ରାଜ୍ୟ

ପ୍ରଥମ ଦିନରେ ୨୭ଜଣଙ୍କୁ ଧରିଲା ଡ୍ରୋନ୍‌

ଭୁବନେଶ୍ୱର, ୨୮-୮(ବ୍ୟୁରୋ):ରାଜଧାନୀର ରବୀନ୍ଦ୍ର ମଣ୍ଡପ-ବିମାନବନ୍ଦର ରାସ୍ତାକୁ କମିଶନରେଟ ପୋଲିସ ‘ନୋ ଓଭରଟେକିଂ ଜୋନ୍‌’ ଭାବେ ଘୋଷଣା କରିବା ସହ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଧରିବାକୁ ପ୍ରଥମଥର ପାଇଁ ଡ୍ରୋନ୍‌ର ସହାୟତା ନିଆଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଏହି ରାସ୍ତାରେ ୨୭ଜଣ ଗାଡ଼ି…

ପ୍ରଧାନ ଶିକ୍ଷକ ନିୟମିତ ସ୍କୁଲ ନ ଆସିବା ଘଟଣା: ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ମାଗିଲେ ବିଇଓ; ଧରିତ୍ରୀ ପ୍ରଭାବ

ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ ଥିବା ନେଇ ସ୍କୁଲ ସହକାରୀ ଶିକ୍ଷୟିତ୍ରୀ, ପାଚିକା ତଥା ପରିଚାଳନା କମିଟି ସଭାପତି ଅଭିଯୋଗ…

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଫଳରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ସଦର ବ୍ଲକ ଏବଂ ଓଡ଼ାପଡ଼ା ବ୍ଲକ…

ବିଶ୍ୱ ଯୁବ ସମ୍ମିଳନୀରେ ଓଡ଼ିଆ ଝିଅ

ଭୁବନେଶ୍ୱର,୨୮-୮(ବ୍ୟୁରୋ):ଭାରତରେ ପ୍ରଥମଥର ପାଇଁ ଆୟୋଜିତ ହୋଇଥିବା ବିଶ୍ୱ ଯୁବ ସମ୍ମିଳନୀ (ଓ୍ବାର୍ଲଡ ୟୁଥ୍‌ କନ୍‌ଫରେନ୍ସ ଅନ୍‌ କାଇଣ୍ଡ୍‌ନେସ୍‌)ରେ ଏକମାତ୍ର ଓଡ଼ିଆଭାବେ ଯୋଗ ଦେଇଛନ୍ତି ମଡେଲ ତଥା ଯୁବ ସ୍ବେଚ୍ଛାସେବୀ ପୂଜା ମିଶ୍ର। ଗତ ୨୩ ଓ ୨୪ ତାରିଖ ଦୁଇଦିନ ଧରି…

ମାନ୍ଦା ଅର୍ଥନୀତି:ରାଜସ୍ବ ବୃଦ୍ଧି ଉପରେ ଅର୍ଥମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୮-୮(ବ୍ୟୁରୋ):ଜାତୀୟସ୍ତରରେ ଅର୍ଥନୈତିକ ଅବସ୍ଥା ଭଲ ନାହିଁ। ଏହାର ପ୍ରଭାବ ରାଜ୍ୟଗୁଡିକ ଅର୍ଥନୀତି ଉପରେ ପଡ଼ିବାର ଆଶଙ୍କା କରାଯାଉଛି। ତେଣୁ ରାଜ୍ୟ ଏହାକୁ କିପରି ମୁକାବିଲା କରିବ, ସେନେଇ ଚର୍ଚ୍ଚା ଜୋର ଧରିଛି। ଏ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତର ଦେଇ ଅର୍ଥମନ୍ତ୍ରୀ…

ସରକାରୀ ଚକ୍ରବୂ୍ୟହରେ ଫସିଛି ୧୪୦ ଗ୍ରାମାଞ୍ଚଳ ଆବାସିକ ପ୍ରକଳ୍ପ

ଭୁବନେଶ୍ୱର,୨୮-୮(ବ୍ୟୁରୋ):ନିଜର ଘର ଖଣ୍ଡେ ହେବ। ଜୀବନର ଶେଷ ଯାଏ ସେହି ଘରେ ଆନନ୍ଦରେ କଟିବ। ଏମିତି ଆଶା ରଖି ଲୋକମାନେ ଜୀବନର ସମସ୍ତ ରୋଜଗାର ଘର କିମ୍ବା ଜାଗା କିଣାରେ ଲଗାଇଥାନ୍ତି। ଅନେକ ସମୟରେ ନିଜର ଅଜ୍ଞତା କିମ୍ବା ସରକାରୀ କଟକଣା…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା ‘ସଖୀ’ ୱାନଷ୍ଟପ୍‌ ସେଣ୍ଟର: ଗୋଟିଏ ସ୍ଥାନରେ ମିଳିବ ଚିକିତ୍ସା, ଆଇନ ସୁବିଧା

ଅନୁଗୋଳ ଅଫିସ, ୨୮।୮-ନିର୍ଯାତିତା ମହିଳା ଓ ବାଳିକାମାନଙ୍କୁ ସମନ୍ବିତ ସୁବିଧା, ସୁଯୋଗ ଯୋଗାଇ ଦେବା ଉଦ୍ଦେଶ୍ୟରେ ମଙ୍ଗଳବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ‘ସଖୀ’ର ୱାନଷ୍ଟପ୍‌ ସେଣ୍ଟର ଉଦ୍‌ଘାଟିତ ହୋଇଛି। ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଓ ଜିଲାପାଳ ମନୋଜ କୁମାର ମହାନ୍ତି…

ଧର୍ମେନ୍ଦ୍ର ଓ ଜାପାନ ରାଷ୍ଟ୍ରଦୂତ ଏଚ୍‌.ଇ କେନଜି ହୀରାମାତସୁଙ୍କ ଆଲୋଚନା:ଦୁଇ ଦେଶର ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୮-୮(ବ୍ୟୁରୋ)କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନ ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ଉଭୟ ଇସ୍ପାତ ଉପତ୍ାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ…

ଆଜିଠୁ ଖଡଗପୁର-କେନ୍ଦୁଝର ରୋଡରେ ନୂଆ ମେମୁ ଟ୍ରେନ

ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଖଡଗପୁର-ଯାଜପୁର କେନ୍ଦୁଝର ରୋଡରେ ଖଡଗପୁର ପାସେଞ୍ଜର ପରିବେର୍ତ୍ତ ନୂଆ ମେମୁ ଟ୍ରେନ ଗଡିବ। ଏନେଇ ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି। ବୁଧବାରଠାରୁ ଏହି ଟ୍ରେନ ଚଳାଚଳ ଆରମ୍ଭ କରିବ। ଖଡଗପୁର-ଯାଜପୁର କେନ୍ଦୁଝର ରୋଡ-ଖଡଗପୁର ମେମୁ (୬୮୧୦୯-୬୮୧୧୦) ଟ୍ରେନ…

ସେପ୍ଟେମ୍ବରରେ ଉତ୍ତର ରେଳପଥରେ ୪ଟ୍ରେନ ବାତିଲ

ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଉତ୍ତର ରେଳପଥରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁ ୪ଟି ଏକ୍ସପ୍ରେସକୁ ବାତିଲ କରାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ବିଶାଖାପାଟଣା-ଅମୃତସର-ବିଶାଖାପାଟଣା ହୀରାକୁଦ ଏକ୍ସପ୍ରେସ(୧୮୫୦୭-୧୮୫୦୮) ବିଶାଖାପାଟଣାରୁ ସେପ୍ଟେମ୍ବର ୫ ଓ ୬ ଏବଂ ଅମୃତସରଠାରୁ ସେପ୍ଟେମ୍ବର…

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮ା୮(ସ୍ବ.ପ୍ର.)-ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପର ଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା ବିଭିନ୍ନ ସୋସିଆଲ ମିଡିଆ ସମେତ ଟିଭି ଓ ପ୍ରିଣ୍ଟ ମିଡିଆରେ ମଧ୍ୟ…

୨ ଶିକ୍ଷକଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଠାକୁରମୁଣ୍ଡା,୨୮ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜରକ ପଞ୍ଚାୟତ ଅନ୍ତର୍ଗତ ଦୁବପାଳ ସରକାରୀ ଉଚ୍ଚ ବିଦ୍ୟାଳୟର ୨ ଶିକ୍ଷକଙ୍କୁ ବିଦ୍ୟାଳୟରୁ ତୁରନ୍ତ ବଦଳି କରିବା ଦାବିରେ ଗ୍ରାମବାସୀମାନେ ବିଦ୍ୟାଳୟର ଶ୍ରେଣୀ ଗୃହରେ ତାଲା ପକାଇ ଦେଇଛନ୍ତି। ଏଥିଯୋଗୁଁ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?