ରାଜ୍ୟ

ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ , ଏ କ’ଣ ମିଳିଲା…

ନୂଆପଡା,୭।୧୧: ନୂଆପଡ଼ାରେ ଅଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡ଼ା ଓ ଖରିଆର ରୋଡରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି। ନିର୍ବାଚନ କମିଶନରଙ୍କ ଟିମ୍‌ ପକ୍ଷରୁ ନବୀନଙ୍କ…

ନୂଆପଡ଼ାରେ ନବୀନ: ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି…

ଭୁବନେଶ୍ୱର,୭।୧୧: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏହି ଅବସରରେ ନବୀନ ଖରିଆର୍‌ ରୋଡ୍‌ ଏନ୍‌ଏସି ଅଞ୍ଚଳର ଦାଗା,…

ହଠାତ୍‌ ନୂଆପଡାରେ ହେଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ ଯାଞ୍ଚ, ଜାଣନ୍ତୁ କାହିଁକି…

ନୂଆପଡା,୭।୧୧: ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ ଯାଞ୍ଚ କରାଯାଇଛି। ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଛି। ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ୍‌ ତରଫରୁ ଯାଞ୍ଚ କରାଯାଇଛି। ଏନେଇ ନୂଆପଡା…

ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ନଭେମ୍ବର ୧୦ ଯାଏ ସଡ଼କ ଏବଂ ପରିବହନ…

ଭୁବନେଶ୍ୱରରେ ଗଡ଼କରୀ: ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

ଭୁବନେଶ୍ୱର,୭।୧୧: କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଶୁକ୍ରବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଚିବ ଉଷା ପାଢ଼ୀ ପ୍ରମୁଖ ମନ୍ତ୍ରୀ ଗଡ଼କରୀଙ୍କୁ…

ମୋର ବିଜୟ ସୁନିଶ୍ଚିତ: ଘାସିରାମ ମାଝୀ

ନୂଆପଡ଼ା ଉପନିର୍ବାଚନରେ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ସମୁଦାୟ ୧୪ ଜଣ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଚଳିତ ନିର୍ବାଚନକୁ ମିଶାଇ ୬ଷ୍ଠ ଥର ପାଇଁ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। କେମିତି…

ବନ୍ଦେ ମାତରମ୍‌: ପ୍ରେରଣାର ଉତ୍ସ

କ’ଣ ଗୋଟିଏ ଗୀତର ଏତେ ଶକ୍ତି ଅଛି? ଜଣେ ସଂଗ୍ରାମୀ ଏହି ଗୀତକୁ ଖୁସିରେ ଗାଇ ଗାଇ ମୃତ୍ୟୁଦଣ୍ଡ ଭୋଗିବା ପାଇଁ ଫାଶିଖୁଣ୍ଟରେ ଝୁଲିପଡ଼ିବ? କ’ଣ ଗୋଟିଏ ଗୀତର ଏତିକି ତାକତ ଅଛି, ଯାହାର ଶବ୍ଦର ପ୍ରେରଣା ନିଜ ଜୀବନକୁ ତିଳ…

ଓଡ଼ିଶା ପାଳୁଛି ଛାଡ଼ଖାଇ: ଆମିଷ ବଜାରରେ ଭିଡ଼, ଦର ଆକାଶଛୁଆଁ

ଭୁବନେଶ୍ୱର,୭ା୧୧: ପବିତ୍ର କାର୍ତ୍ତିକ ମାସର ମାସବ୍ୟାପୀ ନିରାମିଷ ଭୋଜନ ପରେ ମାର୍ଗଶିର ମାସର ପ୍ରଥମ ଗୁରୁବାର ଯିବା ପରେ ଶୁକ୍ରବାର ଛାଡ଼ଖାଇ ପାଳନ କରୁଥିବା ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ରାଜ୍ୟର ମାଂସ ଓ ମାଛ ବଜାରରେ ଭୋର୍…

ଛାଡ଼ଖାଇ ପାଇଁ ଆମିଷ ବଜାରରେ ପ୍ରବଳ ଭିଡ଼, ଦାମ୍‌ ରହିଛି…

ଗଞ୍ଜାମ,୭ା୧୧(ବିଦ୍ୟାଧର ସାହୁ): ସରିଲା ପବିତ୍ର କାର୍ତ୍ତିକ ମାସ। ଗତକାଲି ଗୁରୁବାର ଥିବାରୁ ଆଜି ଅର୍ଥାତ୍‌ ଶୁକ୍ରବାର ଛାଡ଼ଖାଇ ପାଳନ କରିଛନ୍ତି ଗଞ୍ଜାମ ସହରବାସୀ। ଏଥିପାଇଁ ସହର ଶେଷ ସାନ ବଜାର ମାଛ ମାର୍କେଟରେ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଛାଡ଼ଖାଇ…

ପାରଦ ତଳମୁହାଁ: ଦୁଇଦିନ ପରେ ବଢ଼ିବ ଶୀତ, ଥରିବ ଓଡ଼ିଶା

ଭୁବନେଶ୍ୱର, ୭ା୧୧ (ବନ୍ଦନା ସେଠୀ): ରାଜ୍ୟରେ ଧିରେ ଧିରେ ପାରଦ ତଳମୁହାଁ ହେଉଥିବାବେଳେ ଶୀତ ଅନୁଭୂତ ହେବାରେ ଲାଗିଛି। ଆଉ ୨ଦିନ ପରେ ଶୀତ ଆହୁରି ବଢିବ। ଆଗାମୀ ୪୮ଘଣ୍ଟା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସହ ଅଧିକ…

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର…

ଉଦାହରଣ ସୃଷ୍ଟି କଲେ ଜୁଆଙ୍ଗ ଆଦିବାସୀ, ପୁରୁଷଙ୍କ ତୁଳନାରେ ମହିଳା ଅଧିକ

ଭୁବନେଶ୍ୱର,୭ା୧୧: ଓଡ଼ିଶାର ସାମଗ୍ରିକ ଲିଙ୍ଗ ଅନୁପାତ ପୁରୁଷଙ୍କ ସପକ୍ଷରେ ଥିବାବେଳେ, କେନ୍ଦୁଝର ଜିଲାର ଜୁଆଙ୍ଗ୍ ଆଦିବାସୀ ସମ୍ପ୍ରଦାୟ ଏକ ଭିନ୍ନ ଚିତ୍ର ପ୍ରସ୍ତୁତ କରିଛି। ତଥ୍ୟ ଅନୁଯାୟୀ, ଏହି ଆଦିବାସୀ ଗୋଷ୍ଠୀରେ ମହିଳାମାନେ ପୁରୁଷଙ୍କ ସଂଖ୍ୟାକୁ ଟପି ଯାଇଛନ୍ତି, ଯାହା ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri