ରାଜ୍ୟ

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ ବନ୍ଦ…

ଅର୍ଥନୈତିକ ସର୍ଭେ ରିପୋର୍ଟ ଗଣମାଧ୍ୟମରେ ପ୍ରକାଶକୁ ନେଇ ବିଧାନସଭାରେ ଉଦ୍‌ବେଗ: ସରକାରଙ୍କ କୈଫିୟତ ତଲବ କଲେ ବିରୋଧୀ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥନୈତିକ ସର୍ଭେ ରିପୋର୍ଟ-୨୦୧୮ ସୋସିଆଲ ମିଡିଆରେ ବୁଲୁଛି, ଖବରକାଗଜରେ ପ୍ରକାଶ ପାଇଛି। ହେଲେ ବିଧାୟକମାନଙ୍କୁ ଏପର୍ଯ୍ୟନ୍ତ ଦିଆଗଲା ନାହିଁ। ସରକାରୀ ବିଭାଗର ଓ୍ବେବ୍‌ସାଇଟ୍‌, ଗଣମାଧ୍ୟମ ଏବଂ ସୋସିଆଲମିଡିଆକୁ ଅର୍ଥନୈତିକ ସର୍ଭେ ରିପୋର୍ଟ ଗଲା କେମେିତି? ବଜେଟ…

ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ନେତା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସଭାକୁ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ନେତା। ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତପାତ୍ର ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବଙ୍କୁ ରିଟର୍ଣ୍ଣିଂ ଅଫିସର ନିର୍ବାଚିତ ଘୋଷଣା କରିଛନ୍ତି। ୩ଟି ଆସନ ଲାଗି ତିନି ପ୍ରାର୍ଥୀ ଥିବାରୁ ସେମାନେ ନିର୍ଦ୍ୱନ୍ଦରେ…

ରୋଗୀ ଆଣି ଆସୁଥିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ଟ୍ରକ୍‌କୁ ଧକ୍କା ଦେଇ ବାଇକ୍‌କୁ ପିଟିଲା, ୭ ଗୁରୁତର

ସମ୍ବଲପୁର,୨୮।୬(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ୫୫ ହାତୀବାରୀ ଛକଠାରେ ଶୁକ୍ରବାର ରୋଗୀ ଆଣି ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲା ସଦର ଡାକ୍ତରଖାନାରେ ଚିକିତ୍ସା କରାଯାଉଥିବା ବେଳେ ଗୁରୁତର ୩ଜଣଙ୍କୁ…

୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍‌ସ କମ୍ପ୍ଲେକ୍ସ:  ଅଲିମ୍ପିକ୍‌, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର। ଏ ନେଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ସରିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ।…

ମାଲକାନଗିରି ପରେ ଏବେ ଏସ୍‌ସିବି: ଟିକ୍‌ଟକ୍‌ରେ ମାତିଛନ୍ତି ଆଟେଣ୍ଡାଣ୍ଟ, ଭିଡିଓ ଭାଇରାଲ

କଟକ ଅଫିସ, ୨୮।୬: ମାଲକାନଗିରି ପରେ କଟକ ଏସ୍‌ସିବି ମେଡିକାଲରେ ସମାନ ଅବସ୍ଥା। ପୂର୍ବରୁ ଅସହାୟ ରୋଗୀମାନେ ବିିଭିନ୍ନ ସମୟରେ ଚିକିତ୍ସା ନ ପାଇଁ ମୃତ୍ୟୁବରଣ କରୁଥିବା ଖବର ଏସ୍‌ସିବି ମେଡିକାଲକୁ ଯଥେଷ୍ଟ ବଦନାମ କରିଛି। ଏବେ ଅସହାୟ ରୋଗୀଙ୍କ ସେବାରେ…

ରଥଯାତ୍ରା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ୩ ଦିନ ପିପିଲି ଟୋଲ୍‌ ଗେଟ୍‌ ଫ୍ରି, ସଜାଗ ରହିବ ଆମ୍ବୁଲାନ୍ସ

ପୁରୀ ଅଫିସ, ୨୮।୬: ଜୁଲାଇ ୪ରେ ରଥଯାତ୍ରା। ଏ ନେଇ ଜିଲାପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ନିବାସ ସମ୍ମିଳନୀ କକ୍ଷରେ ଶେଷ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ବିଭିନ୍ନ ପ୍ରସ୍ତୁତି…

ଜିଲା ପ୍ରଶାସନର ରଥଯାତ୍ରା ପ୍ରସ୍ତୁତି : ରହିବ ୩୦ ଆମ୍ବୁଲାନ୍ସ, ଖୋଲିବ ୩୧ ଫାଷ୍ଟଏଡ୍‌ ସେଣ୍ଟର

ପୁରୀ ଅଫିସ, ୨୮।୬ : ଆସନ୍ତା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଲାଗି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି। ରଥଯାତ୍ରାଠାରୁ ବାହୁଡ଼ାଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପୁରୀରେ ଯାତ୍ରୀ, ପର୍ଯ୍ୟଟକଙ୍କ ଗହଳି…

ରଥଯାତ୍ରା ପାଇଁ ବ୍ୟବସ୍ଥାବଳୀ : ୩ ରଥରେ ରହିବେ ୨୧୦ ସେବକ, କର୍ମଚାରୀ

ପୁରୀ ଅଫିସ, ୨୮।୬ : ଘୋଷଯାତ୍ରାର ଆଦ୍ୟପର୍ବ ସ୍ନାନଯାତ୍ରା ଶେଷ ହୋଇଛି। ମହାପ୍ରଭୁ ଏବେ ଅଣସରରେ। ଆଗକୁ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ଏହି ମହାନ ପର୍ବକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା…

ଅଲାରପୀଠ: ଭକ୍ତର ଭାବରେ ତରଳିଛି ପଥର

ବ୍ରହ୍ମଗିରି, ୨୮।୬(ଡି.ଏନ୍‌.ଏ.): ଯୁଗେ ଯୁଗେ ଭକ୍ତର ଭାବରେ ବନ୍ଧା ପଡ଼ିଛନ୍ତି ଭଗବାନ। ଭକ୍ତିର ଶକ୍ତି ଏତେ ଅଧିକ ଯେ, ଏହାର ପ୍ରଭାବରେ ପଥର ବି ତରଳି ଯାଇଥାଏ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳେ ବ୍ରହ୍ମଗିରି ଅଲାରନାଥ ପୀଠରେ। ଏହି ପୀଠରେ…

ବିଧାନସଭାରେ ଉତ୍ତର ରଖିଲେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ : ‘ଧରିତ୍ରୀ’ ସର୍ବାଧିକ ପ୍ରସାରିତ ଖବରକାଗଜ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ପ୍ରସାରିତ ଖବରକାଗଜଗୁଡିକ ମଧ୍ୟରୁ ‘ଧରିତ୍ରୀ’ ପ୍ରସାରଣ ସର୍ବାଧିକ। ଚଳିତ ବର୍ଷ ଜାନୁୟାରୀ ୨୪ରେ ପ୍ରକାଶିତ ତଥ୍ୟକୁ ଆଧାର କରି ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି। ଭଣ୍ଡାରିପୋଖରୀ ବିଧାୟକ…

ବାଟୋଇଙ୍କ ପାଇଁ ମାନସିଂହଙ୍କ ମାହାଲ ଖଞ୍ଜା

ମହାପ୍ରଭୁଙ୍କ ଉପାସନା ପରମ୍ପରା କେବଳ ଏକ ଉଦାରବାଦୀ ପରମ୍ପରା ନୁହଁ, ମଣିଷ ପଣିଆର ମୂଲ୍ୟବୋଧ ପରମ୍ପରା ମଧ୍ୟ। ଏହାର ରହସ୍ୟ ଭେଦିବା ବଁା ହାତର ଖେଳ ନୁହେଁ, କିନ୍ତୁ ଭେଦି ହେବନି, ସେ କଥା ବି ନୁହେଁ । ଯିଏ ଭେଦିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri