ରାଜ୍ୟ

ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆଦ୍ୟପର୍ବ ଆରମ୍ଭ:ରାଧାଷ୍ଟମୀରେ ଅନୁକୂଳ ହେଲା ମାଟି

ଢେଙ୍କାନାଳ ଅଫିସ, ୭।୯ ପବିତ୍ର ରାଧାଷ୍ଟମୀରେ ମାଟି ଅନୁକୂଳ ସହ ଆରମ୍ଭ ହୋଇଛି ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଆଦ୍ୟପର୍ବ। ମୀନାବଜାର ଶ୍ରୀଶ୍ରୀ ମଉଡ଼ମଣି ରାଜଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ ଏବଂ ଗଣେଶ ବଜାର ଲକ୍ଷ୍ମୀପୂଜା ପ୍ରତିଷ୍ଠାନ ପକ୍ଷରୁ ଧନର ଦେବୀଙ୍କ ମୃଣ୍ମୟୀ ପ୍ରତିମା…

ଏନ୍‌ଟିଏସ୍‌ଇ ସ୍କଲାରଶିପ୍‌ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ

ତାଳଚେର, ୭|୯(ନି.ପ୍ର.)ଏନ୍‌ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍‌ ପରୀକ୍ଷା ଏନଟିଏସ୍‌ଇରେ କୃତକାର୍ଯ୍ୟ ହୋଇଛନ୍ତି। ଏନ୍‌ସିଇଆରଟି, ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ଏହି ମେଧାବୃତ୍ତି ପରୀକ୍ଷାରେ…

ରୋଗ ଉଜାଡ଼ିଦେଲା ସୁଖ, ଦୟନୀୟ ସ୍ଥିତିରେ ଜୀବନ: ଦୁଇ ଦିବ୍ୟାଙ୍ଗ ପୁଅର ସେବା କରୁଛନ୍ତି ବୃଦ୍ଧବାପା

ଜୟପୁର,୭ା୯(ନି.ପ୍ର.) ପୁଅ ଜନ୍ମ ହେଲେ ବୃଦ୍ଧକାଳରେ ସାହା ହେବ। ଏହି ଆଶାରେ ବଞ୍ଚତ୍ଥିବା ବାପ କିନ୍ତୁ ପରିଣତ ବୟସରେ ଏବେ ଦୁଇ ଜଣ ଦିବ୍ୟାଙ୍ଗ ପୁଅଙ୍କ ସେବା କରୁଛନ୍ତି। ଦୟନୀୟ ସ୍ଥିତିରେ ଚାଲିଛି ସେମାନଙ୍କ ଜୀବନ। ମା’ ଆରପାରିକୁ ଚାଲିଯାଇ ଥିବାବେଳେ…

ହାତୀ ନଦୀରେ ବନ୍ୟା ପରିସ୍ଥିତି: ଶତାଧିକ ଏକର ଚାଷ ଜମି ଜଳମଗ୍ନ, ଯାତାୟାତ ବ୍ୟାହତ

ଜୁନାଗଡ,୭।୯(ଡି.ଏନ.ଏ.) ଗତ ୨ ଦିନ ଧରି ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ଶୁକ୍ରବାର ଭୋରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ହାତୀନଦୀରେ ବନ୍ୟା ଆସିବା ଯୋଗୁ…

ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡିଲା

ମାଲକାନଗିରି,୬ା୯(ସ୍ବ.ପ୍ର): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗୁରୁବାର ରାତିରେ ବର୍ଷାରେ ଖଇରପୁଟ ସଦର ମହକୁମା ସାହୁ କଲୋନୀ ସାହିରେ ଜଣେ ପି.ଚନ୍ଦ୍ରଶେଖର ଆଚାରି ଙ୍କ ଘରର କାନ୍ଥ ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଏହି ସମୟରେ ଘରେ କେହି ନ ଥିଲେ।…

ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ

ପୁରୀ ଅଫିସ,୬ା୯: ସେବାୟତ ପରିବାରର ପିଲାଙ୍କ ପାଇଁ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ ଯୋଜନା କରାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଏହାର କାମ ଆରମ୍ଭ କରାଯାଇ ନାହିଁ। ଖୁବ୍‌ଶୀଘ୍ର ଏହାକୁ କିପରି କାର୍ଯ୍ୟକ୍ଷମ କରାଯିବ ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା ଅନୁସାରେ କରାଯାଉଛି ଅଧିକାଂଶ ସ୍ଥାନରେ ବିଧି ମୁତାବକ ହେଉନାହିଁ। ଏହା ମହାପ୍ରଭୁ ଏବଂ ଶ୍ରୀଜଗନ୍ନାଥ…

ପ୍ରବଳ ବର୍ଷାରେ ଘରେ ପଶିଲା ପାଣି: ଡ୍ରେନ ସଫେଇ ଦାବିରେ ରାସ୍ତାରୋକୋ

ବଲାଙ୍ଗୀର ଅଫିସ, ୬ା୯: ବଲାଙ୍ଗୀର ସହରରେ ଶୁକ୍ରବାର ସକାଳ ୮ଟାରୁ ପ୍ରାୟ ୨ ଘଣ୍ଟାର ପ୍ରବଳ ବର୍ଷାରେ ଅନେକ ଅଞ୍ଚଳରେ ପୁଣି ଥରେ ବନ୍ୟା ଭ୍ରମ ସୃଷ୍ଟି ହୋଇଥିଲା । ରାସ୍ତାଘାଟ ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେବା ସହ ଶତାଧିକ…

ଅବକାରୀ ଚଢାଉ, ୫ ଗିରଫ

ବଇଣ୍ଡା,୬।୯(ଡି.ଏନ.ଏ.): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଠାକୁରଗଡ଼ ଓ ଆଠମଲ୍ଲିକ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢାଉ କରି ୫୨ ଲିଟର ଦେଶୀ ମହୁଲି ମଦ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼…

୨ ଲୁଟେରା କୋର୍ଟଚାଲାଣ

ବଇଣ୍ଡା,୬।୯(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ବଡ଼ଡଙ୍ଗିଆଣୀ ଗ୍ରାମରେ ଗୁରୁବାର ବନ୍ତଳା ଥାନା ଖାଲଙ୍ଗା ଗ୍ରାମର ପ୍ରିତିରଞ୍ଜନ ସାହୁଙ୍କଠାରୁ ଲୁଟ୍‌ କରୁଥିବାବେଳେ ଗ୍ରାମବାସୀଙ୍କ ଦ୍ୱାରା ବୁଦୁଲିମୁଣ୍ଡା ଗ୍ରାମର ଧରାପଡ଼ିଥିବା ୪ ଲୁଟେରାଙ୍କ ମଧ୍ୟରୁ ୨ ଜଣ ଲୁଟେରାଙ୍କୁ ଶୁକ୍ରବାର ପୋଲିସ ଗିରଫ…

ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ବୁଗୁଡ଼ା,୬ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଜେକ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଶୁକ୍ରବାର ସକାଳେ ଦୁଇ ପରିବାରର ୨ ବଖରା ଜଳିଯାଇଛି। ବିଶ୍ୱନାଥ ବେହେରାଙ୍କ କୁମ୍ଭାର ଶାଳରେ ହାଣ୍ଡି ପୋଡ଼ିବା ସମୟରେ ଅଚାନକ ଅଗ୍ନିକାଣ୍ଡ ଘଟି ତାଙ୍କର ଶାଳ ପୋଡ଼ି ଯାଇଥିବାବେଳେ ତାଙ୍କ ପଡ଼ିଶା…

ସାପ କାମୁଡ଼ାରେ ମହିଳା ମୃତ

ଗଞ୍ଜାମ,୬ା୯(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ. ୬ ଓଡ଼ିଆ ଢାମଣା ସାହିର ଜଣେ ମହିଳାଙ୍କ ଶୁକ୍ରବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ ବାଡ଼ତ୍ୟା (୫୩)। ପାହାନ୍ତିଆରେ ସୁବାସିନୀ ଗଛରୁ ଫୁଲ ତୋଳୁଥିବା ସମୟରେ ଏକ ବିଷାକ୍ତ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?