ରାଜ୍ୟ

ଚୋରି ଧରିବା ପାଇଁ ଖଟବୁଲା ପୋଲିସ ବଦଳରେ ଖୋଜାପଡୁଛି ଗୁଣିଆ

ନୟାଗଡ଼ ଅଫିସ,୨୩ା୬- ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଧରିବା ପାଇଁ ଖଟ ବୁଲୁଥିବା ଦେଖିବାକୁ ମିଳୁଛି। କୌଣସି ଗ୍ରାମରେ ଚୋରି ହେଲେ ଲୋକମାନେ ପୋଲିସ ବଦଳରେ ଖୋଜନ୍ତି ଗୁଣିଆ। କେଉଁ ଗୁଣିଆ କେତେ ପାରିବାର ତାହା ଜାଣିବା ପାଇଁ କରନ୍ତି…

୨୫ରେ ବିଧାନସଭା ମୌସୁମୀ ଅଧିବେଶନ: ଆଜି ବିଜେଡି ବିଧାୟକ ଦଳ ବୈଠକ, ଭାଜପା ବାଛିବ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଚଳିତ ମାସ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ବିଜେଡି ରାଜ୍ୟରେ ୫ମ ଥର ପାଇଁ ସରକାର କରିଛି। ୫ମ ପାଳିର ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଶାସକ ଦଳ ନିଜ…

ଓଡ଼ିଶାର ବନ୍ୟା ବିପତ୍ତି ଆଟ୍‌ଲାସ ଉନ୍ମୋଚିତ: କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଏଣିକି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ବନ୍ୟା ସମ୍ପର୍କିତ ବିଭିନ୍ନ ତଥ୍ୟକୁ ସଂଗ୍ରହ କରାଯାଇ ଏକ ରାଜ୍ୟ ବନ୍ୟା ବିପତ୍ତି ମାନଚିତ୍ର(ଫ୍ଲଡ୍‌ ହାଜାର୍ଡ ଆଟ୍‌ଲାସ ଅଫ୍‌…

ଘାତକ ସାଜିଛି ବଜ୍ରପାତ, ନେଲାଣୀ ୧୯ ଜୀବନ

ଜଗତ୍‌ସିଂହପୁର ଅଫିସ,୨୩ା୬: ବଜ୍ରପାତକୁ ନେଇ ଦିନକୁ ଦିନ ଚିନ୍ତା ବଢିବାରେ ଲାଗିଛି। ୨୦୧୬-୧୭ରୁ ଅଦ୍ୟାବଧି ଜଗତ୍‌ସିଂହପୁର ଜିଲାରେ ବଜ୍ରପାତରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ବଜ୍ରପାତ ସମ୍ପର୍କରେ ଲୋକେ ସଚେତନ ନ ହେଲେ ଆଗକୁ ପରିସ୍ଥିତି ଅଧିକ…

ଦାଦାଙ୍କ ଯୋଗୁ ଦହିବରା ବିକିପାରୁଛି

ଦିନେ କାମ ଖୋଜିବାକୁ ଘର ଘର ବୁଲୁଥିଲି। ମୂଲ ମଜୁରି କରି ପେଟ ପୋଷିବାକୁ ଚେଷ୍ଟା କରୁଥିଲି। ହେଲେ ଦାଦାଙ୍କ ଦହିବରା ବ୍ୟବସାୟ ଓ ଏକ ଜଳଖିଆ ଦୋକାନରେ କାମ କରିବାର ଅଭିଜ୍ଞତା ହିଁ ମୋତେ ଦହିବରା ବ୍ୟବସାୟ କ୍ଷେତ୍ରକୁ ଟାଣି…

ଫନୀ ଯିବାର ଦେଢ ମାସ ବିତିଲା : ସୁଧୁରିଲାନି ବିଦ୍ୟୁତ୍‌ ସମସ୍ୟା

ରଘୁନାଥପୁର, ୨୩। ୬ (ଡି.ଏନ.ଏ.): ବାତ୍ୟା ଫନୀ ଯିବାର ଦେଢ ମାସ ପରେ ମଧ୍ୟ ରଘୁନାଥପୁର ସେସୁ ବିଭାଗ ଅଧୀନରେ ଥିବା ବିଭିନ୍ନ ଗଁାରେ ବିଦ୍ୟୁତ୍‌ ସମସ୍ୟାରେ ସୁଧାର ଆସିନାହିଁ। ମେ ମାସ ସୁଦ୍ଧା ଖୁଣ୍ଟ ପକାଇ ତାର ଟାଣି ବିଦ୍ୟୁତ୍‌…

ଜଳ ପାଲଟିଛି ଜହର

ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ) ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ ପୀଡିତ ହୋଇ ଗ୍ରାମର ଗରୁଡ ବାରିକ (୫୦), ଦାମିନୀ ମେହେର (୬୫), ଲଳିତ ମେହେର…

ସରକାରୀ କର୍ମଚାରୀଙ୍କ କାର୍ଯ୍ୟ ସମୟ ଅଧଘଣ୍ଟା ବଢ଼ିଲା, ୪ର୍ଥ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ କାର୍ଯ୍ୟ କରିବା ସମୟସୀମା ବୃଦ୍ଧି କରାଯାଇଛି। ଏଣିକି ସମସ୍ତ କର୍ମଚାରୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ମିନିଟ୍‌ ଯାଏ ଅଫିସରେ ରହିବାକୁ ବାଧ୍ୟ। ମଧ୍ୟାହ୍ନଭୋଜନ ପାଇଁ ଅଧଘଣ୍ଟା ସମୟ ମିଳିବ। ଏଥିସହିତ ପ୍ରତ୍ୟେକ…

ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱ: ଅସମାହିତ ପ୍ରଶ୍ନର ସମାହାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ ପ୍ରାର୍ଥୀ ଘୋଷଣା ପରେ ଏହା ପ୍ରମାଣିତ ହୋଇଥିବା କୁହାଗଲାଣି । ସଂଖ୍ୟାଗରିଷ୍ଠ ଥାଇ ବିଜେଡି…

ଫୁଲୁରୀ ତେଲ ଲାଗିହେଲେ ମହାପ୍ରଭୁ

ପୁରୀ ଅଫିସ, ୨୨ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିିଛନ୍ତି। ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଶନିବାର ଫୁଲୁରୀ…

୩ ମେଡିକାଲ କଲେଜର ଏମ୍‌ବିବିଏସ୍‌ ସିଟ୍‌ ସଂଖ୍ୟା ବଢ଼ିଲା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟର ୩ଟି ମେଡିକାଲ୍‌ କଲେଜର ଏମ୍‌ବିବିଏସ୍‌ ସିଟ୍‌ ସଂଖ୍ୟା ବୃଦ୍ଧି ପାଇଛି। ମେଡିକାଲ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆର ଅନୁମୋଦନକ୍ରମେ ବୁର୍ଲା, କୋରାପୁଟ ଓ ବାରିପଦା ମେଡିକାଲ କଲେଜର ସିଟ୍‌ ସଂଖ୍ୟା ବୃଦ୍ଧି ପାଇଛି। ବୁର୍ଲା ମେଡିକାଲ କଲେଜରେ ପୂର୍ବରୁ ୧୫୦…

ଭାଜପା-ବିଜେଡି ଉପରେ କଳି, ଭିତରେ କୋଳାକୋଳି: କଂଗ୍ରେସ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟ ସଭାର ୩ ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ଗୋଟିଏ ଆସନ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କାରଣ ହେଲା ଭାଜପା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରି ରାଜ୍ୟ ସଭାକୁ ପଠାଇବା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri