ରାଜ୍ୟ

ସ୍ବପ୍ନ ଦେଇଛି ଜିଇବାର ସାହାରା:ନିଆରା ବ୍ୟକ୍ତିତ୍ୱ ଚନ୍ଦ୍ରଶେଖର

ସିମୁଳିଆ, ୯।୭(ଡି.ଏନ.ଏ.)-ବିଭିନ୍ନ ଅଞ୍ଚଳରେ ଖାଦ୍ୟରୁଚିରେ ଭିନ୍ନତା ପରିଲକ୍ଷିତ ହୁଏ। କେଉର୍ଁଠି ଘୁଗୁନି ଓ ଆଳୁଦମ ତ ଆଉ କେଉଁଠି ଦହିବରା ଭଳି ନାନା ଖାଦ୍ୟର ଅଧିକ ଚାହିଦା ରହିଥାଏ। ବର୍ତ୍ତମାନ ସମୟରେ ଫାଷ୍ଟଫୁଡ୍‌ର ଚାହିଦା ବଢିଥିଲେ ବି ଅନେକ ବ୍ୟକ୍ତ ପାରମ୍ପରିକ…

୫ଦିନରେ ଦୋକାନ ବନ୍ଦ ପାଇଁ ପ୍ରତିଶ୍ରୁତି

ହାତିଓଟ,୯ା୭-ପୋଲସରା ବ୍ଲକ ଜକର ପଞ୍ଚାୟତ ଜକର ଗ୍ରାମରେ ଚାଲିଥିବା ମଦବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଶନିବାର ୨୭ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ମଦ ବନ୍ଦ ପାଇଁ ପୋଲସରା ବିଡିଓଙ୍କୁ ଲିଖିତ ଅଭିଯୋଗପତ୍ର ପ୍ରଦାନ କରିଥିଲେ। ରବିବାର ଗ୍ରାମର ଗୋପିନାଥ ମନ୍ଦିରଠାରେ ପୁଣି…

ସ୍କୁଲକୁ ସିଗାରେଟ୍‌, ପାନ ନେଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୯ା୭(ଡି.ଏନ.ଏ.)-କୌଣସି ସରକାରୀ କିମ୍ବା ସେସରକାରୀ ସ୍କଲ ପରିସରକୁ ଶିକ୍ଷକ ଓ ଛାତ୍ରୀଛାତ୍ର ସିଗାରେଟ୍‌, ଗୁଟଖା ଆଦି ନେବା ଉପରେ ନିଷେଧ କରାଯାଇଛି ା ଏଥିପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଥିବା ଟବାକୋ ମୁକ୍ତ…

ବକେୟା ବେତନ ପ୍ରଦାନ ଦାବିରେ ଗଣଧାରଣା

ବ୍ରହ୍ମପୁର ଅଫିସ୍‌,୯ା୭-ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ବକେୟା ବେତନ ପ୍ରଦାନ ଦାବିରେ ସାଉଥ୍‌କୋ କର୍ପୋରେଟ୍‌ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଗଣଧାରଣା ଦିଆଯାଇଥିଲା। ଏଥିରେ ଅନ୍ୟ ସଂଗଠନଗୁଡ଼ିକ ମଧ୍ୟ ସାମିଲ୍‌ ହୋଇଥିଲେ । ଶକ୍ତି ବିଭାଗ ବରିଷ୍ଠ ଅଧିକାରୀ…

ଶହେ ପରତିଶତ ଅକ୍ଷମ ଯୋଗେଶ୍ୱର:ଭତାରେ ସୀମିତ ସରକାରୀ ସାହାଯ୍‌

ଡୁଙ୍ଗୁରିପାଲି, ୯ । ୭ (ଡି.ଏନ୍‌.ଏ.): ଦିବ୍ୟାଙ୍ଗମାନେ କେନ୍‌ଥେଇ ସମାଜର ମୁଖିଆ ଧାରରେ ସାମିଲ ହେଇପାରବେ ସେଥିରଲାଗି ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଯୋଜନା ଉପରେ ଯୋଜନା ତିଆର କରୁଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକର ଉଦାସିନତା…

କିଡ଼୍‌ନୀ ରୋଗ୍‌ ବହପିବାର ଘଟନା:ପିତବାସପୁରରେ ପୁହୁଁଚିଲା ଡାକ୍‌ତରି ଦଲ

କୋକସରା, ୯ା୭ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍‌ ପିତବାସପୁରରେ ଗଲା ବଛ୍‌ରେ ହେଲା କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। କିଡ଼୍‌ନୀ ରୋଗ୍‌ରେ ଗଁାର ଝନକର ମୁରତୁ ହେଇଥିଲାବେଲେ ଆର ଝନେ କଟକ ବଡ଼ ଡାକ୍‌ତରଖାନାରେ ମୁରତୁ ସଂଗେ…

ବିପଦ ଅବସ୍‌ତାରେ ଅଙ୍ଗନଓ୍ବାଡି କେନ୍ଦ୍ର

  ତଳଗଁ।,୯ା.୭ (ଡି.ଏନ୍‌.ଏ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗଁ। ପଁଚେତ୍‌ର ଗଣ୍ଡାପାଜୁ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦ୍‌ ଅବସ୍‌ତାରେ ରହିଛେ। ଦୁଇ ବଛର ହେଲା ଇ ଅଙ୍ଗନଓ୍ବାଡି କେନ୍ଦ୍ରକେ ପରଶାସନ ଅସୁରକ୍ଷିତ ଘୋଷନା କରିଛେ। ହେଲେ ଇ କେନ୍ଦ୍ରର ଲାଗି ନୂତନ…

ଗଁ। ବାସୀକୁ ଘାରୁଛେ ମ୍ୟାଲେରିଆ ଭଏ

ଲୋଇସିଂହା,୯।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କର୍ଲିପାଟ ଗଁା ଖୁଲି ଅଲପ ବରଷାରେ ବି କାଦୋ ହେଇଯାଉଛେ। ଏନ୍‌ତାଥି ଗଁାବାସୀ ଯିବାଆଏବାରେ ବଡ଼ଭାରି ଅସବିଧାର ସାମନା କରୁଛନ୍‌। ସମସିଆର ସମାଧାନ ଦିଗେ ପଁଚେତ୍‌ କତୁରପକ୍ଷ ପଦକ୍ଷେପ ନାଇଁ ନେବାର ଲାଗି ଗଁ।…

ଫିଦିନିଅଁ। ରାସ୍‌ତା ଦାବି କଲେ ପରୁଆପଡ଼ାବାସୀ

ଲୋଇସିଂହା,୯।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କନ୍ଦାଜୁରୀ ପଁଚେତ୍‌ ଅଧୀନ ପରୁଆପଡ଼ାକେ ଫିଦିନିଅଁ। ରାସ୍‌ତା ଖଁଡ଼େ ନଁ। ଇଁନ। ବରଷା ଦିନେ ପଡ଼ାବାସୀ ଯିବାର ଆଏବାର ଲାଗି ଭେବାର କରୁଥିବାର ଚାଲତି ରାସ୍‌ତାଟା କାଦୋ ସରସର ହେଇଯାଉଛେ। ଯେନ୍‌ଥିରଲାଗି ପଡ଼ାର ଛାତ୍ରୀଛାତ୍ର…

ଅବେବସ୍‌ତା ଘେରରେ ହାଟପଦାପଡା ସ୍କୁଲ:ବଖ୍‌ରେ ଘରେ ୯୨ ଛାତ୍ରୀଛତ୍ରକଁର ପାଠ୍‌ପଢ଼ା

ଲାଠୋର, ୯ା୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ହାଟପଦାପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଲୟ ଅବେବସ୍‌ତା ଘେରରେ ରହିଛେ। ଇଥିରଲାଗି ଛାତ୍ରୀଛାତ୍ର, ଶିକ୍ଷକ ନାନା ସମସିଆର ସାମନା କରୁଥିବାର ଅଭିଯୋଗ ହେଉଛେ।ସୂଚନା ଅନ୍‌ସାରେ ୧୯୭୯ ସାଲେ ଥାପିତ ଇ…

ଭାଉଜଙ୍କୁ ଅସଦାଚରଣ, ଆକ୍ରମଣ ମାମଲା:ଜେଲ ଗଲେ ଦିଅର

ଦିଗପହଣ୍ଡି,୮ା୭(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ସୋମବାର ନିମଖଣ୍ଡିପେଣ୍ଠ ଗ୍ରାମର ଅକ୍ଷୟ କୁମାର କର ଓରଫ ବିଟ୍ଟୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗତ ମେ ୧୭ ରାତି ପ୍ରାୟ ୮ଟାରେ ଅକ୍ଷୟ ତାଙ୍କ ଭାଉଜଙ୍କୁ ଘରେ ପଶି ଅସଦାଚରଣ କରିବା ସହ ମାଡ଼…

ମଙ୍ଗଳବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ରାସଲୀଳା

ପୁରୀ ଅଫିସ, ୮ା୭: ନବଦିନାତ୍ମକ ଯାତ୍ରାରେ ଆସି ଚତୁର୍ଦ୍ଧାବିଗ୍ରହ ଆଡପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଗହଳି ଲାଗୁଛି ଶରଧାବାଲିରେ। ତେବେ ମଙ୍ଗଳବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆରମ୍ଭ ହେବ ତିନିଦିଆ ରାସଲୀଳା। ଗୋପୀମାନଙ୍କ ସହିତ ରାସଲୀଳା କରିବେ ମହାପ୍ରଭୁ ଶ୍ରୀଜଗନ୍ନାଥ। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri