FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: କଂଗ୍ରେସର ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ
ବରଗଡ଼,୧୭ା୭(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର ଫକୀର ମୋହନ (ଏଫ୍ଏମ୍) ସ୍ବୟଂଶାସିତ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ ତେଜି ଉଠିଛି। ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ନ୍ୟାୟିକ ତଦନ୍ତ, ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ…
ଅଧରାତି ଯାଏ ମୋହନଙ୍କ ବାସଭବନରେ ବୈଠକ: ଓଡ଼ିଶା ରାଜନୀତିରେ କିଛି ବଡ଼ ହୋଇପାରେ…
ଭୁବନେଶ୍ୱର,୧୭।୭: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଭିଡିଓ ଭାଇରାଲ ପରେ ଜଣାପଡିଛି ଅସଲ ସତ। ଏଫଏମ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଖବର ସାରା ଓଡ଼ିଶାରେ ଚହଳ ପକାଇଛି। ଏହି ଘଟଣାରେ ବିରୋଧୀ…
ଜଗା ଦର୍ଶନ କରି ଘରକୁ ଫେରିବା ବେଳେ ଓଲଟିଲା କାର୍, ଜଣଙ୍କ ଜୀବନ ଗଲା, ୪ ଗୁରୁତର
ଖଲ୍ଲିକୋଟ,୧୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକରେ ଗୁରୁବାର ଭୋର୍ରୁ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ,ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ପରିବାର ର ୧୨…
ଚାଲିଥିଲା ଓଡ଼ିଶା ବନ୍ଦ: ଭକ୍ତ କଲେ ବଡ଼ ଘୋଷଣା, ଏବେ…
ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲାରେ ଆଜି କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। ଆଜି ସକାଳ ୬ରୁ ସଂଧ୍ୟା ୬ ଯାଏ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ସକାଳୁ ଜୋରଦାର ପ୍ରତିବାଦ କରୁଛି କଂଗ୍ରେସ। କଂଗ୍ରେସ ନେତା ଓ…
ଆଜି ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ?
ଭୁବନେଶ୍ୱର,୧୭।୭: ବାଲେଶ୍ୱରର ଫକୀର ମୋହନ ସୱୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଙ୍କଙ୍କ ଆତ୍ମହତ୍ୟା ଘଟଣାକୁ ନେଇକରି ବିରୋଧୀ ଦଳ କଂଗ୍ରେସ ଓ ଅନ୍ୟ ସାତଟି ରାଜନୈତିକ ଦଳ ଜୁଲାଇ ଆଜି ଏକ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦେଇଛନ୍ତି। କଂଗ୍ରେସ ନେତା ଭକ୍ତ ଚରଣ ଦାସ…
ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ
ଭୁବନେଶ୍ୱର,୧୭ା୭: ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କଂଗ୍ରେସ। ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ…
୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପୂର୍ବରୁ ରାଜ୍ୟ ସରକାରଙ୍କ କଡ଼ା ସୁରକ୍ଷା ବ୍ୟବସ୍ଥା: ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୬ା୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ କଂଗ୍ରେସ ଦଳ ଆସନ୍ତାକାଲି (ଜୁଲାଇ ୧୭) ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ଗୃହ…
ବାଲେଶ୍ବର FM କଲେଜ ଘଟଣା: ଆହତ ଛାତ୍ର ଜ୍ୟୋତିପ୍ରକାଶଙ୍କୁ ଭେଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ, ବିଧାୟକ
ଭୁବନେଶ୍ୱର,୧୬।୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା ସମୟରେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ଗୁରୁତର ଭାବେ ଆହତ ହୋଇଥିବା ଛାତ୍ର ଜ୍ୟୋତିପ୍ରକାଶ ବିଶ୍ବାଳଙ୍କୁ ବୁଧବାର କଟକ SCB ମେଡ଼ିକାଲ କଲେଜ…
୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୧୬ା୭(ଅନୁରାଧା ମହାରଣା)- ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୩ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ…
ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା
ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ସରକାରର ଏକାଧିକ ମନ୍ତ୍ରୀ ଉପସ୍ଥିତ ଥିଲେ। ବାଲେଶ୍ବର ଫକୀର ମୋହନ…
ବାଲେଶ୍ବର FM ଟ୍ରାଜେଡି: ସରକାରଙ୍କଠୁ ଟଙ୍କା ନେଇ ଡିଲ୍ କରିବା ଅପପ୍ରଚାର, ଥାନାରେ ଏତଲା
ବାଲେଶ୍ବର,୧୬।୭: ବାଲେଶ୍ବର ଜିଲାର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ (FM କଲେଜ)ର ଜଣେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହି ଘଟଣାରେ ମୃତ ଛାତ୍ରୀଙ୍କ ଭାଇ ଭୋଗରାଇ ଥାନାରେ ଏକ ଏତଲା (FIR)…
ରାଜ୍ୟ କ୍ୟାବିନେଟ୍ରେ ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ: ଏସବୁ ଯୋଜନାରେ ସୃଷ୍ଟି ହେବ ୪,୧୯୫ ନିଯୁକ୍ତି
ଭୁବନେଶ୍ୱର,୧୬।୭: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ଟି ବିଭାଗର ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ସୂଚନା ପ୍ରଦାନ କରିଛନ୍ତି। ମଞ୍ଜୁର ହୋଇଥିବା ପ୍ରସ୍ତାବ ମଧ୍ୟରେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ…
Archives


