଧାନଙ୍କଠାରୁ ୩୦୭୨ ଭୋଟରେ ଆଗୁଆ ଚାଲିଛନ୍ତି। ସେହିପରି ୧୪ ରାଉଣ୍ଡ ଗଣତି…

ଢେଙ୍କାନାଳ ଲୋକ ସଭା: ଭାଜପାର ରୁଦ୍ରନାରାୟଣ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୨ୟ ରାଉଣ୍ଡ ଭୋଟଗଣତି ଜାରି ରହିଛି। ପୂର୍ବାହ୍ନ ୧୧.୧୫ ସୁଦ୍ଧା ଏଠାରେ ୧ଲକ୍ଷ ୩୮ ହଜାର ୫୯୦ ଖଣ୍ଡ ଭୋଟ ଗଣତି ସରିଛି। ଭାଜପା ପ୍ରାର୍ଥୀ ରୁଦ୍ରନାରାୟଣ ପାଣି ୬୨,୧୪୧ ଖଣ୍ଡ ଭୋଟ…

ଯାଜପୁର ଲୋକସଭା ଆସନରେ ବିଜେଡି ଆଗରେ

ଯାଜପୁର ଅଫିସ,୨୩ା୫ : ଯାଜପୁର ଲୋକସଭା ବିଜେଡି ପ୍ରାର୍ଥୀ ସର୍ମିଷ୍ଠା ସେଠୀ ୭ମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ୬୭୬୭ ଭୋଟ୍‌ ବ୍ୟବଧାନରେ ଆଗୁଆ ଥିବା ଜଣାପଡିଛି। ସେ ମୋଟ୍‌ ୨୩,୩୦୮ ଭୋଟ୍‌ ପାଇଥିବାବେଳେ ଭାଜପା ପ୍ରାର୍ଥୀ ୧୬୬୪୧ ଖଣ୍ଡ ଭୋଟ୍‌…

କଳାହାଣ୍ଡି ଲୋକ ସଭା: ଭାଜପା ଆଗରେ

ଭବାନୀପାଟଣା,୨୩।୫: କଳାହାଣ୍ଡି ଲୋକ ସଭା ଆସନରେ ଭାଜପାର ବସନ୍ତ ପଣ୍ଡା ଆଗରେ ରହିଛନ୍ତି। ବସନ୍ତ ୧୦୮୪୧୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପୁଷ୍ପେନ୍ଦ୍ର ସିଂଦେଓ ୮୬୮୮୭ ଭୋଟ ପାଇଛନ୍ତି।      

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri