ରାଜ୍ୟ

ଭୁବନେଶ୍ୱରରେ ଟ୍ରାଫିକ୍‌ ଜଗିବ ଡ୍ରୋନ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଣିକି ଟ୍ରାଫିକ୍‌ ଜଗିବ ଡ୍ରୋନ୍‌ । ରବୀନ୍ଦ୍ରମଣ୍ଡପରୁ ଏୟାରପୋର୍ଟ ଛକଯାଏ ‘ନୋ ଓଭରଟେକିଂ’ ଜୋନ୍‌ ହେବ। ଏହା ସହ ଲେନ୍‌ ଡ୍ରାଇଭିଂ ପାଇଁ ମଧ୍ୟ ଚାଳକଙ୍କୁ କଡ଼ା ତାଗିଦ୍‌ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଡ୍ରୋନ୍‌ କ୍ୟାମେରା…

ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦ: ରମାଦେବୀ ବିଶ୍ୱବିଦ୍ୟାଳୟ ଗେଟ୍‌ରେ ତାଲା, ଅରୁଣଙ୍କ ଫଟୋରେ କଳା ବୋଳିଲେ ଛାତ୍ରୀ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବନ୍ଦ କରିବା ପ୍ରତିବାଦରେ ସୋମବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଗେଟ୍‌ରେ ଛାତ୍ରୀମାନେ ତାଲା ପକାଇଛନ୍ତି। ଏଥିସହ କଲେଜ ଗେଟ୍‌ ସମ୍ମୁଖରେ ବିକ୍ଷୋଭ କରିବା ସହ ଛାତ୍ରୀମାନେ ଧାରଣାରେ ବସିଛନ୍ତି। ନିର୍ବାଚନ ବନ୍ଦ ପାଇଁ…

ପୁରୀକୁ ଆବଶ୍ୟକ ବିମାନବନ୍ଦର

ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ। ଶ୍ରୀକ୍ଷେତ୍ରକୁ ନେଇ ଏମିତି ନାନା ପରିକଳ୍ପନା କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି…

ରାଜ୍ୟ ମନ୍ତ୍ରିମଣ୍ଡଳରେ ୬୨ ପ୍ରତିଶତ ନେତା କୋଟିପତି : ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ରାଜ୍ୟ ମନ୍ତ୍ରିମଣ୍ଡଳର ୬୨ପ୍ରତିଶତ ସଦସ୍ୟ କୋଟିପତି ରାଜନେତା। ମୁଖ୍ୟମନ୍ତ୍ରୀଙ୍କ ସମେତ ଏକାଧିକ କୋଟିପତି ରାଜନେତା ମନ୍ତ୍ରୀପରିଷଦରେ ସ୍ଥାନ ପାଇଛନ୍ତି। ୨୦୧୪ ନିର୍ବାଚନ ପରେ ଗଠିତ ହୋଇଥିବା ପ୍ରଥମ କ୍ୟାବିନେଟ୍‌ରେ ୫୯ ପ୍ରତିଶତ କୋଟିପତି ମନ୍ତ୍ରୀ ରହିଥିଲେ। ମନ୍ତ୍ରୀମାନଙ୍କ ହାରାହାରି…

୬ ଇଞ୍ଚ ଦବିଲା ଆପ୍ରୋଚ ରୋଡ୍‌ : ରାଜଧାନୀରେ ପୁଣି ଫ୍ଲାଏଓଭର ଆତଙ୍କ

ଭୁବନେଶ୍ୱର, ୨୬ା୮(ବ୍ୟୁରୋ) : ଭୁବନେଶ୍ୱର ବମିଖାଲ ଫ୍ଲାଏଓଭର ନିର୍ମାଣ ବେଳେ ୨ ବଡ଼ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯିବା ଘଟଣା ଏବେ ବି ଲୋକଙ୍କ ମନରେ ତାଜା ରହିଛି। ସେହିପରି ଲୋକମାନେ ଯାତାୟାତ କରିବାବେଳେ ରସୁଲଗଡ଼ ଫ୍ଲାଏଓଭରରୁ ବଡ଼ କଂକ୍ରିଟ୍‌ ଖସିବା…

ସେପ୍ଟେମ୍ବର ପହିଲାରୁ ନୂଆ ଟ୍ରାଫିକ ନିୟମ : ଲୋକଙ୍କୁ ସଚେତନ କରାଇବାକୁ ବୋର୍ଡ ଲଗାଇଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର,୨୫।୮(ବ୍ୟୁରୋ) : ଟ୍ରାଫିକ ନିୟମ ଉଲ୍ଲଙ୍ଘନ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ସଚେତନ କରାଯାଇଛି। କମିଶନରେଟ୍‌ ପୋଲିସ ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ଟ୍ରାଫିକ ଉଲ୍ଲଙ୍ଘନକାରୀଙ୍କ ରହିଥିବା ଦଣ୍ଡବିଧାନ ସମ୍ପର୍କରେ ବାର୍ତ୍ତା ଦିଆଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ଏହି ନିୟମ ଲାଗୁହେବ।…

ମେଘନାଦ ପାଚେରି ସ୍ଥିତି ପରଖିଲେ ଏଏସ୍‌ଆଇ ଅଧିକାରୀ

ପୁରୀ ଅଫିସ,୨୫।୮: ମେଘନାଦ ପାଚେରିକୁ ଲାଗି ରହିଥିବା ସମସ୍ତ ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ ହୋଇଛି। ଏହାପରେ ଶନିବାର ଏଏସ୍‌ଆଇର ବରିଷ୍ଠ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି। ଅବରୋଧ ଥିବା ସ୍ଥାନରେ ପାଚେରି କାମ ହୋଇପାରି ନ ଥିବାରୁ ବର୍ତ୍ତମାନ…

ମନବୋଧଙ୍କ ମୁହଁକୁ ଗ୍ରାସ କରିଚାଲିଛି ଟ୍ୟୁମର: ‘ସହାୟତା ନ ଦେଲେ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ଦିଅ’

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଯେଉଁ ବୟସରେ ରୋଜଗାର କରି ପରିବାର ପାଇଁ ସହାୟକ ହେବା କଥା, ସେହି ବୟସରେ ଜୀବନ ପାଲଟିଯାଇଛି ନର୍କ। କାରଣ ମୁହଁକୁ ଗ୍ରାସ କରିଚାଲିଛି ଏକ ଟ୍ୟୁମର। ତାହାର ପ୍ରଭାବରେ ଗୋଟିଏ ଆଖି ଆଉ ଦେଖାଯାଉନାହିଁ। ମୁହଁ କଦର୍ଯ୍ୟ ହୋଇଯାଇଥିବାରୁ…

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସୁଦର୍ଶନ ଓ ଦୂତୀ: ଛାତ୍ରୀଛାତ୍ରଙ୍କୁ କହିଲେ ନିଜ ସଂଘର୍ଷ କାହାଣୀ

ପୁରୀ ଅଫିସ, ୨୫।୮: ନିଜ ନିଜ କ୍ଷେତ୍ରରେ ବେଶ୍‌ ସଫଳତା ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବ ପାଲଟିଥିବା ୨ ଓଡ଼ିଆ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଦୌଡ଼ରାଣୀ ଦୂତୀ ଚାନ୍ଦ ଶନିବାର ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ…

ନଭେମ୍ବର ୩ରୁ ରେଲ୍‌ଓ୍ବେର ରାମାୟଣ ସର୍କିଟ ଟୁର୍‌: ଭାରତ ଓ ଶ୍ରୀଲଙ୍କାରେ ତୀର୍ଥ ଭ୍ରମଣର ସୁଯୋଗ; ଭାରତ ପାଇଁ ୧୬୦୬୫, ଶ୍ରୀଲଙ୍କା ପାଇଁ ୩୬୯୫୦ ଟଙ୍କା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାମାୟଣ କଥାବସ୍ତୁର ପ୍ରତ୍ୟକ୍ଷ ଅନୁଭବ ତଥା ତୀର୍ଥ ଯାତ୍ରା ପାଇଁ ଆଗ୍ରହୀ ବ୍ୟକ୍ତିଙ୍କ ଲାଗି ଖୁସି ଖବର। ବିଳାସପୂର୍ଣ୍ଣ ରେଳ ଓ ବିମାନରେ ଭାରତ ଓ ଶ୍ରୀଲଙ୍କାରେ ଥିବା ରାମଙ୍କ ସହ ଜଡ଼ିତ ତୀର୍ଥସ୍ଥାନ ବୁଲିବା ପାଇଁ ସୁଯୋଗ…

ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ: ଦୋକାନ ଭାଙ୍ଗିଲେ, ବ୍ୟବସାୟୀଙ୍କ ହାତ ହାଣିଲେ

ପୁରୀ ଅଫିସ, ୨୫।୮: କିଛିଦିନର ନୀରବତା ପରେ ପୁଣି ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଶୁକ୍ରବାର ନରେନ୍ଦ୍ରକୋଣରେ ଜଣେ ଲଜ୍‌ ମାଲିକଙ୍କୁ ଆକ୍ରମଣ ଘଟଣାର ୨୪ଘଣ୍ଟା ନ ପୂରୁଣୁ ଶନିବାର କୁମ୍ଭାରପଡ଼ା ଥାନା ଅଧୀନ ରେଡକ୍ରସ ରୋଡ଼ରେ ୪ଜଣ…

ସିପସରୁବାଲି ମୌଜାରେ ଜବରଦଖଲ ଉଚ୍ଛେଦ: ତିଆରି ହେବ ଲୋକସେବା ସଦନ

ପୁରୀ ଅଫିସ, ୨୫।୮: ବଦଳିବ ପୁରୀର ଢାଞ୍ଚା। ବିଶ୍ୱର ଐତିହ୍ୟ ସହର ଭାବେ ପାଇବ ନୂଆ ପରିଚୟ। ଏଥିପାଇଁ ସହରର ସାମ୍ପ୍ରତିକ ଚିତ୍ରରେ ବ୍ୟାପକ ପରିବର୍ତ୍ତନ ହେବ। ଭିତ୍ତିଭୂମି, ନୂଆ ରାସ୍ତା, ସେତୁ, ପାର୍କିଂ, ସଂରକ୍ଷଣ, ସୌନ୍ଦର୍ଯ୍ୟକରଣ, ପୁନରୁଦ୍ଧାର ଆଦି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?