ରାଜ୍ୟ

ରାସ୍ତାରେ ଧାନଗଛ ରୋଇଲେ ଉତ୍ତ୍ୟକ୍ତ ମହିଳା

ବଡ଼ସାହି,୪ା୯(ସ୍ବ.ପ୍ର)- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନାଗମନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ା ମାତ୍ର ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ଆନ୍ତରିକତା ଅଭାବରୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଦୀର୍ଘ…

ସିଂହଦ୍ୱାର ନିକଟରେ ସାଧୁସନ୍ଥଙ୍କ ଚେତାବନୀ: ଜୀବନ ଦେବୁ ପଛେ ମଠ ଛାଡ଼ିବୁନି

ପୁରୀ ଅଫିସ, ୩ା୯: ଜୀବନ ଦେବୁ ପଛେ, ମଠ ଛାଡ଼ିବୁନି। ମୋଗଲ ଶାସନ ହାଏ ହାଏ…। କଳାପାହାଡ଼ ଶାସନ ଚଳିବ ନାହିଁ, ଯଦି ଚଳିବ ନିଅଁା ଜଳିବ। ମଙ୍ଗଳବାର ଅପରାହ୍ନରେ ଏମିତି କିଛି ପ୍ରଶାସନ ବିରୋଧୀ ନାରା ଶୁଣିବାକୁ ମିଳିଥିଲା ସିଂହଦ୍ୱାର…

ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ

ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ…

ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍‌

ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର ସବୁଜ…

ନିଲମ୍ବନର ପ୍ରତିବାଦ: ଗୁରୁଦିବସରେ ଆତ୍ମ ଉତ୍ସର୍ଗ କରିବେ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ

ଖୋର୍ଦ୍ଧା ଅଫିସ, ୩।୯: ନିଲମ୍ବନର ପ୍ରତିବାଦ କରି ଗୁରୁଦିବସରେ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ (ଡିପିସି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖୋର୍ଦ୍ଧା ବ୍ଲକ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଚିତା ନନ୍ଦ ଖାଡଙ୍ଗା ଆତ୍ମ ଉତ୍ସର୍ଗ କରିବେ ବୋଲି ଚେତାବନୀ ଦେଇଛନ୍ତି।…

କାଳିଆହତା ଫରେଷ୍ଟ ବିଟ ଅଞ୍ଚଳରେ ୪ ହାତୀଙ୍କ ଉପଦ୍ରବ: ଘର ଭାଙ୍ଗିବା ସହ ଧାନ ଚାଉଳ ଖାଇଥିବା ଅଭିଯୋଗ

ତେଲକୋଇ, ୩।୯(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନର କାଳିଆହତା ଫରେଷ୍ଟ ବିଟ ଅଞ୍ଚଳରେ ହାତୀ ପଲ ଘର ଭାଙ୍ଗିଛନ୍ତି। ଉକ୍ତ ଅଞ୍ଚଳର ରାଇସୁଆ ପଞ୍ଚାୟତ ଅଧୀନ ନୂଆଗାଁରେ ଗତ ସୋମବାର ୪ଟି ହାତୀ ଗ୍ରାମରେ ପଶି ଘର ଭାଙ୍ଗିବା ସହିତ ଘରୁ ଧାନ ଚାଉଳ…

ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ କରି ବହୁ ପରିମାଣର ନକଲି ରାଶି ଓ ଜଡାତେଲ ସହ ପୂଜାରେ ବ୍ୟବହୃତ ଘିଅ…

ପଶ୍ଚିମ ଓଡ଼ିଶାରେ ନୂଆଁଖାଇ: ମା’ ସମଲେଇ, ଶିଖରବାସିନୀଙ୍କ ପାଖେ ନବାନ୍ନ ଲାଗି

ସୁନ୍ଦରଗଡ଼,୩।୯(ଡି.ଏନ୍‌.ଏ): ସୁନ୍ଦରଗଡ଼ର ପୁରପଲ୍ଲୀରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଛି । ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ଓ ରାଜପରିବାରର ଆରାଧ୍ୟା ଦେବୀ ମା’ ଶିଖରବାସିନୀଙ୍କଠାରେ ମଙ୍ଗଳବାର ଧାର୍ଯ୍ୟ ଲଗ୍ନ ଅନୁଯାୟୀ ନବାନ୍ନ ଲାଗି କରାଯାଇଛି।…

କେସିଙ୍ଗାରେ ନୂଆଖାଇ: ଜଗନ୍ନାଥଙ୍କୁ ଲାଗି ହେଲା ନବାନ୍ନ, ଗ୍ରାମଦେବତାଙ୍କୁ ଦିଆଗଲା ବଳି

କେସିଙ୍ଗା,୩।୯(ଡି.ଏନ୍‌.ଏ.): ନୂଆଖାଇକୁ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ। ଇଷ୍ଟଦେବୀ ମା’ ସମଲେଇଙ୍କ ନିକଟରେ ମଙ୍ଗଳବାର ସକାଳ ୧୦ଟାରୁ ପୂଜା ଆରମ୍ଭ ହୋଇ ନବାନ୍ନ ଲାଗି ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବାଲସି ଗ୍ରାମର ଗ୍ରାମଦେବତା…

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ ରାଜ୍ୟ ରାୟପୁର ଅଞ୍ଚଳରେ ସତ୍ୟ…

ବୌଦ୍ଧ ଇଷ୍ଟଦେବୀ ମା’ ଭୈରବୀଙ୍କ ପୀଠରେ ନବାନ୍ନ ଲାଗି

ବୌଦ୍ଧ,୩।୯(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାର ଭାଇଚାରାର ପର୍ବ ତଥା କୃଷିଭିତ୍ତିକ ପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ହୋଇଉଠିଛି ବୌଦ୍ଧ ସହର। ମଙ୍ଗଳବାର ସକାଳ ୯ଟା ସମୟରେ ବିରାଟ ପଟୁଆର ସହ ମହାନଦୀରୁ ଜଳ ଆସିଥିଲା। ନବାନ୍ନ ଭୋଗ ପ୍ରସ୍ତୁତି ପରେ ଦିନ ୧୦ଟା…

ଗଜପତିଙ୍କ ଗୁରୁ ଗାଦି ଥିଲା ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଭାଙ୍ଗିବ ବଡ଼ ଆଖଡା ମଠ। ଶ୍ରୀକ୍ଷେତ୍ରର ପୁରାତନ ମଠ ମଧ୍ୟରୁ ଏହା ଅନ୍ୟତମ। ଏହି ମଠର ଐତିହ୍ୟ ସମ୍ପର୍କରେ ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ର କହିଛନ୍ତି, ସର୍ବଭାରତୀୟସ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?