ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ
ଜଳେଶ୍ୱର,୪।୯(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ ଥାନା…
ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍ପି ଅମର ପଟ୍ଟନାୟକ। ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ…
ଦାୟିତ୍ୱ ନେଲେ ଓଏଚ୍ଆରସି ଅଧ୍ୟକ୍ଷ
ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ(ଓଏଚ୍ଆର୍ସି)ର ଅଧ୍ୟକ୍ଷ ଭାବେ ବୁଧବାର ଜଷ୍ଟିସ ବିମଳ ପ୍ରସାଦ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସ୍ବଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ। ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣି ଉପରେ ଗୁରୁତ୍ୱ…
ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ
ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି ୫୨ହଜାର ଟଙ୍କାର ଜରିମାନା। ଚାଳକଜଣଙ୍କ ହେଲେ ହରିବନ୍ଧୁ କହଁର। ସେ ସ୍ଥାନୀୟ ବଡ଼ଗଡ଼ ଅଞ୍ଚଳରେ…
ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର। ବୁଧବାର ଏନେଇ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ରାଜ୍ୟ ସରକାର କିଛି ବାଟ…
ବିଜେଡିର ନୂଆ ମୁଖପାତ୍ର ତାଲିକା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ..
ଭୁବନେଶ୍ୱର, ୪।୯(ବ୍ୟୁରୋ): ବିଜେଡି ପକ୍ଷରୁ ବୁଧବାର ନୂଆ ମୁଖପାତ୍ର ତାଲିକା ପ୍ରକାଶ ପାଇଛି। ଏଥିରେ ମିଡିଆ କୋର୍ଡିନେଟର ଭାବେ ଏମ୍ପି ସସ୍ମିତ ପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ୫ଜଣଙ୍କୁ ଜାତୀୟ ମୁଖପାତ୍ର, ୧୪ଜଣଙ୍କୁ ବିଜେଡି ମୁଖପାତ୍ର ଏବଂ ୧୦ଜଣଙ୍କୁ ପ୍ୟାନେଲିଷ୍ଟ ଭାବେ…
ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’
ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି ଦଳର ଦାବିକୁ ଜିଲାପାଳ ଅଗ୍ରାହ୍ୟ କରିଛନ୍ତି। ଏନେଇ ପ୍ରତିକ୍ରିୟା ଦେଇ ଜିଲାପାଳ ବଳଓ୍ବନ୍ତ…
ଉଚ୍ଛେଦ ପ୍ରସଙ୍ଗ : ଜିଲାପାଳଙ୍କୁ ସାକ୍ଷାତ କଲେ ୧୫ ଜଣିଆ କମିଟି
ପୁରୀ ଅଫିସ,୪।୯: ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ବିରୋଧ କରି ପୁରୀ ସୁରକ୍ଷା ମଞ୍ଚର ୧୫ ଜଣିଆ କମିଟି ବୁଧବାର ପୂର୍ବାହ୍ନରେ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ନିର୍ମାଣ…
କୀଟନାଶକ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ: ଟଙ୍କା ପୈଠ ନ କରିବାରୁ ମୃତଦେହ ଛାଡ଼ିଲାନି ମେଡିକାଲ
ସମ୍ବଲପୁର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାର, ଫସଲ ନଷ୍ଟ ଯୋଗୁ କୀଟନାଶକ ପିଇ ଜଣେ ଚାଷୀଙ୍କ ବୁଧବାର ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଚାଷୀ…
ପ୍ୟାକେଜ ନାଁରେ ଭୁଅଁା ବୁଲାଉଛନ୍ତି
ପୁରୀ ଅଫିସ,୪ା୯ : ଶ୍ରୀମନ୍ଦିର ମେଘନାଦ ପାଚେରି ୭୫ମିଟର ପରିଧିରେ ଆସୁଥିବା ନିର୍ମାଣାଧୀନ କୋଠା ଭଙ୍ଗାଯିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କୁ ତ୍ୟାଗ ଲାଗି ଆହ୍ବାନ ଦେଇଥିଲେ। ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ…
ପୁରୀକୁ ଆସୁଛନ୍ତି ୨ ହଜାରରୁ ଊର୍ଦ୍ଧ୍ୱ ନାଗା ସାଧୁ
ପୁରୀ ଅଫିସ, ୪ା୯:ମଠ ଉଚ୍ଛେଦକୁ ନେଇ ମଙ୍ଗଳବାର ସାଧୁସନ୍ଥଙ୍କ ପ୍ରତିବାଦ ଯୋଗୁ ପ୍ରଶାସନ ପକ୍ଷରୁ ବଡ ଆଖଡା ମଠ ଉଚ୍ଛେଦକୁ ସ୍ଥଗିତ ରଖିଛି। ତେବେ ସାଧୁ ସନ୍ଥଙ୍କ ପ୍ରତିବାଦରେ ସାମିଲ ହେବା ଲାଗି ଦିନେ ଦୁଇଦିନ ମଧ୍ୟରେ ସାରା ଭାରତବର୍ଷରୁ ପ୍ରାୟ…
ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି: ଧର୍ମେନ୍ଦ୍ର
ଭୁବନେଶ୍ୱର,୪ା୯(ବ୍ୟୁରୋ):ଅଳ୍ପ ଖର୍ଚ୍ଚରେ ଅଧିକ ଲକ୍ଷ୍ୟ ହାସଲ ଓ ଶ୍ରମିକ କଲ୍ୟାଣ ପରସ୍ପର ପରିପନ୍ଥୀ ନୁହନ୍ତି। ଉଭୟଙ୍କୁ ଏକାସଙ୍ଗେ ହାସଲ କରିହେବ ବୋଲି ଇସ୍ପାତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭିନ୍ନ ଟ୍ରେଡ ୟୁନିୟନ ନେତୃମଣ୍ଡଳୀ ସହିତ ଆଲୋଚନା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

