ତିନିମାସ ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ବର୍ଷାଋତୁ ଆରମ୍ଭ ହୋଇଯାଇଥିବାରୁ ରାଜ୍ୟରେ ଭେକ୍ଟରବାହିତ ରୋଗ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ରୋଗ ସଂକ୍ରମଣ ରୋକିବା ସହ ଆଗାମୀ ଦୁଇତିନି ମାସ ପାଇଁ ସତର୍କ ରହି ପଦକ୍ଷେପ ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…
ବଜେଟ ଆଲୋଚନା: ଅର୍ଥ ମନ୍ତ୍ରୀଙ୍କ ଉତ୍ତର: ଗଠନଧର୍ମୀ ମତାମତକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର ବିରୋଧୀ ଦଳର ଗଠନଧର୍ମୀ ପ୍ରସ୍ତାବକୁ ଗ୍ରହଣ କରିବେ। ଉତ୍ତମ ପ୍ରସ୍ତାବକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ। ସରକାର ସୀମା ଭିତରେ ରହି ଋଣ କରୁଛନ୍ତି। ଏପରି କି ନିୟମିତ ବ୍ୟବଧାନରେ ପରିଶୋଧ ମଧ୍ୟ କରାଯାଉଛି। ତେଣୁ ରାଜ୍ୟର…
୩ ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗର ନୋଟିସ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନୁଦାନ ଅର୍ଥକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍ ଜାରି କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍ଶା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଏହି ନୋଟିସ୍ ହୋଇଛି। ରୁସା…
ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ପୁରୀ ଅଫିସ, ୩ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା। ଏହାକୁ…
ସେସୁ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ଜାତୀୟ ଷ୍ଟକ୍ ଏକ୍ସଚେଞ୍ଜରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା
କଟକ ଅଫିସ, ୩।୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଯାଞ୍ଚ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ୍ ପକ୍ଷରୁ ସାହୁଙ୍କ…
ଲଘୁଚାପ ଦୁର୍ବଳ: ୬ ଯାଏ ବର୍ଷା ନାହିଁ
ଭୁବନେଶ୍ୱର,୩।୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଝାଡଖଣ୍ଡ ଏବଂ ଓଡିଶାର କିଛି ଅଂଶରେ ରହିଛି। ଆସନ୍ତା ୬ ତାରିଖ ଯାଏ ଆଉ ବର୍ଷା ହେବାର ସମ୍ଭାବନା ନାହିଁ। କାଁ…
ଧାନଚାଷ ନିମନ୍ତେ ମୌସୁମୀ ବର୍ଷାକୁ ଭରସା: ବିଳମ୍ବ ହେବାରୁ ଚାଷ କାର୍ଯ୍ୟରେ ବାଧା
ବୋଲଗଡ଼,୩ା୭(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଞ୍ଚଳର ଚାଷୀ ମାନେ ଖରିଫ ଧାନ ଚାଷ ନିମନ୍ତେ ବିଶେଷ ଭାବେ ମୌସୁମୀ ବର୍ଷା ଉପରେ ନିର୍ଭର ବା ଭରସା କରି ରହିଥାନ୍ତି । ତେବେ ଜଳବାୟୁ ପରିବର୍ତ୍ତନଜନିତ କାରଣରୁ ବରଷାକୁ ଆଉ ଭରସା କରିହେଉନାହଁି…
କଠିନ ପରିଶ୍ରମ କରାଇଛି ସଫଳ: ଦିନ ମଜୁରିଆରୁ ଫ୍ୟାକ୍ଟ୍ରି ମାଲିକ
ବନ୍ତଳା,୩ା୭ – ୩୦ ବର୍ଷ ତଳେ ମଜୁରି ଖଟୁଥିବା ମଣିଷ ଆଜି ଦୁଇ ଦୁଇଟି ଫ୍ୟାକ୍ଟ୍ରିର ମାଲିକ। ୧୫ ଶ୍ରମିକଙ୍କ ସେ ନିଯୁକ୍ତିଦାତା। ଦିନକୁ ଲକ୍ଷାଧିକ ଟଙ୍କାର ବ୍ୟବସାୟ କରୁଥିବା ବେଳେ ଏବେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବିକ୍ରି ସାମଗ୍ରୀ ଦୁଇ…
ଛଦେଶ ଅଞ୍ଚଳରେ ବିଏସ୍ଏନ୍ଏଲ୍ ଫେଲ୍: କାମରେ ଆସୁନି ପୁରୁଣା ଯନ୍ତ୍ରପାତି
ଭାପୁର, ୩।୭(ଡି.ଏନ୍.ଏ.)-ଢେଙ୍କାନାଳ ସଦର ବ୍ଲକ ଛଦେଶ ଅଞ୍ଚଳରେ ବିଏସ୍ଏନ୍ଏଲ୍ ସେବା ବିଭ୍ରାଟରେ ସୁଧାର ଆସୁନାହିଁ। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଏହି ଟେଲିକମ୍ କମ୍ପାନୀ ନିଜକୁ ଆବଶ୍ୟକତା ଅନୁଯାୟୀ ଅତ୍ୟାଧୁନିକ କରିପାରିନାହିଁ। ଏକ୍ସଚେଞ୍ଜରେ ଲାଗିଥିବା ଯନ୍ତ୍ରପାତି ବଦଳାଯାଉନାହିଁ। ଜେନେରେଟର ମଧ୍ୟ ଅଚଳ…
ସକଳେଶ୍ୱର ହାଇସ୍କୁଲ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ
ଖଲ୍ଲିକୋଟ,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବିକ୍ରମପୁର ଗ୍ରାମରେ ଥିବା ସକଳେଶ୍ୱର ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣା ଦେଇଥିଲେ । ଏହି ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ୧୨୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି।…
୫ ଆଦିବାସୀ ଗ୍ରାମକୁ ପକ୍କାରାସ୍ତା ନାହିଁ
ଚିକିଟିି,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଆଦିବାସୀ ଗ୍ରାମ ରହିଛି। ଏ ପର୍ଯ୍ୟନ୍ତ ସେହି ଗ୍ରାମଗୁଡିକୁ ଭଲ ପକ୍କା ରାସ୍ତାଟିଏ ନିର୍ମାଣ ହୋଇପାରିନାହିଁ। ଫଳରେ ଗମନାଗମନ କ୍ଷେତ୍ରରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତିିା ଚିକିଟି ବ୍ଲକ ଚାନ୍ଦପୁର ପଞ୍ଚାୟତରେ…
ବଳକା ଧାନ କିଣୁନି ସମିତି, ଚାଷୀ ଅସନ୍ତୋଷ
ବାଲିଆପାଳ, ୩|୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଚାଷୀଙ୍କଠୁ ସିଧାସଳଖ ଧାନ କିଣିବା ପାଇଁ ସେବା ସମବାୟ ସମିତିକୁ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି ା ସରକାର ଧାନର ମୂଲ୍ୟ ସର୍ବନିମ୍ନ ୧୭୫୦ ଟଙ୍କା ଧାର୍ଯ୍ୟ କରିଛନ୍ତି ା ବର୍ଦ୍ଧିତ ମୂଲ୍ୟ ଯୋଗୁ…
Archives


