ରାଜ୍ୟ

ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ : ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଏଣିକି ଜୁନିୟର ବା ଠିକା ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର କଡାକଡି ଯାଞ୍ଚ କରାଯିବ। କେତେଜଣ ଶିକ୍ଷକ ଜାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗ ଆସିବା ପରେ କଡ଼ା ଆଭିମୁଖ୍ୟ ପୋଷଣ କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ବିଭାଗ…

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକମାନେ କୃଷି ଓ କୃଷକଙ୍କ ସମସ୍ୟାକୁ…

ଆୟୁଷ ରାଜ୍ୟର ସର୍ବକନିଷ୍ଠ ୱେବ୍‌ ଡିଜାଇନର

ନାକଟିିଦେଉଳ, ୧।୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜାମୁଯୋରି ପଞ୍ଚାୟତର ଦୁର୍ଗମ କୁଡ଼ାନାଳୀ ଗ୍ରାମର ସରୋଜ ରାଉତ ଓ ରଶ୍ମିତା ରାଉତଙ୍କ ୧୨ ବର୍ଷର ପୁଅ ଆୟୁଷ ରଞ୍ଜନ ରାଉତ ଦେଶର ଦ୍ୱିତୀୟ ତଥା ରାଜ୍ୟର ସର୍ବକନିଷ୍ଠ ୱେବ୍‌…

ରାଜ୍ୟରେ ଲାଗୁହେବ ‘ଏକ ଦେଶ, ଏକ ରାଶନ କାର୍ଡ’

ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ଯେକୌଣସି ସ୍ଥାନରେ ଖାଉଟିମାନେ ଶସ୍ତାରେ ରାଶନ ପାଇ ପାରିବା ପାଇଁ କେନ୍ଦ୍ର ସରକାର ଲାଗୁ କରିଛନ୍ତି ‘ଏକ ଦେଶ, ଏକ ରାଶନ କାର୍ଡ’ ଯୋଜନା। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଯୋଜନାରେ ଓଡ଼ିଶା ଭଳି କେତେକ ରାଜ୍ୟ ସାମିଲ…

ଫେରି ଯିବ ୧୩୦୦ରୁ ଊର୍ଦ୍ଧ୍ୱ ଆବାସ ଅନୁଦାନ : ଯୋଜନାର ସଫଳ ରୂପାୟନ ନେଇ ପ୍ରଶ୍ନବାଚୀ

ନୂଆଗାଁ,୧।୭(ଡି.ଏନ୍‌.ଏ.): ଗରିବ ଲୋକଙ୍କ ଜୀବନ କଚ୍ଚା ଚାଳ ଘରେ ବିତୁଥିବାବେଳେ ସରକାରଙ୍କ ଆବାସ ଯୋଜନାରେ ପକ୍କା ଘରଟିଏ ପାଇବା ପାଇଁ ଅନେକେ ସ୍ବପ୍ନ ଦେଖିଥାନ୍ତି। କିନ୍ତୁ ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ଆବାସ ଯୋଜନାର ସଫଳ ରୂପାୟନ…

ଜୁଲାଇ ୨୧ରେ ସ୍ବତନ୍ତ୍ର ଓଜେଇଇ

ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ଦ୍ୱିତୀୟ ସ୍ବତନ୍ତ୍ର ଓଜେଇଇ। ଏଥିଲାଗି ରବିବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଏହି ଦ୍ୱିତୀୟ ପର୍ଯ୍ୟାୟ ଓଜେଇଇ ପାଇଁ ଆବେଦନ କରିପାରିବେ। ବିଟେକ୍‌ ସହ ବିଟେକ୍‌…

ପ୍ରବଳ ବର୍ଷିବ, ୮ ଜିଲାକୁ ରେଡ୍‌ ଆଲର୍ଟ:ରାଜ୍ୟକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ ସୋମବାରଠାରୁ ପ୍ରବଳ ବର୍ଷିବ। ତେବେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ରଥରେ ଯାନ୍ତି ଦଶାବତାର ଦିଅଁ

ପୁରୀ ଅଫିସ, ୩୦ା୬: ଆସନ୍ତା ୪ ତାରିଖରେ ରଥଯାତ୍ରା। ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ ମହାପ୍ରଭୁ। ଏଥିପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ରଥଖଳାରେ ତିନିରଥ ନିର୍ମାଣ ବି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅଣସରରେ ଥିବା ଠାକୁର ଏବେ ସୁସ୍ଥ ହେଲେଣି।…

ରାଜପ୍ରସାଦ ବିଜେ:ମହାପ୍ରଭୁ ସୁସ୍ଥ ହେବା ଖବର ଜାଣିଲେ ଗଜପତି

ପୁରୀ ଅଫିସ, ୩୦ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଥିଲେ ମହାପ୍ରଭୁ। ଅଣସର ଘରେ ଠାକୁରଙ୍କ ଗୁପ୍ତସେବା ଚାଲିଥିଲା। ଫୁଲୁରୀ ତେଲ ଓ ଓଷୁଅ ଲାଗି ପରେ ଏକାଦଶୀରେ ଦଶମୂଳ ମୋଦକ ଖାଇ ମହାପ୍ରଭୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦ ମୃତ

ଚିକିଟି,୩୦ା୬(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ସୋରଳ ପଞ୍ଚାୟତ କଇଠା ଗ୍ରାମରେ ରବିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି ା ଗ୍ରାମ ମଝିରେ ଥିବା ଗୁହାଳକୁ ପ୍ରବେଶ କରିବା ପୂର୍ବରୁ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦଙ୍କ ମୃତ୍ୟୁ ଘଟିଛି। ବଳଦ ମାଲିକ ରୁପାଙ୍ଗ…

ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ। ଅନେକ ଲୋକପ୍ରିୟ ଚଳଚ୍ଚିତ୍ରରେ ପ୍ରଯୋଜକ ଭାବେ ରାଉତଙ୍କ ଅବଦାନ ସର୍ବଦା ସ୍ମରଣୀୟ…

ଇନ୍‌ଫର୍ମର ସନ୍ଦେହରେ ମାଓବାଦୀ ତିନି ଗ୍ରାମବାସୀଙ୍କୁ ଉଠାଇନେବା ଘଟଣା: ଜଣଙ୍କୁ ହତ୍ୟା, ଦୁଇ ଜଣଙ୍କୁ ଛାଡିଦେଲେ

ମାଲକାନଗିରି,୩୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ଥାନା କୁକୁରକୁଣ୍ଡର ୩ ଗ୍ରାମବାସୀଙ୍କୁ ମାଓବାଦୀ ଉଠାଇ ନେଇଥିଲେ। ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ସେମାନଙ୍କୁ ଉଠାଇନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଗଳାକାଟି ହତ୍ୟା କରିଛନ୍ତି। ମୃତ ବ୍ୟକ୍ତି ହେଲେ ଗୁଜା କୋବାସୀ। ଶନିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri