ରାଜ୍ୟ

ଘୋଷଯାତ୍ରା: ଦେଢ଼ଘଣ୍ଟା ବିଳମ୍ବରେ ହେଲା ରଥ ଟଣା; ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ରଣପୁର,୫|୭(ସ୍ବ.ପ୍ର.)-ଓଡ଼ିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ନୟାଗଡ଼ ଜିଲା ରଣପୁରରେ ଗୁରୁବାର ଶ୍ରୀଜୀଉଙ୍କ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ୩ ରଥ ପ୍ରତିଷ୍ଠା କରାଯିବା ପରେ ପ୍ରାୟ ଦେଢ଼ଘଣ୍ଟା ବିଳମ୍ବରେ ବାଜି ଥିଲା ବିଜେ କାହାଳୀ । ହୁଳହୁଳି, ଘଣ୍ଟା ନାଦରେ…

ପରିଚାଳନା କମିଟି ହାତକୁ ଫେରିଲା ମାଛଧରା ବନ୍ଦର ଦାୟିତ୍ୱ

ପାରାଦୀପ,୫।୭(ସ୍ବ.ପ୍ର.): ରାଜ୍ୟରେ ଥିବା ୨୮ଟି ମାଛଧରା ବନ୍ଦର ମଧ୍ୟରୁ ୨ ବୃହତ ମାଛଧରା ବନ୍ଦର ପାରାଦୀପ ଓ ଧାମରାର ପରିଚାଳନା ଦାୟିତ୍ୱ ଗୁରୁବାର ପୁଣି ପରିଚାଳନା କମିଟି ପାଖକୁ ଫେରିଛି। ତେବେ ଅନ୍ୟ ୨୬ଟି ମାଛଧରା ବନ୍ଦର ଫିସ୍‌ଫେଡ୍‌ ଅଧୀନରେ ରହିବ।…

ପିଚୁ ଉଠାଇ ପୂର୍ତ୍ତ ବିଭାଗ ଚୁପ୍‌, ମହାନଦୀ ସେତୁ ମରଣଯନ୍ତା

ସୋନପୁର, ୫।୭(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ମୁଖ୍ୟାଳୟ ସହିତ ସମ୍ବଲପୁର ଜିଲା ଓ ବୀରମହାରାଜପୁର ଉପଖଣ୍ଡକୁ ସଂଯୋଗ କରୁଛି ବିଜୁ ପଟ୍ଟନାୟକ ସେତୁ। ମହାନଦୀ ଉପରେ ନିର୍ମିତ ୧୬୫୪.୫୪ ମିଟର ଲମ୍ବ ବିଶିଷ୍ଟ ଏହି ସେତୁ ୨୦୦୩ ମସିହାରେ ଉଦ୍‌ଘାଟିତ ହୋଇଥିଲା। ଗମନାଗମନ ପାଇଁ…

ପିଲାଙ୍କ ରଥଯାତ୍ରା, ନିଆରା ପରମ୍ପରା

ବରଗଡ଼ ଅଫିସ୍‌,୫।୭-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି । ତେବେ ବରଗଡ଼ ନାଏକପଡ଼ାର ଶିଶୁଙ୍କ ରଥଯାତ୍ରା ପାଳନ ସମ୍ପୂର୍ଣ୍ଣ ନିଆରା । ପିଲାମାନେ ନିଜେ ରଥ ତିଆରି କରନ୍ତି। ରଥଯାତ୍ରା ବେଳେ ସେହି ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥାଋଢ଼…

ପ୍ରଶାସନ କଲାନି, ଛାତ୍ରମାନେ କଲେ ରାସ୍ତା ମରାମତି

ଅତାବିରା, ୫।୭ (ଡି.ଏନ.ଏ.)-ବରଗଡ ଜିଲା ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ ନାଇକେନପାଲି ଶ୍ରୀରାମନଗର ରାସ୍ତାକୁ ଶେଷରେ ଛାତ୍ରମାନେ ମରାମତି କରିଛନ୍ତି। ଏହି ରାସ୍ତାକୁ ମରାମତି କରିବା ପାଇଁ ଗ୍ରାମବାସୀ ବର୍ଷେ ହେଲା ପ୍ରଶାସନକୁ ଜଣାଇ ଆସୁଥିବାବେଳେ କୌଣସି ସୁଫଳ ମିଳି…

ଟାଟା ଖଣି ସମ୍ମୁଖରେ ଜମିହରା ଗ୍ରାମବାସୀଙ୍କ ଆନ୍ଦୋଳନ: କର୍ମଚାରୀଙ୍କୁ ଖଣି ଭିତରକୁ ଛାଡିଲେ ନାହିଁ

ଯୋଡ଼ା, ୫।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣି ଫାଟକ ସମ୍ମୁଖରେ ଜମିହରା ଅଧିବାସୀ ଗୁରୁବାର ଭୋରରୁ ଆନ୍ଦୋଳନ ଆରମ୍ଭ କରିଛନ୍ତି। ସେମାନେ ଖଣି ଫାଟକକୁ ବନ୍ଦ କରିବା ସହିତ ଧାରଣା ଦେଇଛନ୍ତି ା ଫଳରେ ଠିକା…

ଧାନ ତଳି ଉପରେ ୨ ଫୁଟର ପାଣି

ପଦ୍ମପୁର, ୫।୭ (ଡି.ଏନ.ଏ.) – ବିଳମ୍ବିତ ମୌସୁମୀ ବର୍ଷା ପରେ ନଦୀ ଜଳ ଏବେ ଚାଷୀଙ୍କ ପାଇଁ କାଳ ସାଜିଛି। ଭଦ୍ରକ ବ୍ଲକ ସାହାଡ଼ା ପଞ୍ଚାୟତର ଧରମସରଣବିନ୍ଧା, ସାହାଡା ହରିପୁର, ବାସୁଦେବପୁର ବ୍ଲକ ସୁଗୋ ପଞ୍ଚାୟତର କୁସୁନବିନ୍ଧା, କାଞ୍ଜିଖିଆ, ସୁଗୋ, ପଦ୍ମପୁର…

ପ୍ରେମ, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ୨ ଗିରଫ

ଗଞ୍ଜାମ,୫ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ରମ୍ଭା ଜଗନ୍ନାଥ ମହାବିଦ୍ୟାଳୟ ଡେମୋନଷ୍ଟ୍ରେଟର ଅଶ୍ୱିନି ମିଶ୍ର ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମଧୁରଚୁଅଁା ଗ୍ରାମର ଜନାର୍ଦ୍ଦନ ନାହାକ ଓରଫ ଦନା (୪୧) ଓ ସହଯୋଗୀ ଉକ୍ତ କଲେଜର ପୂର୍ବତନ ଛାତ୍ର…

ନିଶାଶକ୍ତ ଚାଳକଙ୍କ ଲାଇସେନ୍ସ ରଦ୍ଦ

ଦାରିଙ୍ଗବାଡ଼ି,୪।୭(ଡି.ଏନ.ଏ.)- ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଜଣେ କାର ଚାଳକଙ୍କୁ ଦାରିଙ୍ଗବାଡ଼ି ପୋଲିସ ଥାନାକୁ ଆଣିଛି। ଚାଳକ ଜଣକ ହେଲେ ବ୍ରହ୍ମପୁର ଅଞ୍ଚଳର ଭୀମ ବିଶ୍ୱାଳ। ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାଙ୍କ ପରୀକ୍ଷା…

ମାଟ୍ରିକ ସାର୍ଟିଫିକେଟ ପାଇଁ ଅର୍ଥ ଆଦାୟ ଅଭିଯୋଗ

ପାତ୍ରପୁର,୪ା୭(ଡି.ଏନ୍‌.ଏ.)- ରାଜ୍ୟରେ ଦଶମ ଶ୍ରେଣୀ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ୨ଦିନ ହେଲା ସାର୍ଟିଫିକେଟ ପ୍ରଦାନ କରାଯାଉଛି। ସରକାର ବିନା ଅର୍ଥରେ ଏହି ସାର୍ଟିଫିକେଟ ଦେଉଥିବାବେଳେ ପାତ୍ରପୁର ଅଞ୍ଚଳର ଏକ ହାଇସ୍କୁଲରେ ଏନେଇ ଅର୍ଥ ଦାବି କରାଯାଉଥିବା ଅଭିଯୋଗ ହୋଇଛି। ବିନା ଟଙ୍କାରେ…

ବିଧାନସଭା ଷ୍ଟାଣ୍ଡିଂ କମିଟି ସଭ୍ୟ ହେଲେ ବିଧାୟିକା

ବରୀ,୪ା୭(ସ୍ବ.ପ୍ର.)- ବରୀ ବିଧାୟିକା ସୁନନ୍ଦା ଦାସଙ୍କୁ ବୁଧବାର ବିଧାନସଭା ଷ୍ଟାଣ୍ଡିଂ କମିଟି ଦାୟିତ୍ୱ ମିଳିଛି। ଏ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବରୀରେ ଉତ୍ସାହ ଦେଖାଦେଇଛି। ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା କ୍ରୀଡ଼ା ଯୁବ ବ୍ୟାପାର…

କଟକଣା ସତ୍ତ୍ୱେ ବନ୍ଦ ହେଲାନି ଫର୍ମାଲିନ ବ୍ୟବହାର

ପାରାଦୀପ,୪ା୭(ସ୍ବ.ପ୍ର.): ସମୁଦ୍ରରୁ ଉତ୍ପାଦିତ ମାଛକୁ ଏ, ବି, ସି, ଡି ଭଳି ଗ୍ରେଡ୍‌ କରାଯାଇ ବିକ୍ରୟ କରାଯାଏ। ଏ ଓ ବି ଗ୍ରେଡ୍‌ ମାଛ ବିଦେଶକୁ ରପ୍ତାନୀ ହେଉଥିବାବେଳେ ସି ଓ ଡି ଗ୍ରେଡ ମାଛକୁ ସ୍ଥାନୀୟ ବଜାରରେ ବିକ୍ରି କରାଯାଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri