ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚିଲେ ମନ୍ତ୍ରୀ
ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ। ମନ୍ତ୍ରୀ ଉକ୍ତ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ୍ ଏବଂ କର୍ମଚାରୀମାନଙ୍କ ଉପସ୍ଥାନ ଯାଞ୍ଚ କରିଥିଲେ ା…
ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ ଜଗା-କାଳିଆ:୭ରୁ ଏସ୍ସିବିରେ ଚିକିତ୍ସା
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ଆସନ୍ତା ୭ ତାରିଖରେ ଓଡ଼ିଶାରେ ପହଞ୍ଚତ୍ବା ପରେ ସେମାନଙ୍କୁ ସିଧା କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ନିଆଯାଇ ଚିକିତ୍ସା ଆରମ୍ଭ କରାଯିବ…
ଧୋଇଗଲା କଲଭର୍ଟ ପାର୍ଶ୍ୱ ରାସ୍ତା
ଫୁଲବାଣୀ ଅଫିସ,୩୦ା୮- ତୁମୁଡ଼ିବନ୍ଧ ବ୍ଲକର ଉପାନ୍ତ ତଥା ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବେ ପରିଚିତ ଲଙ୍କାଗଡ଼ ପଞ୍ଚାୟତ କାରୁକୁଡି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ କିଛିଦିନ ଧରି ଲଗାଣବର୍ଷାରେ ଗ୍ରାମକୁ ସଂଯୋଗ କରୁଥିବା ଏକ ନାଳ ଉପରେ ନିର୍ମିତ କଲଭର୍ଟ…
ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ଉତ୍ତେଜନା
ଖଲ୍ଲିକୋଟ,୩୦ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଭିକାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଛି। ଖାଦ୍ୟ ଥାଳିରେ ପୋକ ବାହାରିବା ନେଇ ଛାତ୍ରୀଛାତ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ। ଖବର ପାଇ ଗ୍ରାମବାସୀ ଓ…
ଭଞ୍ଜନଗର ସହରରେ ଜବରଦଖଲ ଉଚ୍ଛେଦ
ଭଞ୍ଜନଗର,୩୦।୮(ଡି.ଏନ.ଏ)- ବହୁ ପ୍ରତିକ୍ଷିତ ଭଞ୍ଜନଗର ଏନ୍ଏସିର ଖଲାସି ସାହିରୁ ଗୁରୁବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉଚ୍ଛେଦ ଆରମ୍ଭ ସମୟରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ଉଚ୍ଛେଦ ପ୍ରକ୍ରିୟା ସ୍ବାଭାବିକ ହୋଇଥିଲା। ଖଲାସି ସାହିରେ ଆଜି ୪୦ ପ୍ରତିଶତ ଉଚ୍ଛେଦ…
ବିପଦପୂର୍ଣ୍ଣ ଅବସ୍ଥାରେ ପୋଲ
ଯୋଡ଼ା, ୩୦।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ରାଜ୍ୟ ରାଜପଥ ନଂ ୨ ବାମେବାରୀ-ବାଂଶପାଣି ରାସ୍ତା ରେ ଥିବା ବିଭିନ୍ନ ପୋଲ ଗୁଡିକ ଭାଙ୍ଗି ଜରାଜୀର୍ଣ୍ଣ ହୋଇପଡିଛି। ଜରିବାହାଲ ଡିଆଇଏଲ ଛକ ନିକଟସ୍ଥ ପୋଲ, ଜୁରୁଡି ହାଟପଦା ନିକଟସ୍ଥ ପୋଲ, ଜୁରୁଡି ଦଲକି…
ଟୁଇଟ୍ ପରେ ଚାଉଳ ମିଳିବା ପ୍ରସଙ୍ଗ: ଭଗବାନପୁରରେ ସ୍ବତନ୍ତ୍ର ଟିମ୍ର ତଦନ୍ତ
ଭଦ୍ରକ ଅଫିସ, ୩୦।୮- ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଭଗବାନପୁର ପଞ୍ଚାୟତ ଅନହରପୁର ଗଁାରେ ପାଞ୍ଚାଳୀ ଜେନା ନାମ୍ନୀ ଜଣେ ରାଶନକାର୍ଡ ହିତାଧିକାରୀ ଦୀର୍ଘମାସ ଧରି ସାମଗ୍ରୀ ପାଉ ନ ଥିଲେ। ସେହି ଗଁାର ସନ୍ତୋଷ ମହାପାତ୍ର ନାମକ ଜଣେ…
ଆଜି ମେଡିକାଲ କାଉନ୍ସେଲିଂ
ଭୁବନେଶ୍ୱର,୩୦-୮(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ମେଡିକାଲ କଲେଜରେ ଖାଲିଥିବା ଏମ୍ବିବିଏସ୍ ସିଟ୍ଗୁଡ଼ିକ ଲାଗି ଶୁକ୍ରବାର ପୁଣି ଥରେ କାଉନସେଲିଂ ହେବ। ୧୦ଟି ଏମ୍ବିବିଏସ୍ ସିଟ୍ରେ ନାମଲେଖା ପାଇଁ ଅନୁଷ୍ଠିତ ହେବାକୁ ଥିବା ଏହି କାଉନସେଲିଂରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ବିଭିନ୍ନ…
ପକ୍କାଘର: ପୂରଣ ହୋଇପାରୁନି ଧାର୍ଯ୍ୟଲକ୍ଷ୍ୟ
ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟରେ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ଯୋଗାଇ ଦିଆଯିବ ପକ୍କାଘର। ୨୦୧୯ ଡିସେମ୍ବର ସୁଦ୍ଧା ରାଜ୍ୟ ସରକାର ଏବଂ ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ଦେବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରତିବର୍ଷ ୫ ଲକ୍ଷ ପକ୍କାଘର ନିର୍ମାଣ କରିବାକୁ ବିଜେଡି…
୨ରେ ଲଘୁଚାପ, ଅଧିକ ବର୍ଷିବ ନାହିଁ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ…
ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଦରମାରେ ଖର୍ଚ୍ଚ ନ କରି ଜଙ୍ଗଲ ସୃଷ୍ଟି କର, କାମ୍ପା ପାଣ୍ଠିରେ ରାଜ୍ୟକୁ ମିଳିଲା ୫୯୩୪ କୋଟି
ଭୁବନେଶ୍ୱର, ୨୯।୮ (ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା(କାମ୍ପା) ପାଇଁ ଜାତୀୟ କ୍ଷତିପୂରକ ବନୀକରଣ ଜମା ରାଶିରୁ କେନ୍ଦ୍ର ସରକାର ଓଡିଶା ଅଂଶଧନ ୫୯୩୩.୯୮ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଗୁରୁବାର ନୂଆଦିଲ୍ଲୀଠାରେ ପରିବେଶ ଭବନଠାରେ ଅନୁଷ୍ଠିତ ରାଜ୍ୟ ଜଙ୍ଗଲ…
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀଙ୍କ ସହ ୟୁନିସେଫ୍ ମୁଖ୍ୟକ୍ଷେତ୍ର ଅଧିକାରୀଙ୍କ ଆଲୋଚନା
ଭୁବନେଶ୍ୱର,୨୯।୮(ବ୍ୟୁରୋ): ୟୁନିସେଫ୍ର ମୁଖ୍ୟ କ୍ଷେତ୍ର ଅଧିକାରୀ ମୋନିକା ନେଲ୍ସେନ୍ ଗୁରୁବାର ସଚିବାଳୟଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ, କାର୍ଯ୍ୟକାରୀ ହେଉଥିବା ସମ୍ପୂର୍ଣ୍ଣା ଯୋଜନା ଓ…

