ଅସ୍ତରଙ୍ଗ ଉପକୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଲା ଲୁଣା ଜୁଆର, ଗ୍ରାମବାସୀ ଆତଙ୍କିତ
କାକଟପୁର, ୨।୭(ଡି.ଏନ୍.ଏ.)-ଲଘୁଚାପ ଏବଂ ଅମାବାସ୍ୟା ତିଥି ପାଇଁ ଅଶାନ୍ତ ହୋଇପଡ଼ିଛି ସମୁଦ୍ର। ମଙ୍ଗଳବାର ମଧ୍ୟାହ୍ନରେ ଅସ୍ତରଙ୍ଗ ଉପକୂଳର ଉଦୟକଣି ଗଁା ନିକଟରେ ଉଚ୍ଚ ଜୁଆର କୂଳ ଲଙ୍ଘିଛି। ଅଶାନ୍ତ ସମୁଦ୍ର ବାଲିସ୍ତୁପ ଡେଇଁ ସ୍ଥଳଭାଗ ମୁହାଁ ହୋଇଥିବାବେଳେ ଗର୍ଜନ ଛାତି ଥରାଇ…
ବିଧାନସଭାରେ ବ୍ଲକ ପୁନର୍ଗଠନ ଦାବିକଲେ ବିରୋଧୀ ଓ ଶାସକ; ବ୍ଳକ ଗଠନ ପାଇଁ ଏବେ କୌଣସି ଯୋଜନା ନାହିଁ:ମନ୍ତ୍ରୀ
ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ବ୍ଲକ ପୁନର୍ଗଠନ କରିବା ପାଇଁ ସରକାରଙ୍କର କୌଣସି ଯୋଜନା ନାହିଁ। ୧୯୫୮ ମସିହାରୁ ବ୍ଲକ ପୁନର୍ଗଠନ କାର୍ଯ୍ୟ କରାଯାଇ ୩୧୪ଟି ଗଠିତ ହୋଇଛି। ଓଡ଼ିଶା ପଞ୍ଚାୟତ ସମିତି ଅଧିନିୟମ ୧୯୫୯ର ଧାରା ୧୫(୧) ଅନୁଯାୟୀ, ରାଜ୍ୟ ସରକାର…
ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବତୀଯୁବକଙ୍କ ନିଯୁକ୍ତିକୁ ନେଇ ବିଧାନସଭାରେ ଉଦ୍ବେଗ: ବିଭିନ୍ନ ଶିଳ୍ପ ସଂସ୍ଥାରେ ନିଯୁକ୍ତି ପାଇଛନ୍ତି ୨ଲକ୍ଷ ୨୬ ହଜାର
ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନରେ ୨ ଲକ୍ଷ ୬୮ହଜାର ୪୫୧ ଜଣ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ରାଜ୍ୟ ଭିତରୁ ୨ଲକ୍ଷ ୨୬ ହଜାର ୯୬୧ଜଣ ନିଯୁକ୍ତି ପାଇଛନ୍ତି। ଅର୍ଥାତ୍ ନିଯୁକ୍ତିର ୮୫ ପ୍ରତିଶତ ରାଜ୍ୟ ଭିତରୁ ନିଯୁକ୍ତି ଦିଆଯାଇଛି।…
ଖେଳୁଥିବା ବେଳେ କୂଅରେ ପଡ଼ି ୨ ଶିଶୁପୁତ୍ରଙ୍କ ଜୀବନ ଗଲା
ନୟାଗଡ଼ ଅଫିସ, ୨।୭: ନୟାଗଡ଼ ଜିଲା ଭାପୁର ବ୍ଲକ ଫତେଗଡ଼ ଥାନା ନିହଲପ୍ରସାଦ ଗାଁରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ବେଳେ ଅସାବଧାନତାବଶତଃ କୂଅରେ ପଡ଼ି ଯିବାରୁ ୫ ବର୍ଷ ବୟସର ୨ ଜଣ ଶିଶୁ ପୁତ୍ରଙ୍କର ମୃତ୍ୟୁ…
ପ୍ରକାଶ ପାଇଲା ଯୁକ୍ତ ୨ କଟ୍ ଅଫ୍ ମାର୍କ: କଳାରେ ବିଜେବି, ବିଜ୍ଞାନରେ ରେଭେନ୍ଶା, ବାଣିଜ୍ୟରେ ଗୋପାଳପୁର ଜୁନିଅର କଲେଜ ଆଗରେ
ଭୁବନେଶ୍ୱର,୨।୭(ବ୍ୟୁରୋ): ମଙ୍ଗଳବାର ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି। କଳାରେ ୭୧.୧୭ ପ୍ରତିଶତ କଟ୍ ଅଫ୍ ମାର୍କ ସହ ବିଜେବି ଜୁନିଅର କଲେଜ ଆଗରେ ରହିଛି। ୭୦.୧୭ ପ୍ରତିଶତ କଟ ଅଫ୍ ମାର୍କ ସହ ଦ୍ୱିତୀୟରେ…
ପୁରୁଷୋତ୍ତମପୁରରେ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ଲାଗି ଭିଡ଼
ପୁରୁଷୋତ୍ତମପୁର, ୨।୭(ଡି.ଏନ୍.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରଗୁଡ଼ିକରେ ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼ ଜମିଛି। ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କୁ ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ମହାପ୍ରଭୁ ଜଗନ୍ନାଥ…
ପ୍ରଶ୍ନକାଳରେ ବିରୋଧୀ ଦଳ ନେତା, ଉପନେତା, ମୁଖ୍ୟ ସଚେତକ ଅନୁପସ୍ଥିତ
ଭୁବନେଶ୍ୱର,୨।୭(ବ୍ୟୁରୋ) ଗୃହରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମାଧ୍ୟମରେ ଆଲୋଚନା ହୋଇଥାଏ। ଏହି ସମୟରେ ବିରୋଧୀ ଦଳର ମୁଖ୍ୟ ଭୂମିକା ରହିଥାଏ। ତେବେ ଦୁଇଦିନ ଧରି ଗୃହ ବନ୍ଦ ହେବା ପରେ ସୋମବାର ଖୋଲିଥିଲା। ପୂର୍ବାହ୍ନ ୧୦ଟା ୩୦ ମିନିଟ୍ରେ…
ଆନ୍ତଃରାଜ୍ୟ ନିଶା ବ୍ୟବସାୟୀ ଗିରଫ
କଟକ ରୋଡ,୨।୭(ଡି.ଏନ୍.ଏ.): ସ୍ମାର୍ଟସିଟିରେ ବେଧଡକ ଚାଲିଛି ନିଶା କାରବାର। ଜ୍ୱାଇଁଙ୍କ ଭଡାଘରେ ରହି ଶ୍ୱଶୁର ନିଶାଦ୍ରବ୍ୟ ଚାଲାଣ କରୁଥିବା ଅଭିଯୋଗରେ ସୋମବାର ଭୁବନେଶ୍ୱର ମୋବାଇଲ ସ୍କ୍ବାଡ ଓ ଖୋର୍ଦ୍ଧା ଜିଲା ଅବକାରୀ ଟିମ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…
ଓଡ଼ଗାଁ ତହସିଲ ହରିଡ଼ାବନ୍ଧ ଗ୍ରାମରେ ଅଗ୍ନିକାଣ୍ଡ: ୮ ବଖରା ପୋଡିଗଲା, ୨ ବଳଦ ଜୀବନ୍ତ ଦଗ୍ଧ
ଓଡ଼ଗାଁ,୨ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ତହସିଲ ଅନ୍ତର୍ଗତ ହରିଡ଼ାବନ୍ଧ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୪ ପରିବାରଙ୍କ ୮ ବଖରା ଜଳିଯାଇଛି ା ରାତିସାରା ବର୍ଷା ହେଉଥିବା ବେଳେ ବିଦ୍ୟୁତ୍ ଶର୍ଟସର୍କିଟରୁ ଗୁହାଳ ଘରେ ନିଆଁ ଲାଗି ଚାରିଆଡ଼କୁ…
ଲୟୋଲା ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା ଦ୍ୱାୟିତ୍ୱବାନ ନାଗରିକ ହେବାକୁ ପରାମର୍ଶ
ଭୁବନେଶ୍ୱର, ୨।୭(ବ୍ୟୁରୋ) ଲୟୋଲା ସ୍କୁଲ ପକ୍ଷରୁ ସୋମବାର ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲରେ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କୁ ମେଡାଲ ଓ ସାର୍ଟିଫିକେଟ୍ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଛି।…
ବିଧାନସଭାରେ ଉଠିଲା କଟକ ସିଟି ହସ୍ପିଟାଲ ସମସ୍ୟା
କଟକ ଅଫିସ, ୨।୭: ସୋମବାର ବିଧାନସଭା ଅଧିବେଶନ କାଳରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ କଟକ ସିଟି ହସ୍ପିଟାଲରେ ଡାକ୍ତର ଓ କର୍ମଚାରୀ ଅଭାବ ସମସ୍ୟା ଉଠାଇଥିଲେ। ଖାଲି ପଡିଥିବା ପଦବୀ କେବେ ପୂରଣ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଠାରୁ ସ୍ପଷ୍ଟିକରଣ…
ମୁମ୍ବାଇରେ ଓଡ଼ିଶା ପର୍ଯ୍ୟଟନର ରୋଡ୍ ଶୋ’
ଭୁବନେଶ୍ୱର,୨।୭(ବ୍ୟୁରୋ): ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ ଓଡ଼ିଶାକୁ ଧ୍ୱଂସବିଧ୍ୱସ୍ତ କରିଦେଇଥିଲେ ମଧ୍ୟ ରାଜ୍ୟ ବହୁଶୀଘ୍ର ଏହି ପ୍ରାକୃତିକ ବିପର୍ଯ୍ୟୟ ଜନିତ ସ୍ଥିତିରୁ ନିଜକୁ ବାହାର କରିପାରିଛି। ମାତ୍ର ୨ମାସ ମଧ୍ୟରେ ଓଡ଼ିଶା ନିଜକୁ ପୁନଃପ୍ରତିଷ୍ଠା କରି ଆସନ୍ତା ଜୁଲାଇ ୪ରୁ ୧୨ ତାରିଖ…
Archives


