‘ମୋ ବସ’ରୁ ପାଇଥିବା ଟଙ୍କା ଫେରାଇଲେ ଡ୍ରାଇଭର: ସମ୍ବର୍ଦ୍ଧିତ କଲା କ୍ରୁଟ
ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜଧାନୀ ରାସ୍ତାରେ ଟଙ୍କା ଲୁଟିବାକୁ ଲୁଟେରା ଚାହିଁ ରହିଛନ୍ତି। କିଛି ଲୋଭି ମଣିଷ ଅଛନ୍ତି ରାତାରାତି ଧନୀ ହେବାକୁ ଭଗବାନଙ୍କୁ ଡାକିଥାନ୍ତି। ରାସ୍ତାରେ ଟଙ୍କା ଥଳି ମିଳିଯାଆନ୍ତା କି, କାହା ପକେଟରୁ ପର୍ସ ଗଳିପଡ଼ନ୍ତା କି, ଏମିତି ଅନେକ…
ଭଦ୍ରକ ହେବ ସ୍ମାର୍ଟସିଟି: ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ
ଭଦ୍ରକ ଅଫିସ, ୨୭।୬- ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ନବନିର୍ବାଚିତ ବିଧାୟକ ସଞ୍ଜୀବ ମଲ୍ଲିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସହର ସାରା ଅଧିକାଂଶ ରାସ୍ତାକଡ଼ ଜବରଦଖଲକାରୀଙ୍କ କବ୍ଜାରେ ରହିଥିବାରୁ ତାହା ସମସ୍ୟା ସୃଷ୍ଟି କରୁଥିଲା। ପ୍ରଥମ ପର୍ଯ୍ୟାୟରେ ଗୁରୁବାର ଜିଲାପାଳଙ୍କ…
ଦାୟିତ୍ୱ ନେଲେ ନୂଆ ବିଏମ୍ସି କମିଶନର: ପ୍ରେମଚନ୍ଦ୍ର ଚୌଧୁରୀ
ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜ୍ୟର ବୃହତମ ସ୍ବାୟତ ସଂସ୍ଥା ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ରେ ନୂଆ କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଯୋଗ ଦେଇଛନ୍ତି। ଗୁରୁବାର ସକାଳ ୯ଟା ୩୦ରେ କାର୍ଯ୍ୟରେ ଯୋଗ ଦେବାପରେ କର୍ମଚାରୀଙ୍କ ସହ ଆଲୋଚନ କରି ସେ କହିଛନ୍ତି, ସବୁବର୍ଗର ନାଗରିକଙ୍କୁ…
ଓଡ଼ିଶାରେ ଏବେ ବି ୩୨% ଗରିବ ଅଛନ୍ତି; ୨୦୧୧ ପରଠାରୁ ଗରିବ ଆକଳନ ହୋଇନାହିଁ: ପଦ୍ମନାଭ ବେହେରା
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗରିବ ବଢ଼ିଛି ନା କମିଛି। ଗରିବ ମାପିବାର ମାନଦଣ୍ଡ କ’ଣ। ଏହାକୁ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ସ୍ଥିର କରନ୍ତି। ଏବେ ରାଜ୍ୟରେ କେତେ ବ୍ୟକ୍ତି ଦାରିଦ୍ର୍ୟ ସୀମାରେଖା ତଳେ ରହିଛନ୍ତି। ଦାରିଦ୍ର୍ୟ ଦୂର କରିବାକୁ ରାଜ୍ୟରେ…
ଓଡ଼ିଶାରେ ୫୦୩ ଆର୍ଆଇ, ଅମିନ ପଦବୀ ଖାଲି
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଆର୍ଆଇ ଏବଂ ଅମିନ ପଦବୀ ଖାଲିପଡ଼ିଥିବା ନେଇ ବିଧାନସଭାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟମାନେ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆର୍ଆଇ ନ ଥିବାରୁ ଡିମାର୍କେଶନ କାମ କରିହେଉନି। ବାତ୍ୟା ‘ଫନୀ’ରେ ଗରିବ ଲୋକଙ୍କ ଘର…
ମହମ୍ମଦ ବାଜିଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ‘ଦେଶ ଜଣେ ସଚ୍ଚା ଗାନ୍ଧୀବାଦୀଙ୍କୁ ହରାଇଲା’
ଭୁବନେଶ୍ୱର,୨୭।୬(ବ୍ୟୁରୋ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ବାଜି ଭାରତୀୟ ମୁକ୍ତି ସଂଗ୍ରାମର ଅନନ୍ୟ ଯୋଦ୍ଧା ଥିଲେ। ସେ ମହାତ୍ମା ଗାନ୍ଧୀଙ୍କ ସହ…
ଶିଶୁପୁତ୍ରଙ୍କୁ ଘରେ ତାଲା ପକାଇ ପଳାଇଲେ ମା’, ଉଦ୍ଧାର କଲା ଚାଇଲ୍ଡଲାଇନ୍
କଟକ ଅଫିସ,୨୭।୬: କଟକ ଜିଲା ବିଡ଼ାନାସୀ ଥାନା ଅଧୀନରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବନ୍ଦ ଘରୁ ୪ ବର୍ଷର ଶିଶୁପୁତ୍ରଙ୍କୁ ଉଦ୍ଧାର କରାଯାଇଛି। ତେବେ ଶିଶୁଙ୍କୁ ଘରେ ଭିତରେ ରଖି ବାହାରୁ ତାଲା ପକାଇ ମା’…
ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ପରଲୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଅନ୍ତ୍ୟେଷ୍ଟିକ୍ରିୟା
ନବରଙ୍ଗପୁର,୨୭ା୬(ବି.ପ୍ର.)- ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ୧୦୩ ବର୍ଷରେ ପରଲୋକ ଘଟିଛି। ନବରଙ୍ଗପୁର ସହରସ୍ଥିତ ସୁନାରୀ ସାହିରେ ଥିବା ତାଙ୍କ ନିଜ ବାସଭବନଠାରେ ପୂର୍ବାହ୍ନ ୧୦.୧୫ମିନିଟ୍ରେ ତାଙ୍କ ଦେହାନ୍ତ ହୋଇଛି। ତେବେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗାର୍ଡ ଅଫ୍ ଅନର୍ ଦିଆଯିବା…
ପଢ଼ୁଛନ୍ତି ୧୦ରୁ କମ୍ ଛାତ୍ରୀଛାତ୍ର: ବନ୍ଦ ହେବ କାକଟପୁର ବ୍ଲକର ୪, ଅସ୍ତରଙ୍ଗ ବ୍ଲକର ୩ ବିଦ୍ୟାଳୟ
କାକଟପୁର,୨୭।୬(ଡି.ଏନ୍.ଏ.): ପ୍ରାଥମିକ ବିଦ୍ୟାଳୟରେ ୧୦ରୁ କମ୍ ଛାତ୍ରୀଛାତ୍ର ପାଠ ପଢ଼ୁଥିଲେ, ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବନ୍ଦ କରିଦିଆଯାଇଥିବା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ପଠାଯିବାକୁ ବ୍ୟବସ୍ଥା ହୋଇଛି। ଏପରିକି ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କ ଉପସ୍ଥାନ ହାର…
ବିଧାନସଭା ନୂଆ ଉପବାଚସ୍ପତି ହେଲେ ରଜନୀକାନ୍ତ ସିଂ
ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ ପାଇଁ ରଜନୀକାନ୍ତଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…
ଛେଳି ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ: ୧ ଲକ୍ଷ ଟଙ୍କା ଲୁଟିନେଲେ ରାଜପଥ ଲୁଟେରା
ଛେଣ୍ଡିପଦା,୨୭।୬(ଡି.ଏନ୍.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡ଼ା ଥାନା ଅନ୍ତର୍ଗତ ସାଆନ୍ତରାପୁର ଗ୍ରାମ ନିକଟରେ ଗୁରୁବାର ସକାଳେ ଜଣେ ଛେଳି ବ୍ୟବସାୟୀ ଲୁଟର ଶିକାର ହୋଇଛନ୍ତି। ସେ ହେଲେ ଅନୁଗୋଳ ଥାନା ଅନ୍ତର୍ଗତ ଶାବଳଭଙ୍ଗା କରଞ୍ଜ ସାହି ଗ୍ରାମର ଡମ୍ବରୁ…
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ବ୍ୟବସ୍ଥା: ଡ୍ରୋନ୍, ସିସିଟିଭି କ୍ୟାମେରା ଲେନ୍ସରେ ରହିବ ପୁରୀ ଷ୍ଟେଶନ
ଜଟଣୀ,୨୭ା୬(ଡି.ଏନ.ଏ.) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ରେଳଯାତ୍ରୀଙ୍କ ପାଇଁ ରେଳପଥ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ପରି ଚଳିତବର୍ଷ ଅଧିକ ସଂଖ୍ୟାରେ ସ୍ବତନ୍ତ୍ର ଟ୍ରେନ୍ର ବ୍ୟବସ୍ଥା କରାଯାଇଛି। ଏଥିସହ ଅନ୍ୟାନ୍ୟ ସୁବିଧା ସହ ଯାତ୍ରୀଙ୍କ…
Archives


