ରାଜ୍ୟ

ଗଣେଶ ପୂଜା ପାଇଁ ଟ୍ରାଫିକ କଟକଣା କୋହଳ: ଜରିମାନା ବଦଳରେ ସଚେତନ କଲେ ପୋଲିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ସାରା ଦେଶରେ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଉଲ୍ଲଂଘନକାରୀଙ୍କଠାରୁ ୧୦ଗୁଣା ପର୍ଯ୍ୟନ୍ତ ଜରିମାନା ଆଦାୟ ଆରମ୍ଭ ହୋଇଛି। ରବିବାର ପ୍ରଥମ ଦିନରେ ଯାଞ୍ଚ କଡାକଡି କରାଯିବାରୁ ନିୟମ ମାନୁ ନ ଥିବା ଲୋକେ ୨ଲକ୍ଷ ୧୩ହଜାର…

ବରମୁଣ୍ଡାରୁ ପଳାଶୁଣୀ ନୋ ଓଭରଟେକିଂ ଜୋନ

ଭୁବନେଶ୍ୱର,୩।୯(ବ୍ୟୁରୋ): ବାଇକ ଓ କାର ଚାଳକଙ୍କ ପରେ କମିଶନରେଟ ପୋଲିସର ନଜର ଏବେ ବସ୍‌ ଉପରେ। ବସ୍‌ ପାଇଁ କଡାକଡି କଟକଣା ଲାଗୁ ହୋଇଛି। ବରମୁଣ୍ଡାରୁ ପଳାଶୁଣୀ ପର୍ଯ୍ୟନ୍ତ ଜାତୀୟ ରାଜପଥକୁ ନୋ ଓଭରଟେକିଂ ଜୋନ୍‌ କରାଯାଇଛି। ସୋମବାର ଅପରାହ୍ନରେ ବସ୍‌…

୪୦ତମ ପ୍ରତିଷ୍ଠା ଦିବସ ପାଳିବ ଓଟିଡିସି: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରୁନି ‘ପାନ୍ଥନିବାସ’

ଭୁବନେଶ୍ୱର,୩।୯(ବ୍ୟୁରୋ): ୨୦୨୦ ମସିହା ସୁଦ୍ଧା ଓଡିଶାକୁ ୨.୫ କୋଟି ପର୍ଯ୍ୟଟକଙ୍କୁ ଆଣିିବା ନିମନ୍ତେ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ଏଥିଲାଗି ଇକୋ ଟୁରିଜମ୍‌ଠାରୁ ଆରମ୍ଭକରି ପ୍ୟାଲେସ୍‌ ଟୁରିଜମ୍‌ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ପର୍ଯ୍ୟଟନକୁ ବ୍ୟାପକ କରାଯାଉଛି। ରାଜ୍ୟ ଓ ଦେଶ ବାହାରର…

ରେଲଓ୍ବେ ପକ୍ଷରୁ ସ୍ବତନ୍ତ୍ର ତୀର୍ଥଯାତ୍ରା ପ୍ୟାକେଜ: ସବୁ ଶନିବାର ଭୁବନେଶ୍ୱରରୁ ତିରୁମାଲା

ଭୁବନେଶ୍ୱର, ୩।୯(ବ୍ୟୁରୋ): ଓ୍ବିକେଣ୍ଡକୁ ଧାର୍ମିକ ପରିବେଶରେ କାଟିବାକୁ ଚାହୁଁଥିବା ଲୋକମାନଙ୍କ ପାଇଁ ଆଇଆରସିଟିସି ଆଣିଛି ତିରୁମାଲା ସ୍ବତନ୍ତ୍ର ଦର୍ଶନ ପ୍ୟାକେଜ। ୩ ଦିନ ୪ ରାତି ବିଶିଷ୍ଟ ଏହି ଟୁର ପ୍ୟାକେଜରେ ତିରୁମାଲା ପର୍ବତ ସହ ଅନ୍ୟାନ୍ୟ ଦର୍ଶନୀୟ ସ୍ଥାନ ବୁଲିବାର…

ଜମି ଅଡ଼ୁଆ: ଆଗେଇପାରୁନି ମେଗା ତୈଳବୀଜ ବିହନ ହବ୍‌

ଭୁବନେଶ୍ୱର, ୩।।୯ (ବ୍ୟୁରୋ): ଡାଲିଜାତୀୟ ଫସଲ ଉତ୍ପାଦନ ବୃଦ୍ଧି ପାଇଁ ଓଡ଼ିଶାରେ ଏକ ମେଗା ତୈଳବୀଜ ବିହନ ହବ୍‌ ସ୍ଥାପନ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଆସୁଥିଲେ। ତେବେ ଏଥିପାଇଁ ଆବଶ୍ୟକ ଜମି ମିଳୁ ନ ଥିବାରୁ ତାହା…

ବାରିଷ୍ଟର ରଣଜିତ୍‌ ମହାନ୍ତିଙ୍କ ଶ୍ରାଦ୍ଧୋତ୍ସବ ଓ ସ୍ମାରକୀ ବକ୍ତୃତା:ଆଇନ ଶିକ୍ଷାରେ ବିପ୍ଳବ ଆଣିଥିଲେ ରଣଜିତ୍‌ ମହାନ୍ତ

କଟକ ଅଫିସ,୩।୯: ଦେଶରେ ଆଇନ ଶିକ୍ଷାରେ ବିପ୍ଳବ ଆଣିଥିଲେ ବାରିଷ୍ଟର ରଣଜିତ୍‌ ମହାନ୍ତି। ତାଙ୍କ ପ୍ରଚେଷ୍ଟାରେ ବାଙ୍ଗାଲୋରରେ ପ୍ରଥମ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇପାରିଥିଲା। ପାଞ୍ଚବର୍ଷିଆ ଆଇନ ପାଠ୍ୟକ୍ରମ ପ୍ରଚଳନ ରଣଜିତ୍‌ଙ୍କ ମାନସ ସନ୍ତାନ ବୋଲି ଆଇନ ମନ୍ତ୍ରୀ ପ୍ରତାପ…

ବଜ୍ରପାତପ୍ରବଣ ରାଜ୍ୟ ଓଡ଼ିଶା: ୪ମାସରେ ୯ଲକ୍ଷ ଥର ବଜ୍ରପାତ

ଭୁବନେଶ୍ୱର, ୩।୯(ବ୍ୟୁରୋ): ଏକ ବଜ୍ରପାତ ପ୍ରବଣ ରାଜ୍ୟ ହୋଇ ମଧ୍ୟ ଓଡ଼ିଶା ଏହାର ମୁକାବିଲା କରିବାରେ ସଫଳ ସାବ୍ୟସ୍ତ ହୋଇଛି। ଆବଶ୍ୟକ ପଦକ୍ଷେପ ଏବଂ ଉଚିତ ସତର୍କତା ଗ୍ରହଣ କରାଯିବା ଫଳରେ ବଜ୍ରପାତ ଭଳି ଏକ ପ୍ରାକୃତିକ ବିପର୍ଯ୍ୟୟରୁ ଯଥାସମ୍ଭବ ଓଡ଼ିଶାବାସୀଙ୍କ…

ଆଜି ଭଙ୍ଗାଯିବ ବଡ଼ ଆଖଡ଼ା ମଠ

ପୁରୀ ଅଫିସ,୩।୯: ଶ୍ରୀମନ୍ଦିର ସୁରକ୍ଷା ଆଉ ପୁରୀ ସହରର ବିକାଶ ପାଇଁ ମାଟିରେ ମିଶିବ ଆଉ ଏକ ଐତିହ୍ୟ। ତୃତୀୟ ମଠ ଭାବେ ସତ୍ତା ହରାଇବ ସିଂହଦ୍ୱାର ନିକଟ ବହୁ ପୁରାତନ ବଡ଼ ଆଖଡ଼ା ମଠ। ପୂର୍ବରୁ ଲଙ୍ଗୁଳି ମଠ ଭଙ୍ଗା…

୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ: ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର, ୩।୯(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରବିବାର ରାତିରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼ରେ ସର୍ବାଧିକ…

ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର

ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ। ଇଷ୍ଟଦେବୀ ସମଲେଇଙ୍କ ନିକଟରେ ମଙ୍ଗଳବାର ନବାନ୍ନ ଭୋଗ ଲାଗିବ। ଏତଦ୍‌ବ୍ୟତୀତ ପଶ୍ଚିମ ଓଡ଼ିଶା…

ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା

ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ସୋମବାର…

ଆରମ୍ଭ ହେଲା ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ:୫୦ ଲକ୍ଷ ନୂଆ ସଭ୍ୟ ସାମିଲ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର,୩।୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦଳର ସଭ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ କରିଛନ୍ତି। ୧ କୋଟି ସଭ୍ୟ ସଂଗ୍ରହ ଲକ୍ଷ୍ୟ ନେଇ ଆରମ୍ଭ କରାଯାଇଥିବା ଏହି ଅଭିଯାନରେ ଦଳ ସଭାପତି ନବୀନ ପଟ୍ଟନାୟକ ପ୍ରଥମ ସଭ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?