ନିଜେ ଟ୍ୟୁଶନ କରି ପଢ଼ା ଖର୍ଚ୍ଚ ତୁଲାଉଥିଲେ
କଟକ ଅଫିସ,୨୨ା୬: ଆମର ସମସ୍ତ ସ୍ବପ୍ନ ପୂରଣ ହେବ, ଯଦି ଆମେ ସେ ସ୍ବପ୍ନ ପଛରେ ସବୁବେଳେ ଧାଇଁବା… ଆମେରିକୀୟ ଉଦ୍ୟୋଗୀ, ସିନେ ପ୍ରଯୋଜକ ତଥା ବିଶ୍ୱର ବେଶ୍ ପରିଚିତ ଆନିମେଟର ୱାଲଟ୍ ଡିଜନୀଙ୍କର ଏହା ଏକ ଯୁଗାନ୍ତକାରୀ ମତ। ନିଜକୁ…
ମଙ୍ଗଳପୁର ପ୍ରାଥମିକ କୃଷି ସମବାୟ ସମିତିରେ ଚଢ଼ାଉ: ତଦନ୍ତବେଳେ ଅଭିଯୋଗ କଲେ ଶତାଧିକ ଚାଷୀ
ଦଶରଥପୁର,୨୨ା୬(ଡିଏନ୍ଏ): କଟକ ସେଣ୍ଟ୍ରାଲ୍ କୋ-ଅପରେଟିଭ ବ୍ୟାଙ୍କ ଦଶରଥପୁର ଶାଖା ଅଧୀନରେ ଥିବା ମଙ୍ଗଳପୁର ପ୍ରାଥମିକ କୃଷି ସମବାୟ ସମିତିରେ ଦୁର୍ନୀତି ସୀମା ଲଂଘିଛି। ଏ ସମ୍ପର୍କରେ କିଛିଦିନ ତଳେ ମଙ୍ଗଳପୁର ସରପଞ୍ଚ ଶିଶିର କୁମାର ଧଳ, ପରିଚାଳନା ପରିଷଦର କେତେଜଣ ସଭ୍ୟ…
ଶାସନ୍ଦା ସଂଖ୍ୟାଲଘୁ ବସ୍ତି ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ: କ୍ଷେତ୍ର ପରିଦର୍ଶନ କଲେ ବିଧାୟିକା
ବିଞ୍ଝାରପୁର,୨୨ା୬(ଡି.ଏନ,ଏ): ବିଞ୍ଝାରପୁର ବିଧାୟିକା ତଥା ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ରଖିବା ପାଇଁ ଶାସନ୍ଦା ଗ୍ରାପର ସଂଖ୍ୟାଲଘୁ ବସ୍ତିର ସୁବିଧା ପାଇଁ କେତେକ ଆକ୍ସନ ପ୍ଲାନ ପ୍ରସ୍ତୁତ କରି ବିଭାଗୀୟ ଅଧିକାରୀଙ୍କୁ ନେଇ ଗୁରୁବାର…
ସଡ଼କ ସୁରକ୍ଷା ବୈଠକ: ଏନ୍ଏଚ୍ଏଆଇ କର୍ତ୍ତୃପକ୍ଷଙ୍କୁ ନୋଟିସ
ଯାଜପୁର ଅଫିସ,୨୨ା୬: ଯାଜପୁର ଜିଲା ସଡକ ସୁରକ୍ଷା ସମ୍ପର୍କିତ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ(ଏନ୍ଏଚ୍ଏଆଇ) ଓ ପୌର ପ୍ରଶାସନର ତଥ୍ୟ ପ୍ରଦାନରେ ଅବହେଳା ଯୋଗୁ ସଡ଼କ ସୁରକ୍ଷା ଆକ୍ସନ ପ୍ଲାନ ପ୍ରସ୍ତୁତିରେ ବିଳମ୍ବ ହେଉଥିବାରୁ ବିରକ୍ତି…
ଆଗ ବିଜେଡି, ପଲଟି ଖାଇ ଭାଜପା
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶାର ଖାଲି ପଡ଼ିଥିବା ୩ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ହେଲେ ସେଥିମଧ୍ୟରୁ ଗୋଟିଏ ନାମକୁ ନେଇ ନାନା ଚର୍ଚ୍ଚା ସୃଷ୍ଟି ହୋଇଛି।…
ଲୋକଙ୍କ ଜୀବନ ସହ ଖେଳୁଛନ୍ତି କ୍ୱାକ୍: ରୋଗ ଉପଶମ ନାଁରେ ଦେଉଛନ୍ତି ମାରାତ୍ମକ ଔଷଧ
ଯାଜପୁର ଟାଉନ,୨୨।୬(ଡିଏନଏ): ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି କେତେଜଣ ହୋମିଓପ୍ୟାଥିକ କ୍ୱାକ୍। ମାରାମତ୍କ ବଟିକା ପ୍ରଦାନ କରି ଲୋକଙ୍କର ବିଭିନ୍ନ ସମସ୍ୟା ବଢ଼ାଉ ଥିବାବେଳେ ସ୍ବାସ୍ଥ୍ୟ ବିଭାଗ ଜାଣି ମଧ୍ୟ ଏଥିପ୍ରତି ନଜର ନ ଦେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।…
ବନ୍ଦ ହେଲା ନାବାଳିକାଙ୍କ ବିବାହ
ମହାକାଳପଡ଼ା,୨୨ା୬(ଡି.ଏନ୍.ଏ.): ମହାକାଳପଡା ବ୍ଲକ ଅଧୀନ ଜମ୍ବୁ ମେରାଇନ୍ ଥାନା ଅଞ୍ଚଳରେ ଶିଶୁ ସୁରକ୍ଷା ବିଭାଗ, ବ୍ଲକ ସମନ୍ବିତ ଶିଶୁ ସୁରକ୍ଷା କମିଟି ଓ ପୋଲିସର ହସ୍ତକ୍ଷେପ ପରେ ଶୁକ୍ରବାର ଜଣେ ନାବାଳିକାଙ୍କ ବିବାହ ବନ୍ଦ କରାଯାଇଛି। ସେହିପରି ଅନ୍ୟ ଜଣେ ନାବାଳିକାଙ୍କୁ…
୪ ଦିନ ହେବ ବ୍ଲକ, ତହସିଲ କାର୍ଯ୍ୟାଳୟରେ ଝୁଲୁଛି ତାଲା
କେନ୍ଦ୍ରାପଡାଅଫିସ/ରାଜକନିକା,୨୨ା୬(ଡି.ଏନ୍.ଏ.): ସରକାରୀ କାର୍ଯ୍ୟାଳୟରେ କିଭଳି ମନମୁଖି କାର୍ଯ୍ୟ ଚାଲିଛି ତାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ରାଜକନିକା ବ୍ଲକରେ । ଏହି ବ୍ଲକର ବିଡିଓ ତାଙ୍କ ଭାଇ ବାହାଘର ପାଇଁ ଛୁଟିରେ ରହିଥିତ୍ବା ବେଳେ ଉଭୟ ବ୍ଲକ…
ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ପ୍ରାଥମିକ ବିଦ୍ୟାଳୟ: ଅଧାପନ୍ତରିଆ ଅବସ୍ଥାରେ ନିର୍ମାଣ କାର୍ଯ୍ୟ
ନୂଆଗାଁ,୨୨।୬(ଡି.ଏନ୍.ଏ.): ଦେଶରୁ ନିରକ୍ଷରତା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ପିଲାମାନେ ସ୍କୁଲ ଯିବା ପ୍ରତି ଉତ୍ସାହିତ କରିବା ନିମନ୍ତେ ମାଗଣା ପୋଷାକ, ମଧ୍ୟାହ୍ନଭୋଜନ ଓ ବିନା ମୂଲ୍ୟରେ ପୁସ୍ତକ ଆଦି ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଛି। ତେବେ…
ଓଡ଼ଗାଁ ଏନ୍ଏସି: ପଲିଥିନ ବ୍ୟବହାର ଉପରେ କଟକଣା
ଓଡ଼ଗାଁ,୨୨ା୬(ସ୍ବ.ପ୍ର.): ଶୁକ୍ରବାର ଓଡଗାଁ ଏନ୍ଏସି ତରଫରୁ ଆନୁଷ୍ଠାନିକ ଭାବେ ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି। ଏଥିନିମନ୍ତେ ସ୍ଥାନୀୟ ବାସିନ୍ଦା ଓ ବ୍ୟବସାୟୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଏକ ସଚେତନତା ରଥକୁ ନୟାଗଡ଼ ଉପଜିଲାପାଳ ଜିତେନ୍ଦ୍ର କୁମାର ସାହୁ ନୀଳ…
ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରଙ୍କ ଧାରଣା
ଖଣ୍ଡପଡା,୨୨।୬(ସ୍ବ.ପ୍ର.): ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ସିଘାଂପଡା ପଞ୍ଚାୟତ ଅନ୍ତର୍ଗତ ଖୁଣ୍ଟୁବନ୍ଧ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଶୁକ୍ରବାର ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ନେଇ ସେମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ପରେ ଉକ୍ତ ବିଦ୍ୟାଳୟ ଖୋଲାଯାଇ…
ହୋଇପାରିଲାନି ସ୍କୁଲ ମରାମତି କାର୍ଯ୍ୟ: ବର୍ଷାରେ ଭିଜି ବାରଣ୍ଡାରେ ପଢିଲେ ଛାତ୍ରୀଛାତ୍ର
ରଣପୁର,୨୨।୬(ସ୍ବ.ପ୍ର.:ସାମୁଦ୍ରିକ ଝଡ ଫନୀ ପ୍ରଭାବରେ ନୟାଗଡ ଜିଲାର ରଣପୁର ବ୍ଲକ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଗତ ମେ ୩ତାରିଖରେ ସଂଘଟିତ ହୋଇଥିବା ବାତ୍ୟାକୁ ଏ ମଧ୍ୟରେ ଦେଢମାସ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବାତ୍ୟା ପ୍ରଭାବରୁ ସାଧାରଣ ଲୋକେ ସୁଧୁରି ପାରିନାହାନ୍ତି। ବାତ୍ୟାରେ…
Archives


