ରାଜ୍ୟ

ଆର୍‌ପିଏଫ୍‌ର ‘ସକ୍ଷମ’ ଟ୍ରେନିଂ: ଯାତ୍ରୀଙ୍କୁ କରିବ ମାର୍ଜିତ ବ୍ୟବହାର

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ରେଳ ସୁରକ୍ଷା ବଳ(ଆରପିଏଫ୍‌) ପକ୍ଷରୁ ସୋମବାରଠାରୁ ୫ଦିନିଆ ‘ସକ୍ଷମ’ ତାଲିମ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆରପିଏଫ୍‌ ଯାତ୍ରୀଙ୍କ ସହ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ହେଉଛି ଏହି ତାଲିମର ମୂଳ ଲକ୍ଷ୍ୟ। ଏବେ ପୂର୍ବତଟ ରେଳପଥର ସବୁ…

ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଲା କମିଶନରେଟ୍‌ ପୋଲିସ: ଗାଡ଼ିରେ ତାଲା ପକାଇ ଜରିମାନା ଆଦାୟ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି ବେଆଇନ୍‌ ପାର୍କିଂ। ତେଣୁ ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଛି କମିଶନରେଟ୍‌ ପୋଲିସ। ଏଣିକି ଏଣେତେଣେ ମନଇଚ୍ଛା ଗାଡ଼ି ପାର୍କିଂ କରୁଥିବା ଲୋକଙ୍କୁ ଜରିମାନା ଗଣିବାକୁ ପଡ଼ିବ। ରାସ୍ତାରୁ ଆଉ ଏଭଳି…

ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ

କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି ହାଇକୋର୍ଟ…

ଚିଲିକାରେ ଅଟକି ରହିଥିବା ଜାହାଜରୁ ତେଲ କାଢ଼ିବା ପ୍ରକ୍ରିୟା ଆରମ୍ଭ: ପଡ଼ିଲା ପାଇପ, ଆଜି ବାହାରିିବ ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୯।୮ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ରାଜହଂସ ଓ ଖିରିସାହି ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଜିନ ହଓ୍ବା ୪୨ ଲାଗିଛି। ଜାହାଜଟି ଦୀର୍ଘ ୨୧ ଦିନ ଧରି ଲାଗି ରହିଥିବା…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅଚାନକ ଚଢ଼ାଉ: ଧରାପଡ଼ିଲେ ୮ ଅଣଛାତ୍ର

କଟକ ଅଫିସ,୨୯।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ବୁଧବାର ରାତି ପ୍ରାୟ ୧୦ଟାରେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ଅଚାନକ ଚଢ଼ାଉ କରିଛନ୍ତି। ଏହି ସମୟରେ ବିଶ୍ୱବିଦ୍ୟାଳୟ ପରିସରରେ ୮ଜଣ ଅଣଛାତ୍ର ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ପୋଲିସ ପଚରାଉଚରା କରି ଛାଡ଼ି ଦେଇଥିବା…

ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ, ୨୯।୮: ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି। ଏହାକୁ ବିଶ୍ୱସ୍ତରୀୟ ପାଠାଗାରରେ ପରିଣତ କରାଯିବ। ଏଥିରେ ଥିବା ଦୁର୍ମୂଲ୍ୟ ପୁସ୍ତକ, ପୋଥି ଓ ବିଭିନ୍ନ ନଥିପତ୍ରର ସଂରକ୍ଷଣ ହେବ। ଏହି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ ଭୂଅର୍ଜନ…

ନିଶ୍ଚିହ୍ନ ହେବ ଦ୍ୱାଦଶ ଶତାବ୍ଦୀର ଏମାର ମଠ

ପୁରୀ ଅଫିସ, ୨୯।୮: ଶ୍ରୀମନ୍ଦିରର ସୁରକ୍ଷା ଏବେ ଚ୍ୟାଲେଞ୍ଜ ହୋଇଛି। ଆତଙ୍କବାଦୀଙ୍କ ଟାର୍ଗେଟରେ ବଡ଼ଦେଉଳ ରହିଥିବା ନେଇ ଏକାଧିକଥର କେନ୍ଦ୍ର ଗୋଇନ୍ଦା ସଂସ୍ଥାରୁ ଚିଠି ଆସିବା ପରେ ଏଥର ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। ଆଉ ମେଘନାଦ ପାଚେରିଠାରୁ…

ରାଜ୍ୟସ୍ତରୀୟ ଯୁବସଂସଦ ପ୍ରତିଯୋଗିତା: ‘ଗଣତନ୍ତ୍ର ଓ ସଂସଦ ସମ୍ପର୍କରେ ଛାତ୍ରୀଛାତ୍ର ଜାଣିବା ଉଚିତ’

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଶିକ୍ଷକ ଓ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ ଆନୁକୂଲ୍ୟରେ ବୁଧବାର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟର୍ସ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ‘ଯୁବସଂସଦ ପ୍ରତିଯୋଗିତା’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା: ପ୍ରସ୍ତୁତିର ସମୀକ୍ଷା କଲେ ଡିଜିପି

କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପୋଲିସ ଡିଜି ବିିଜୟ କୁମାର ଶର୍ମା…

ଲିଟିଲ୍‌ ମିସ୍‌ ପ୍ରତିଯୋଗିତା: ଓଡ଼ିଆ ଝିଅ ସରନ୍ୟାଙ୍କ କମାଲ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ଜଣକ ପରେ ଜଣେ ଓଡ଼ିଆ ପ୍ରତିଭା ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରି ରାଜ୍ୟ ପାଇଁ ଗୌରବ ଆଣୁଛନ୍ତି। ବିଶ୍ୱ ଯୁବ ସମ୍ମିଳନୀରୁ ଆରମ୍ଭକରି ଲିଟିଲ୍‌ ମିସ୍‌ ୟୁନିଭର୍ସ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ନିଜ ପ୍ରତିଭା ପ୍ରତିପାଦନ କରୁଛନ୍ତି…

ଇତିହାସ ରଚିଲେ ଓଡ଼ିଆ ଛାତ୍ର ଅଶ୍ୱଥ ନାରାୟଣ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଚଳିତବର୍ଷ ସର୍ବାଧିକ ପଦକ ଜିତି ସ୍ବତନ୍ତ୍ର ସ୍ଥାନ ଅଧିକାର କରିିଛି ଭାରତ। ରୁଷିଆର କାଜାନ୍‌ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାରତ ଗୋଟିଏ ସ୍ବର୍ଣ୍ଣ ପଦକ ସହ ଗୋଟିଏ ରୌପ୍ୟ ଏବଂ…

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଭେଳିକି :ଜୀବିକା ଛଡ଼ାଇନେଲେ ରାଜ୍ୟ ବାହାର ଭେଣ୍ଡର

ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି। ଗାଡ଼ି କିଣିବା ସମୟରେ ଏହି ନମ୍ବର ପ୍ଲେଟ ଲାଗି କରି ଆସିବ। ବିନା ନମ୍ବରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?