Odisha Elections 2024

ରାଜ୍ୟ

ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର, ୨୫ା୭(ସୁନିତ୍‌ ମିଶ୍ର):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁର୍ମୁ ରାଷ୍ଟ୍ରପତି ଭବନରୁ ୩ଟା ୨୫ମିନିଟ୍‌ରେ ବାହାରି ୩ଟା ୪୦ମିନିଟ୍‌ରେ ପାଲମ ବିମାନବନ୍ଦରଠାରେ ପହଞ୍ଚିବେ। ସେଠାରୁ ୩ଟା ୫୦ମିନିଟ୍‌ରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ...

ଘରୋଇ କଳହ ଜୀବନ ନେଉଛି

ଭୁବନେଶ୍ୱର,୨୫ା୭(ସତ୍ୟଜିତ୍‌ ରାଉତ):ପରିବାର ସଦସ୍ୟଙ୍କ ମଧ୍ୟରେ ସ୍ନେହଶ୍ରଦ୍ଧା ଦ୍ୱାରା ସମ୍ପର୍କ ମଜଭୁତ ହୋଇଥାଏ। ହେଲେ ଅନେକ ସମୟରେ ଭୁଲ୍‌ ବୁଝାମଣା ଓ ମତଭେଦ ଏବଂ ବିଭିନ୍ନ ସମସ୍ୟା ପାଇଁ ଏହି ସମ୍ପର୍କରେ ତିକ୍ତତା ସୃଷ୍ଟି ହେଉଛି। ପରବର୍ତ୍ତୀ ସମୟରେ ଏହା ବିପଦ...

ବଦଳିଲେ ୧୨ ଓଏଏସ୍‌ ଅଧିକାରୀ

ଭୁବନେଶ୍ୱର,୨୨ା୭(ଅନିଲଦାସ)-ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅବକାରୀ ବିଭାଗ ଅତିରିକ୍ତ କମିଶନର ରାମଚନ୍ଦ୍ର ପଣ୍ଡାଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)...

୨୫ରେ ଲଘୁଚାପ: ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୭(ଅନିଲଦାସ): ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୋମବାର ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଉକ୍ତ ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା...

ସ୍ତ୍ରୀ, ପୁଅଙ୍କ ତଣ୍ଟିଚିପି ହତ୍ୟାକଲେ ସ୍ବାମୀ

ଭଦ୍ରକ,୨୪ା୭(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ପଞ୍ଚାୟତ କୁଶଗଡ଼ିଆ ଠାରେ ଜଣେ ମଦ୍ୟପ ସ୍ବାମୀ ସ୍ତ୍ରୀ ଓ ପୁଅର ତଣ୍ଟି ଚିପି ହତ୍ୟା କରିଛନ୍ତି। ସୂଚନାନୁଯାୟୀ, କୁଶଗଡ଼ିଆଠାରେ ବନ୍ତ ଥାନା ଦୋଳପଦୀ ଗ୍ରାମର ଉମେଶ ନାୟକ ଏକ...

ରେଳଧାରଣାରୁ ଦମ୍ପତିଙ୍କ ମୃତଦେହ ଜବତ

ଭୁବନେଶ୍ୱର,୨୪ା୭(ସୂର୍ଯ୍ୟକାନ୍ତ ବେହେରା): ବାଣୀବିହାର ଷ୍ଟେଶନ ନିକଟସ୍ଥ ବମିଖାଲ ରେଳଧାରଣାରୁ ସୋମବାର ସକାଳୁ ଜିଆରପି ଏକ ଦମ୍ପତିଙ୍କ ମୃତଦେହ ଜବତ କରିଛି। ଦମ୍ପତିଙ୍କ ଘର କଟକରେ ହୋଇଥିବା ବେଳେ ଉଭୟ ସହିଦନଗର ଶାନ୍ତିପଲି ବସ୍ତିରେ ରହୁଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା...

୮୯ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମଲେଖା ବନ୍ଦ

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସିଟ୍‌ ତୁଳନାରେ ଯୁକ୍ତ୨ ନାମଲେଖା ହାର କମ୍‌ ଥିବା ବା ଆଦୌ ହୋଇ ନ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଏଚ୍‌ଏସ୍‌ଏସ୍‌୍‌) ଉପରେ ପଦକ୍ଷେପ ଆରମ୍ଭ ହୋଇଛି। ରାଜ୍ୟର ୮୯ଟି ଏଚ୍‌ଏସ୍‌ଏସ୍‌ରେ ଆଉ ନାମଲେଖା ହେବ ନାହିଁ।...

ଆସୁଛି ଆଉ ଏକ ଲଘୁଚାପ, ବଢ଼ିବ ବର୍ଷା

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସାରା ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଖରା, ଗୁଳୁଗୁଳି ଭିତରେ ତୁହାକୁ ତୁହା ବର୍ଷୁଛି। ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ...

ସାପ କାମୁଡ଼ା ମୃତ୍ୟୁରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୪।୭(ଅଭିଜିତ ଦାସ): ଓଡ଼ିଶାରେ ସାପ କାମୁଡ଼ା ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବର୍ଷାଦିନ ଆସିଲେ ସାପକୁ ନେଇ ବିଶେଷକରି ଗ୍ରାମାଞ୍ଚଳରେ ଭୟ ବଢ଼ୁଛି। ଉନ୍ନତ ଚିକିତ୍ସା ବ୍ୟବସ୍ଥା ନ ଥିବାରୁ ସାପ କାମୁଡ଼ା ରୋଗୀଙ୍କ ଜୀବନ ବିପଦ ମୁହଁକୁ ଠେଲି ହୋଇଯାଉଥିବା ଅଭିଯୋଗ...

ଜେଇ ସିଭିଲ ମେନ୍‌ ପରୀକ୍ଷା ରଦ୍ଦ

ଭୁବନେଶ୍ୱର/ବାଲେଶ୍ୱର, ୨୪।୭ (ଅନୁରାଧା ମହାରଣା /ମାନସ ବିଶ୍ୱାଳ): ଗତ ୧୬ ତାରିଖରେ ହୋଇଥିବା ଜେଇ ସିଭିଲ ମେନ୍‌ ପରୀକ୍ଷାକୁ ରଦ୍ଦ କରାଯାଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ କମିଶନ (ଓଏସ୍‌ଏସ୍‌ସି) ଅଧ୍ୟକ୍ଷ ଅଭୟ ରବିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପରୀକ୍ଷା...

ବିଷାକ୍ତ ଛତୁଖାଇ ଗୋଟିଏ ପରିବାରର ୪ ଅସୁସ୍ଥ

ଖଡ଼ିଆଳ,୨୩।୭(ସୁଜିତ୍‌ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଳକ ବଙ୍କାପୁର ଗ୍ରାମର ଗୋଟିଏ ପରିବାରର ୪ଜଣ ବିଷାକ୍ତ ଛତୁଖାଇ ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ବଙ୍କାପୁର ଗ୍ରାମର ପଦ୍ମାବତୀ ବେଭେରା...

କୋଟିଆରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ

ପଟ୍ଟାଙ୍ଗି,୨୩ା୭( ଶରତ ଧଳ): କୋରାପୁଟ ଜିଲା ଗସ୍ତରେ ରବିବାର କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ଆସିଥିଲେ। ପ୍ରଥମେ ସେ ଜିଲା ମୁଖ୍ୟାଳୟରେ ବିଭାଗୀୟ ଅଧିକାରୀମାନଙ୍କ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରି ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri