ଅବହେଳିତ ନୂଆହତା ଗୋଚ୍ଛାୟତସାହି : ସୁଧୁରୁନି ରାସ୍ତା ସମସ୍ୟା
ବଅଁରପାଳ, ୩।୯ (ଡି.ଏନ୍.ଏ) – ସମସ୍ୟା ଘେରରୁ ମୁକୁଳି ପାରୁନି ବଅଁରପାଳ ବ୍ଲକ ମହକୁମା ନିକଟସ୍ଥ ନୂଆହତା ଗୋଚ୍ଛାୟତସାହି। ପାନୀୟ ଜଳ, ରାସ୍ତା ପରି ମୌଳିକ ସୁବିଧା ସାହିବାସୀଙ୍କ ନିକଟରେ ପହଞ୍ଚି ପାରୁନି। ଏଥିଯୋଗୁ ବିଭିନ୍ନ ଅସୁବିଧାରେ ଲୋକେ ହନ୍ତସନ୍ତ ହେଉଛନ୍ତି।…
ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀଙ୍କ ଅଭିଯୋଗ
(ଦୀନେଶ କୁମାର ଦେହୁରୀ) ବନ୍ତଳା,୩ା୯ ହିଂସାର ପଥ ପରିତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତକୁ ଫେରିଥିବା ଜଣେ ମହିଳା ମାଓବାଦୀଙ୍କୁ ଏଯାଏ ମିଳିନି ସମସ୍ତ ସରକାରୀ ସହାୟତା। ଏପରି କି ରହିବା ପାଇଁ ଘର କି ଚଳିବା ପାଇଁ କାମ ଯୋଗାଇ…
ବରିଷ୍ଠ ନାଗରିକ ପରିଷଦର ବୈଠକ:ଅବସରପ୍ରାପ୍ତ ଜିଲା ଜଜ୍ଙ୍କୁ ସଭାପତି ଦାୟିତ୍ୱ
ଢେଙ୍କାନାଳ ଅଫିସ,୩ା୯ ଢେଙ୍କାନାଳ ଭାଗୀରଥିସାଗର ନିକଟସ୍ଥ ପିପାର ସଭା ଗୃହରେ ସଂଘ ସଭାପତି ଦୁର୍ଗା ଚରଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ରବିବାର ଜିଲା ବରିଷ୍ଠ ନାଗରିକ ପରିଷଦର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲାର ବିଭିନ୍ନ ପ୍ରାନ୍ତରୁ ବହୁ ସଭ୍ୟ ଯୋଗ ଦେଇଥିଲେ।…
ଶ୍ରୋତା ପରିଷଦର ରାଜ୍ୟସ୍ତରୀୟ ସମ୍ମିଳନୀ:ଆକାଶବାଣୀ କାର୍ଯ୍ୟକ୍ରମ ସଦା ଆଦରଣୀୟ
ଢେଙ୍କାନାଳ ଅଫିସ,୩ା୯ ଢେଙ୍କାନାଳ ଜିଲା ସଦର ବ୍ଲକ ପଶ୍ଚିମେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆକାଶବାଣୀ ଶ୍ରୋତା ପରିଷଦର ଏକ ରାଜ୍ୟସ୍ତରୀୟ ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଆକାଶବାଣୀ କାର୍ଯ୍ୟକ୍ରମ ସମୀକ୍ଷକ ତଥା ପୁରୀର ବରିଷ୍ଠ ଶ୍ରୋତା ଡା. ଅଜିତ କୁମାର ଦାସଙ୍କ ସଭାପତିତ୍ୱରେ…
ପୁରୀ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୯(ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାସଗୃହ ଅଧିଗ୍ରହଣ ପାଇଁ ସ୍ବତନ୍ତ୍ର ଥଇଥାନ ନୀତି ଅନୁଯାୟୀ କ୍ଷତିପୂରଣ ଦିଆଯିବ। ଅଧିଗୃହିତ ଅଞ୍ଚଳରେ ଥିବା ଘର ଲାଗି ସବୁ ପରିବାରକୁ…
ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନରେ ତାମିଲନାଡୁ ଇଞ୍ଜିନିୟରିଂ ଛାତ୍ରଙ୍କ ସଚେତନତା ପଦଯାତ୍ରା
ଭୋଗରାଇ, ୨।୯(ଡ଼ି.ଏନ୍.ଏ.): ତାମିଲନାଡୁ ମେକାନିକାଲ ଇଞ୍ଜିନିୟରିଂର ଛାତ୍ର ଇନସନଇବେଲ ଜୋଶେଫ ରାଜ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ପାଇଁ ଅଣ୍ଟା ଭିଡିଛନ୍ତି। ଏଥିପାଇଁ ସେ ଏକ ସଚେତନତା ବାର୍ତ୍ତା ନେଇ ପଶ୍ଚିମବଙ୍ଗ ହାୱଡ଼ାରୁ ୧୮୦ କିଲୋମିଟର ପଦଯାତ୍ରା କରି ସୋମବାର ବାଲେଶ୍ୱର…
ଘଡଘଡି ସହ ବର୍ଷା ସମ୍ଭାବନା, ୧୧ ଜିଲାକୁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ସୋମବାର ଘଡିଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ଟି ଜିଲା ପାଇଁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ୧ଟା ୩୦ ଯାଏ ସତର୍କ ରହିବାକୁ…
ଆରଏସ୍ପି କ୍ୱାଟର୍ସରୁ ସେକ୍ସ ରାକେଟ ଠାବ: ୫ ଗିରଫ
ରାଉରକେଲା ଅଫିସ୨।୯: ରାଉରକେଲା ସେକ୍ଟର-୧୭ ଅଞ୍ଚଳରେ ଏକ ଆରଏସ୍ପି କ୍ୱାଟର୍ସରେ ବେଧଡ଼କ ଚାଲୁଥିବା ସେକ୍ସ ରାକେଟ ଠାବ କରାଯାଇଛି। ରବିବାର ବିଳମ୍ବିତ ରାତିରେ ଉକ୍ତ ସ୍ଥାନରେ ସେକ୍ସ ରାକେଟ ଚାଲୁଥିବା ଖବର ପାଇ ସେକ୍ଟର-୧୫ ଥାନା ପୋଲିସ କ୍ୱାଟର୍ସରେ ପହଞ୍ଚି ଚଢ଼ାଉ…
କୁଖ୍ୟାତ ଅପରାଧୀ ମୁସିମ ଏନ୍କାଉଣ୍ଟରରେ ଆହତ
ସମ୍ବଲପୁର ଅଫିସ୍,୨।୯: ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ମୁସିମ ଅଖତାର ଆହତ ହୋଇଛି। ସୋମବାର ଭୋର ୫ଟା ୨୦ ମିନଟରେ ସିଟି ଷ୍ଟେସନ ନିକଟରେ ଏହି ଏନକାଉଣ୍ଟର ଘଟିଛି। ମୁସିମ୍ଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାର ସୂଚନା ମିଳିଛି। ସୂଚନା ଅନୁସାରେ, ସିଟି…
କାର୍ଯ୍ୟକାରୀ ହେଲା ସଂଶୋଧିତ ଗାଇଡ୍ଲାଇନ୍:ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ବଣ୍ଟା ହେଲା ଛତୁଆ
ଭୁବନେଶ୍ୱର, ୨ା୯(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁ, ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କୁ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଉନ୍ନତମାନର ଛତୁଆ ଯୋଗାଇଦେବା ଉଦ୍ଦେଶ୍ୟରେ ସଂଶୋଧିତ ଗାଇଡ୍ ଲାଇନ୍ କାର୍ଯ୍ୟକାରୀ ହୋଇଛି। ଏହି କ୍ରମରେ ରବିବାର ରାଜ୍ୟର…
ମୋ’ବସ୍ରେ ମାଗଣା ଖବରକାଗଜ : ଆଗାମୀ ଦିନରେ ମିଳିବ ଦୂରଭାଷ ପାଠାଗାର ସୁବିଧା
ଭୁବନେଶ୍ୱର,୨ା୯(ବ୍ୟୁରୋ) : କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦ୍ୱାରା ପରିଚାଳିତ ‘ମୋ ବସ୍’ ସେବାରେ ନୂଆ ବ୍ୟବସ୍ଥା ଯୋଡିହୋଇଛି। ବ୍ୟସ୍ତ ଜୀବନଶୈଳୀ ଭିତରେ ଲୋକେ ଖବରକାଗଜ ପଢ଼ିପାରୁନାହାନ୍ତି। ତେବେ ମୋ ବସ୍ ଯାତ୍ରାବେଳେ ଦୈନିକ ଲୋକଙ୍କୁ ମାଗଣା ଖବରକାଗଜ ପଢ଼ିବାର…
ଆରମ୍ଭ ହେଲା ଓ୍ବାନ୍ ନେଶନ ଓ୍ବାନ୍ ରାଶନ
ଭୁବନେଶ୍ୱର,୨ା୯(ବ୍ୟୁରୋ) : ଓଡ଼ିଶାରେ ଆରମ୍ଭ ହୋଇଛି ‘ଓ୍ବାନ୍ ନେଶନ ଓ୍ବାନ୍ ରାଶନ’ ବ୍ୟବସ୍ଥା। ପ୍ରଥମ ପାଇଲଟ୍ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ରବିବାରଠାରୁ ଲାଗୁ କରାଯାଇଛି। ଏହି ନୂଆ ବ୍ୟବସ୍ଥା ଅନୁଯାୟୀ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ…

