ରାଜ୍ୟ

‘ସମ୍ପୂର୍ଣ୍ଣା’ ଯୋଜନାକୁ ଅଧିକ କ୍ରିୟାଶୀଳ କରାଯିବ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁ ହାର ହ୍ରାସ ଲାଗି କାର୍ଯ୍ୟକାରୀ ହେଉଥିବା ‘ସମ୍ପୂର୍ଣ୍ଣା’ ଯୋଜନାକୁ ଅଧିକ କ୍ରିୟାଶୀଳ କରିବାକୁ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ଏଥିଲାଗି ଆୟୋଜିତ ଏକ…

ନବରଙ୍ଗପୁର ଜିଲା ଚାଷୀଙ୍କ ଉନ୍ନତି ପାଇଁ ନୂତନ କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବିନିଯୋଗ ହେବ ୫.୨୧ କୋଟି

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଚାଷୀଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବୁଧବାର ରାଜ୍ୟ ସରକାର ଏକ ପାଇଲଟ୍‌ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ବିଶେଷକରି ନବରଙ୍ଗପୁର ଜିଲାରେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳର ପ୍ରୟୋଗ ଦ୍ୱାରା ଚାଷୀ ଓ ଗରିବ ଲୋକଙ୍କ ସାମାଜିକ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଭାରତର ପ୍ରଥମ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାର କଲେ ଶୁଭାରମ୍ଭ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇଣ୍ଟିଗ୍ରେଟେଡ୍‌ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମ୍‌ଏସ୍‌) ସମଗ୍ର ଭାରତରେ ପ୍ରଥମ। ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି ବିଏମ୍‌ସିର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପର ଉଦଘାଟନ ଉତ୍ସବରେ ଯୋଗଦେଇ ପଞ୍ଚାୟତିରାଜ…

ଆଜିଠାରୁ ‘ଜିନ ଓ୍ବା’ରୁ କଢ଼ାଯିବ ତେଲ, ଚିଲିକା ପ୍ରତି ବିପଦ ନାହିଁ: ମନ୍ତ୍ରୀ

ଚିଲିକା, ୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିଲିକା ନିକଟ ରାଜହଂସରେ ଫସିଯାଇଥିବା ମାଲେସୀୟା ଜାହାଜ ‘ଜିନ ଓ୍ବା’ରୁ ବୁଧବାରଠାରୁ ତେଲ କଢ଼ାଯିବା ଆରମ୍ଭ ହେବ। ଏହା ୩ରୁ ୪ ଦିନ ଲାଗିବ। ପରେ ଜାହାଜକୁ ସେଠାରୁ ଉଠାଇବାକୁ ମଧ୍ୟ କୁହାଯିବ। ଜାହାଜଟି କାହାର…

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସ୍ଥାନୀୟ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ହୁତୁହୁତୁ ହୋଇ ଜଳିଗଲା ବସ୍‌। କଳାହାଣ୍ଡିରୁ ଯାତ୍ରୀ ନେଇ ଭୁବନେଶ୍ୱର ଆସିଥିବା ‘ଚକାଡ଼ୋଳା’ ବସ୍‌ରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି…

ପରୀକ୍ଷା ଖାତା ମୂଲ୍ୟାୟନକାରୀଙ୍କ ପାଉଣା ବଢ଼ିବ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଏଣିକି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନପତ୍ର ସେଟ୍‌ ବଢ଼ିବ। ସେହିଭଳି ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବଢ଼ାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ବୁଧବାର ପରୀକ୍ଷା ସଂସ୍କାର ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ…

ଦବିଲା କାଠଯୋଡି ବ୍ରିଜ୍‌

କଟକ ଅଫିସ, ୨୮।୮: କଟକ ଗୋପାଳପୁର-ଲିଙ୍କରୋଡ କାଠଯୋଡି ବ୍ରିଜ୍‌ ବୁଧବାର ମଧ୍ୟାହ୍ନରେ ଦବିଯାଇଛି। ବ୍ରିଜ୍‌ ଆରମ୍ଭରୁ ସାମାନ୍ୟ ଦବିଯାଇଛି। ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ଦବିଥିବା ବ୍ରିଜ୍‌ ରାସ୍ତାକଡ଼କୁ ପୋଲିସ କର୍ଡନ କରିଥିବା ସୂଚନା ମିଳିଛି।

ଫୁଲନଖରା ନକଲି ତେଲ କାରଖାନା ଉପରେ ଚଢ଼ାଉ: ମେଶିନ ସହ ବିଭିନ୍ନ ସାମଗ୍ରୀ ଜବତ

ଫୁଲନଖରା,୨୮।୮(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଫୁଲନଖରା ନିକଟ ବମ୍ଫକୁଦଠାରେ ଚାଲିଥିବା ନକଲି ଖାଇବାତେଲ କାରଖାନା ଉପରେ ବୁଧବାର ସକାଳେ ପୋଲିସ ଚଢ଼ାଉ କରିଛି। ଏଥିରେ ୧୦ ହଜାର ଅପମିଶ୍ରିିତ ତେଲ ଟିଣ, ମେଶିନ, ଖାଲି ବୋତଲ,…

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮-୮(ସ୍ବ.ପ୍ର.):ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପରଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା ବିଭିନ୍ନ ସୋସିଆଲ ମିଡିଆ ସମେତ ଟିଭି ଓ ପ୍ରିଣ୍ଟ ମିଡିଆରେ ମଧ୍ୟ ଛାଇ…

ବିଜେଡି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ:୧ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୨୮-୮(ବ୍ୟୁରୋ) :ବିଜେଡି ପକ୍ଷରୁ ଆସନ୍ତା ୨ ତାରିଖରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟଭାବେ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲିକ, ସଞ୍ଜୟ କୁମାର ଦାସବର୍ମା, ପ୍ରତାପ…

ଆଡ୍‌ମିନିଷ୍ଟ୍ରେଟିଭ ବ୍ଲକ୍‌, କ୍ୱାର୍ଟର୍ସ ନିର୍ମାଣରେ ଦୁର୍ନୀତି ଗନ୍ଧ

ଭୁବନେଶ୍ୱର,୨୮-୮: ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଲାଗିଛି ଦୁର୍ନୀତିର ଛିଟା। ଆଡ୍‌ମିନିଷ୍ଟ୍ରେଟିଭ ବ୍ଲକ୍‌ ଓ କ୍ୱାର୍ଟର୍ସ ନିର୍ମାଣକୁ ନେଇ ବ୍ୟାପକ ଅନିୟମିତା ହୋଇଥିବା ପଦାକୁ ଆସିଛି। ଖୋଲା ଟେଣ୍ଡର ନ କରି ବିଏସ୍‌ଏନ୍‌ଏଲ୍‌ ସିଭିଲ ଓ୍ବିଙ୍ଗ୍‌କୁ ମନଇଚ୍ଛା ଠିକା ଦେବା ସହ କାମ…

ଅର୍ଚ୍ଚିତାଙ୍କୁ ‘ଅମ୍ରିଶ୍‌ ପୁରୀ’ ଆଓ୍ବାର୍ଡ

ଭୁବନେଶ୍ୱର,୨୮-୮(ବ୍ୟୁରୋ)- ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣାଶୁଣା ଅଭିନେତ୍ରୀ ଅର୍ଚ୍ଚିତା ସାହୁ ୨୦୧୯ ପାଇଁ ଅମ୍ରିଶ ପୁରୀ ଆଓ୍ବାର୍ଡ ଅଫ୍‌ ଏକ୍ସଲେନ୍ସ ଗ୍ରହଣ କରିଛନ୍ତି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ସ୍ବତନ୍ତ୍ର ଉତ୍ସବରେ ଅର୍ଚ୍ଚିତା କଳା ଓ ସଂସ୍କୃତି କ୍ଷେତ୍ରରେ ଉତ୍କର୍ଷ ଲାଗି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?