ଘର ଦେବାରେ ଖିଲାପ କଲେ ବିଲ୍ଡରଙ୍କ ସମ୍ପତ୍ତି ବାଜ୍ୟାପ୍ତ ହେବ
ଭୁବନେଶ୍ୱର,୬-୯(ବ୍ୟୁରୋ):ଘର ଖଣ୍ଡେ ପାଇଁ ବ୍ୟକ୍ତି ନିଜର ସମସ୍ତ ଆୟକୁ ଲଗାଇ ଦେଇଥାଏ। ଟଙ୍କା ପଇଠ କରି ଯଦି ଘର ନ ମିଳିବ ତେବେ କଥା ସରିଲା। ରାଜ୍ୟ ତଥା ଦେଶରେ ବହୁ ବ୍ୟକ୍ତି ଘର ନ ପାଇ ବିଲଡର କିମ୍ବା ରିୟଲ…
ବେଆଇନ ନିର୍ମାଣକୁ ମାଫ୍
ଭୁବନେଶ୍ୱର,୬-୯(ବ୍ୟୁରୋ):ବିନା ଅନୁମୋଦନରେ କିମ୍ବା ଅନୁମୋଦନ ସହ ନିୟମ ଉଲ୍ଲଂଘନ କରି ଘର ନିର୍ମାଣ କରିଥିବା ଲୋକମାନଙ୍କ ପାଇଁ ସର୍ବକ୍ଷମା ଯୋଜନା(ଆମେନିଷ୍ଟ ସ୍କିମ୍) ଜରିମାନା ରାଶିକୁ ରାଜ୍ୟ ସରକାର ହ୍ରାସ କରିଛନ୍ତି। ଆବାସିକ ଘର ପାଇଁ ଅନୁମୋଦନକୁ ଉଲ୍ଲଂଘନ କରି ଗୃହ ନିର୍ମାଣ…
ଓଡ଼ିଶା ଅଭିମୁଖେ ଜଗା-କାଳିଆ
ଭୁବନେଶ୍ୱର, ୬-୯(ବ୍ୟୁରୋ): କଟକସ୍ଥିତ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା…
ସରକାରୀ ସ୍କୁଲ, ଅଙ୍ଗନଓ୍ବାଡି ଗୃହ ମରାମତି କରିବ ପଞ୍ଚାୟତ
ଭୁବନେଶ୍ୱର,୬-୯(ବ୍ୟୁରୋ):ଗ୍ରାମାଞ୍ଚଳରେ ଥିବା ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ସ୍କୁଲ ଏବଂ ଅଙ୍ଗନଓ୍ବାଡି ଗୃହ ମରାମତି ଓ ରକ୍ଷଣାବେକ୍ଷଣ କରିବ ଗ୍ରାମପଞ୍ଚାୟତ। ଏ ନେଇ ଏକ ନିର୍ଦ୍ଦେଶନାମା ପ୍ରତ୍ୟେକ ଜିଲାପାଳଙ୍କୁ ଦିଆଯାଇଛି। ଚତୁର୍ଦ୍ଦଶ ଏବଂ ଚତୁର୍ଥ ଅର୍ଥ କମିଶନରେ ଯୋଗାଇ ଦିଆଯାଇଥିବା ଅର୍ଥରେ…
ଜେଟ୍ଲୀଙ୍କ ଶ୍ରଦ୍ଧାଞ୍ଜଳି ସଭା:ଦକ୍ଷତା କଥା ବଖାଣିଲେ ନେତୃବୃନ୍ଦ
ଭୁବନେଶ୍ୱର,୬-୯(ବ୍ୟୁରୋ):ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ଅରୁଣ ଜେଟ୍ଲୀଙ୍କ ସ୍ମରଣରେ ଗୁରୁବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ସାର୍ବଜନୀନ ଏବଂ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି ା ଏହି ଅବସରରେ ରାଜ୍ୟପାଳ ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,…
୧୦ ଜିଲାକୁ ବୁଡ଼ାଇବ ବର୍ଷା
ଭୁବନେଶ୍ୱର,୬-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲା ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରରେ ଭୟଙ୍କର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳରୁ…
ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସସୀମା ୭୦କୁ ବୃଦ୍ଧି
ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରମାନଙ୍କ ଅବସର ବୟସସୀମା ବୃଦ୍ଧି କରିଛନ୍ତି। ଏଣିକି ନୂଆ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ଡାକ୍ତରମାନେ ୬୮ ବର୍ଷ ବୟସ ପରିବର୍ତ୍ତେ ୭୦ ବର୍ଷରେ ଅବସର ନେବେ। ସେହିପରି ରାଜ୍ୟରେ ନିୟମିତ ଭିତ୍ତିରେ ଡାକ୍ତର ନିଯୁକ୍ତି ହେବା ପର୍ଯ୍ୟନ୍ତ…
ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ:୩ ନୂଆ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର,୬-୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସେବା ଭବନରେ ‘ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ’ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୂତନ କରି ୩ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଶ୍ରୀମନ୍ଦିର ଚାରିପାଖରେ ଜାରି ରହିିଥିବା…
ଗଞ୍ଜାମ ଜିଲା: ଆଜି ବନ୍ଦ ରହିବ ସ୍କୁଲ, ଅଙ୍ଗନଓ୍ବାଡି
ବ୍ରହ୍ମପୁର ଅଫିସ,୬ା୯- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଗୁରୁବାର ଦିନତମାମ ବର୍ଷା ଯୋଗୁ ଜିଲାର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶୁକ୍ରବାର ମଧ୍ୟ ବର୍ଷା ଜାରି ରହିବ…
ଲାଞ୍ଚ ନେଇ ଧରାପଡ଼ିଲେ ଅସୁରବନ୍ଧ ଆର୍ଆଇ
ସୋରଡ଼ା,୬ା୯(ଡି.ଏନ.ଏ.)-ସୋରଡ଼ା ତହସିଲ ଅସୁରବନ୍ଧ ରାଜସ୍ବ ନିରୀକ୍ଷକ (ଆର୍ଆଇ) ବସନ୍ତ କୁମାର ମଲିକ ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡରେ ପଡିଛନ୍ତି। ଗୁରୁବାର ଅପରାହ୍ନରେ ତାଙ୍କ କାର୍ଯ୍ୟାଳୟ ପରିସରରେ ଜଣେ ମହିଳାଙ୍କ ଠାରୁ ୪୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କାବୁ କରିଥିଲା।…
ଫେରସ୍ତ ମିଳିବ ଜରିମାନା ଟଙ୍କା, ମୋବାଇଲରେ ରଖି ପାରିବେ ଗାଡ଼ି କାଗଜପତ୍ରର କପି
ଭୁବନେଶ୍ୱର,୫।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପି ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରଠାରୁ ଚାଲିଛି ଧରପଗଡ଼। ନିୟମ ଉଲ୍ଲଂଘନକାରୀ ଗଣୁଛନ୍ତି ତଣ୍ଡ। ତେବେ ଏହି ଆଇନ ଯୋଗୁ ବର୍ଦ୍ଧିତ ଜରିମାନା ଆଦାୟକୁ ନେଇ ନୂତନ ସୂଚନା ମିଳିଛି। ତାହା ହେଲା…
ବିଜୁଳି ଚୋରି ଧରାଇଲେ ମିଳିବ ପୁରସ୍କାର, ନାମ ଗୋପନ ରହିବ
ଭୁବନେଶ୍ୱର,୫।୯(ବ୍ୟୁରୋ): ଏଣିକି ବିଜୁଳି ଚୋରି ସମ୍ପର୍କରେ ସୂଚନା ଦେଲେ ସୂଚନାଦାତାଙ୍କୁ ମିଳିବ ଆର୍ଥିକ ପୁରସ୍କାର। ଯେଉଁମାନେ ବିଜୁଳି ଚୋରି କରୁଛନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯିବ। ଆଦାୟ ଜରିମାନା ରାଶିର ୧୦% ସୂଚନାଦାତା ପାଇବେ। ତେବେ ସୂଚନାଦାତାଙ୍କ ପରିଚୟ ଗୋପନ ରଖାଯିବ।…

