ରାଜ୍ୟ

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୮ା୮(ବ୍ୟୁରୋ):ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟକୁ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରଣାଳୟ ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି ା ଉକ୍ତ ପ୍ଲାଣ୍ଟ କାର୍ଯ୍ୟକ୍ଷମ…

ଏମିତି ଚାଲିଛି ଅଙ୍ଗନୱାଡ଼ି କେନ୍ଦ୍ର: ଅସୁରକ୍ଷିତ ପରିବେଶରେ ପାଠପଢା

ସଜନାଗଡ଼, ୨୮।୮(ଡି.ଏନ.ଏ.)-ଶିଶୁଙ୍କ ମୂଳଦୂଆ ସୁରକ୍ଷିତ ଭାବେ ଗଢିବା ଲାଗି ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ମାଧ୍ୟମରେ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ତାହା ବାସ୍ତବରେ ଫଳପ୍ରଦ ହୋଇପାରୁନାହିଁ। ସରକାରୀ କଳର ଉଦାସୀନତା ଯୋଗୁ ଶିଶୁମାନେ ଦୁର୍ଦ୍ଦଶା…

ହୋଇପାରୁନି ବନ୍ୟା ପାଣି ନିଷ୍କାସନ: ୧୦୦ ପରିବାର ଜଳବନ୍ଦୀ

ବସ୍ତା, ୨୮।୮(ସ୍ବ.ପ୍ର.) – ଗତ କିଛି ଦିନ ଧରି ଉପରମୁଣ୍ଡରେ ଏବଂ ସ୍ଥାନୀୟ ଅଞ୍ଚଳରେ ବର୍ଷା ଯୋଗୁ ବସ୍ତା ବ୍ଲକ ଦେଇ ପ୍ରବାହିତ ନଦୀ ଜଳକା ବିପଦ ସଂକେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି। ମଥାନୀଠାରେ ନଦୀର ଜଳସ୍ତର ୫.୫୦ ମିଟର ଥିବାବେଳେ…

ଖରାପ ପରୀକ୍ଷା ଫଳକୁ ନେଇ ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ:ଶୂନ, ୫୦%ରୁ କମ୍‌ ଫଳ କରିଥିବା ହାଇସ୍କୁଲ ଶିକ୍ଷକଙ୍କ ଦରମା ବନ୍ଦ ହେବ

ଭୁବନେଶ୍ୱର,୨୮ା୮(ବ୍ୟୁରୋ):ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲର ଖରାପ ପରୀକ୍ଷା ଫଳକୁ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ୨୦୧୯ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ କୌଣସି ଛାତ୍ରୀଛାତ୍ର ପାସ୍‌ କରି ନ ଥିବା ଅର୍ଥାତ୍‌ ଶୂନ ଫଳ କରିଥିବା…

୨୯ରେ ଲଘୁଚାପ:୩୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮ା୮(ବ୍ୟୁରୋ):ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ତେବେ ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ…

ଗୁଣିଗାରେଡି ସନ୍ଦେହରେ ଜଣଙ୍କୁ ହତ୍ୟା: ପୋଲିସ ଗିରଫରେ ୩ ଅଭିଯୁକ୍ତ, ଜଣେ ଫେରାର; ପ୍ରମାଣ ନଷ୍ଟ କରିବାକୁ ନିକଟସ୍ଥ ଜଙ୍ଗଲରେ ପୋଡିଥିଲେ ମୃତଦେହ

ଏମ୍‌ଭି-୭୯/କାଲିମେଳା,୨୭।୮(ଡି.ଏନ.ଏ.): ଜଣେ ବୃଦ୍ଧଙ୍କୁ ହତ୍ୟା କରାଯିବାର ୨୨ ଦିନ ପରେ ଘଟଣା ଉପରୁ ପରଦା ଉଠିଛି। ଗୁଣିଗାରେଡି ସନ୍ଦେହରୁ ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତମାନେ ପ୍ରମାଣ ନଷ୍ଟ କରିବା ପାଇଁ ମୃତଦେହକୁ ଜଙ୍ଗଲରେ ପୋଡି ଦେଇଥିଲେ। ଏହି ଘଟଣାରେ ମଙ୍ଗଳବାର ଗିରଫ…

ଭାରତୀୟ କନ୍‌ସୁଲ ଜେନେରାଲଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ, ୨୭।୮(ଡି.ଏନ.ଏ)-ବ୍ରିଟେନର ସ୍କଟଲାଣ୍ଡଠାରେ ଅବସ୍ଥାପିତ ଭାରତୀୟ କନ୍‌ସୁଲ ଜେନେରାଲ ହିତେଶ ରାଜପାଲ ମଙ୍ଗଳବାର ଅପରାହ୍ନରେ ସପରିବାର କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ରାଜପାଲ ପରିବାର ସହ ସୂର୍ଯ୍ୟମନ୍ଦିର ମୁଖ୍ୟଫାଟକ ସମ୍ମୁଖରେ ପହଞ୍ଚତ୍ବା ପରେ କୋଣାର୍କ ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ ତାଙ୍କୁ…

ଜେଲ୍‌ ଗଲେ ସ୍ତ୍ରୀ ହତ୍ୟାକାରୀ ଗଣେଶ, ହତ୍ୟା ପରେ କଟା ମୁଣ୍ଡକୁ ଧରି ଆତ୍ମସମର୍ପଣ କରିଥିଲେ

କାକଟପୁର, ୨୭।୮(ଡି.ଏନ୍‌.ଏ.)-ଚରିତ୍ର ଉପରେ ସନ୍ଦେହ କରି ନିଜ ସ୍ତ୍ରୀଙ୍କୁ ନୃଶଂସ ଭାବେ ପିଟିପିଟି ହତ୍ୟା କରି ମୁଣ୍ଡଗଣ୍ଡି ଅଲଗା କରି କଟା ମୁଣ୍ଡକୁ ଧରି ଥାନାରେ ଆତ୍ମସମର୍ପଣ କରିଥିବା ଅସ୍ତରଙ୍ଗ ବ୍ଲକ ରାଇବେରୁଆଁ ଗ୍ରାମର ଗଣେଶ ବେହୁରାଙ୍କୁ ଜେଲ୍‌ ଯିବାକୁ ପଡ଼ିଛି।…

ସଦାଚାର ଗୃହ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର,୨୭।୮(ବ୍ୟୁରୋ)- ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ସଦାଚାର ଗୃହ କମିଟିର ପ୍ରଥମ ବୈଠକ ବିଧାନସଭାର ୫୩ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷ ସମସ୍ତ ସଦସ୍ୟମାନଙ୍କୁ ସ୍ବାଗତ କରିଥିଲେ। ଏହାପରେ କମିଟିର ଭବିଷ୍ୟତ କାର୍ଯ୍ୟପନ୍ଥା ଓ…

ଆଦିମ ଜନଜାତି ମହିଳାଙ୍କ ପାଇଁ ‘ମମତା ଯୋଜନା’ ନିୟମ କୋହଳ: ଅବଧି ୫ ବର୍ଷ ବୃଦ୍ଧି

ଭୁବନେଶ୍ୱର,୨୭।୮(ବ୍ୟୁରୋ)- ରାଜ୍ୟ ସରକାରଙ୍କ ଦ୍ୱାରା ୨୦୧୧ ମସିହାରୁ ଆରମ୍ଭ କରାଯାଇଥିବା ‘ମମତା ଯୋଜନା’ରେ ଆଦିମ ଜନଜାତି ବର୍ଗ(ପିଭିଟିଜି)ର ମହିଳାମାନଙ୍କୁ ସାମିଲ କରାଯାଇଛି। ସେମାନଙ୍କ କ୍ଷେତ୍ରରେ ୨୦୧୪ ରୁ ୨୦୧୯ ଜୁଲାଇ ପର୍ଯ୍ୟନ୍ତ ଲାଗୁ ହୋଇଥିବା ଏହି ଯୋଜନାର ଅବଧିକୁ ଆଗାମୀ ପାଞ୍ଚ…

ଓଡ଼ିଶା ଆସିବେ ଜଗା କାଳିଆ, ସପ୍ତାହେ ଭିତରେ ହେବ ତାରିଖ ଘୋଷଣା

ଭୁବନେଶ୍ୱର, ୨୭ା୮(ବ୍ୟୁରୋ)- ଦିଲ୍ଲୀ ଏମ୍ସରେ ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା ହୋଇ ଚିକିତ୍ସାଧୀନ ଥିବା ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଖୁବ୍‌ଶୀଘ୍ର ଓଡ଼ିଶା ଆସିବେ। ସେମାନଙ୍କର ପରବର୍ତ୍ତୀ ଚିକିତ୍ସା ଓ ରହଣି ପାଇଁ କଟକ ଏସ୍‌ସିବିରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ…

ଅନୁଗୋଳରେ ମୃଦୁ ଭୂକମ୍ପ, ସହରବାସୀ ଭୟଭୀତ

ଅନୁଗୋଳ ଅଫିସ, ୨୭।୮- ଅନୁଗୋଳର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ପାଇଁ ହୋଇଥିବା ଏହି ଭୂକମ୍ପରେ କ୍ଷୟକ୍ଷତି ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା ଖବର ମିଳି ନ ଥିଲେ ବି ଲୋକମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?