୧୭ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ : ତାଲିକାରେ ଓଡ଼ିଶାର ନାହିଁ ସ୍ଥାନ
ଭୁବନେଶ୍ୱର,୮।୭(ବ୍ୟୁରୋ): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଦେଶର ୧୭ଟି ପ୍ରମୁଖ କୀର୍ତ୍ତିରାଜି ତଥା ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ବଜେଟ ଉପସ୍ଥାପନ ବେଳେ ଏହି ସୂଚନା ଦେଇଥିଲେ। ହେଲେ ଆଶ୍ଚର୍ଯ୍ୟର ବିଷୟ ଯେ, ଓଡ଼ିଶାର କୌଣସି ଗୋଟିଏ…
ଆଜି ହେରାପଞ୍ଚମୀ : ଲକ୍ଷ୍ମୀ ଠାକୁରାଣୀ ଭାଙ୍ଗିବେ ନନ୍ଦିଘୋଷ ରଥ
ପୁରୀ ଅଫିସ,୮।୭: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ିି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ଆଣି ନ ଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ସେ ଗୁଣ୍ଡିଚା…
ପିଏମ୍ କିଷାନ ଯୋଜନା : ୧୫ ସୁଦ୍ଧା ହିତାଧିକାରୀ ତାଲିକା ଦିଅ
ଭୁବନେଶ୍ୱର,୮।୭(ବ୍ୟୁରୋ) : ଆସନ୍ତା ୧୫ ତାରିଖ ସୁଦ୍ଧା ଯୋଗ୍ୟ ପିଏମ୍-କିଷାନ୍ ଯୋଜନା ହିତାଧିକାରୀଙ୍କ ତାଲିକା ପ୍ରଦାନ କର। କେନ୍ଦ୍ର ବହୁ ଦିନ ପୂର୍ବରୁ ତାଲିକା ମାଗିଥିଲେ ବି ରାଜ୍ୟ ଏଯାବତ ତାଲିକା ପ୍ରଦାନ କରିନାହିଁ। ଏହି ମର୍ମରେ ପିଏମ୍-କିଷାନ ଯୋଜନା ସିଇଓ…
ଝାରସୁଗୁଡ଼ା ବିମାନବନ୍ଦରରେ ସେବା ବାଧାପ୍ରାପ୍ତ : ବାରମ୍ବାର ବିମାନ ବାତିଲ ନେଇ ଅସନ୍ତୋଷ
ଭୁବନେଶ୍ୱର, ୮।୭(ବ୍ୟୁରୋ) : ଖରାପ ପାଗ ଯୋଗୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ବିମାନ ସେବା ବନ୍ଦ ହୋଇଯାଇଛି। ଗତମାସରେ ମଧ୍ୟ ଅନେକ ବିମାନ ବାତିଲ ହୋଇଥିଲା। କଲିକତା, ହାଇଦ୍ରାବାଦ, ଦିଲ୍ଲୀ, ରାୟପୁର, ଭୁବନେଶ୍ୱର ଯିବାକୁ ଥିବା ବିମାନ ବାରମ୍ବାର…
‘ଖୁବ୍ଶୀଘ୍ର ଆଉ ୩ ମେଡିକାଲ କଲେଜ’
ଭୁବନେଶ୍ୱର/ସମ୍ବଲପୁର/,୮।୭(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ଆଉ ୩ଟି ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସୁନ୍ଦରଗଡ଼, ପୁରୀ ଓ ତାଳଚେରରେ ମେଡିକାଲ କଲେଜ ସ୍ଥାପନ କରିବାକୁ ରାଜ୍ୟ ସରକାର ସ୍ଥିର କରିଥିବା ରବିବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗଣମାଧ୍ୟମକୁ…
୯ରୁ ୩ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର, ୮ା୭(ବ୍ୟୁରୋ): ବିହାରର ପଶ୍ଚିମ ଭାଗ ଏବଂ ଦକ୍ଷିଣ ଛତିଶଗଡ଼ ଉପରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାସହ ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରଫ୍ ଲାଇନ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ଓଡିଶାର…
ସୋମବାରଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ ଅଫିସ,୭ା୭- ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହେବ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ସମାନ ଦିନରେ ଆରମ୍ଭ ହେଉଛି। ପରୀକ୍ଷା ପରିଚାଳନା ନେଇ ସମସ୍ତ…
ସୋମବାର ଶେଷ ହେବ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର, ୭ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସୋମବାର ଶେଷ ହେବ। ପ୍ରଥମ କଟ୍ ଅଫ୍ରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇପାରିବେ। ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଛନ୍ତି…
ତାରାଙ୍କୁ ବିଜୟଙ୍କ ଜବାବ : ପାଟକୁରାରେ ହେବ ସ୍ବାଭିମାନର ଲଢ଼େଇ
ଭୁବନେଶ୍ୱର,୭।୭(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନକୁ ନେଇ ବିଜେଡି-ଭାଜପା ମଧ୍ୟରେ ମ୍ୟାଚ୍ ଫିକ୍ସିଂ ହୋଇଛି ବୋଲି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଦେଇଥିବା ମନ୍ତବ୍ୟର ଜବାବ ରଖିଛନ୍ତି ଭାଜପାର ବରିଷ୍ଠ ନେତା ବିଜୟ ମହାପାତ୍ର। ପାଟକୁରାରେ ସ୍ବାଭିମାନର ଲଢ଼େଇ ହେଉଛି ବୋଲି…
ପାଟକୁରା ସ୍ବାଭିମାନର ପ୍ରଶ୍ନ, ଏଠାରେ ଟେବୁଲ ତଳ କାରବାର ଚଳିବ ନାହିଁ: ଦାମ
ଭୁବନେଶ୍ୱର,୭।୭(ବ୍ୟୁରୋ): ଆସନ୍ତା ଜୁଲାଇ ୨୦ରେ ପାଟକୁରା ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ରାଜନୈତିକ ବାକ୍ ବିତଣ୍ଡା ଆରମ୍ଭ ହୋଇସାରିଛି। କଂଗ୍ରେସ ଭାଜପା ଓ ବିଜେଡିକୁ କଟାକ୍ଷ କରୁଥିବା ବେଳେ ଭାଜପା ନେତାମାନେ ବିଜେଡିକୁ ସମାଲୋଚନା କରିବାକୁ ପଛାଉନାହାନ୍ତି। ଏହି କ୍ରମରେ ଭାଜପାର…
ପାଟକୁରା ନିର୍ବାଚନ; ବିଜେଡି-ଭାଜପା ଫ୍ରେଣ୍ଡଲି ଲଢୁଛନ୍ତି : ତାରା
ଭୁବନେଶ୍ୱର,୭।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ପୁଣି ଓଡ଼ିଶା ରାଜନୀତି ପାଣିପାଗ ସରଗରମ ହୋଇଉଠିଛି। ଅପରପକ୍ଷେ ରାଜ୍ୟ ସଭା ଆସନ ଲାଗି ବିଜେଡି-ଭାଜପା ବୁଝାମଣା ପରେ ଉଭୟ ଦଳକୁ କଟାକ୍ଷ କରିବାକୁ ପଛାଉ ନାହାନ୍ତି କଂଗ୍ରେସ ନେତା।…
ଲଗାଣ ବର୍ଷା: ସ୍କୁଲରେ ଉପସ୍ଥାନ ଶୂନ
କଟକ ଅଫିସ,୭।୭- ଲଗାଣ ବର୍ଷା ଯୋଗୁ କଟକ ସହର ଜଳାର୍ଣ୍ଣବ ହୋଇଛି। ବିଶେଷକରି ଏହାର ପ୍ରଭାବ ପାଠପଢା ଉପରେ ପଡିଛି। ଶନିବାର ବର୍ଷାଯୋଗୁ ସହରର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ପିଲାଙ୍କ ଉପସ୍ଥାନ କମ୍ ରହିଥିବାବେଳେ କେତେକ ସ୍କୁଲରେ ଉପସ୍ଥାନ…
Archives


