ରାଜ୍ୟ

ପୁରୀରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ

ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ ମିଳିତ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଏକାଧିକ ମାମଲାରେ ଜଡିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ ଗୋଖା…

ଶ୍ରୀମନ୍ଦିରରେ ସରିଲା ନନ୍ଦୋତ୍ସବ: ଆଜି ଠାକୁରଙ୍କ ବନଭୋଜି ବେଶ

ପୁରୀ ଅଫିସ,୨୫।୮: ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ପରେ ଶନିବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ନନ୍ଦୋତ୍ସବ। ଏହି ନୀତି ଦେଖିବା ଲାଗି ଭକ୍ତଙ୍କ ଭିଡ଼ ହୋଇଥିଲା। ରବିବାର ଠାକୁରଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ନନ୍ଦୋତ୍ସବ ଲାଗି ଶନିବାର ମଙ୍ଗଳ ଆଳତି ବଢିବା…

କେନ୍ଦୁଝର ଜିଲା ଚିଠି: ତଥାପି ଉଜୁଡୁଛି ଜଙ୍ଗଲ

କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ପରିସୀମା ଓ ଘନତ୍ୱ ହ୍ରାସ ପାଇବାରେ ଲାଗିଛି। ଏଥିସହିତ ତାଳଦେଇ ଜଳବାୟୁ ପରିବର୍ତ୍ତନ ସହିତ ଜଳାଭାବ ଗୁରୁତର ରୂପ ନେଇଛି। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ବାର୍ଷିକ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଥିଲେ…

ରାଜ୍ୟ ସରକାରଙ୍କ ଘୋଷଣାକୁ ଗଜପତି ମହାରାଜାଙ୍କ ସ୍ବାଗତ: ଐତିହ୍ୟ, ପରମ୍ପରାକୁ ଦୃଷ୍ଟିରେ ରଖାଯାଉ

ପୁରୀ ଅଫିସ, ୨୫।୮: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସ୍ବାଗତ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତେବେ ଐତିହ୍ୟ ଓ ପରମ୍ପରାକୁ ପ୍ରଥମେ ଦୃଷ୍ଟିରେ ରଖାଯାଉ ବୋଲି…

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୨୮ରୁ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର, ୨୫।୮(ବ୍ୟୁରୋ)/ ତାଳଚେର ଅଫିସ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ଉପକୂଳ ଓ ପଶ୍ଚିମ ଓଡିଶାର କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି।…

୩ରେ ଗଣପର୍ବ ନୂଆଁଖାଇ: ଧାର୍ଯ୍ୟ ହେଲା ଲଗ୍ନ, ଇଷ୍ଟଦେବୀ ସମଲେଇଙ୍କୁ ଲଗ୍ନପତ୍ର ଅର୍ପଣ

ସମ୍ବଲପୁର, ୨୫।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଇଷ୍ଟଦେବୀ ସମଲେଇଙ୍କଠାରେ ନୂଆଁଖାଇ ପାଳିତ ହେବ। ସେଦିନ ପୂର୍ବାହ୍ନ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ…

ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର କାର୍ଯ୍ୟଧାରା ବଦଳିବ: ଓଡ଼ିଆରେ ହେବ ନଥି କାର୍ଯ୍ୟ

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମସ୍ତ ସରକାରୀ ନଥି କାର୍ଯ୍ୟ ଶତପ୍ରତିଶତ ଓଡ଼ିଆରେ ହେବ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ର ଉପରେ ଗୁରୁତ୍ୱ ଦିଆଯିବା ସହ ସମସ୍ତ କାର୍ଯ୍ୟପ୍ରଣାଳୀକୁ ତ୍ୱରାନ୍ବିତ କରିବା ଲାଗି ଏବେ ତତ୍ପରତା ପ୍ରକାଶ…

୫ ଡାକ୍ତରଖାନାକୁ ‘ଲକ୍ଷ୍ୟ’ ମାନ୍ୟତା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାଜ୍ୟର ୫ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ‘ଲକ୍ଷ୍ୟ’ ମାନ୍ୟତା ମିଳିଛି। ସେଗୁଡ଼ିକ ହେଲା ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ, ରାୟଗଡ଼ା ଜିଲା ଚିକିତ୍ସାଳୟ, କନ୍ଧମାଳ ଜିଲା ଚିକିତ୍ସାଳୟ, ଢେଙ୍କାନାଳ ଜିଲା…

ଲୋକ ସଭା ବାଚସ୍ପତିଙ୍କୁ ଭେଟିଲେ ଓଡ଼ିଶା ବାଚସ୍ପତି: ମନ୍ତ୍ରୀ, ବିଧାୟକଙ୍କୁ ଜ୍ଞାନ ଦେବାକୁ ଆସିବେ ସଂସଦୀୟ ଟିମ୍‌

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶନିବାର ନୂଆଦିଲ୍ଲୀରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍‌ କରିଛନ୍ତି। ସୂର୍ଯ୍ୟ ଲୋକ ସଭା ବାଚସ୍ପତିଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିବା ସହ ଶ୍ରୀଜୀଉଙ୍କର ଏକ ମେମେଣ୍ଟୋ ପ୍ରଦାନ…

ମୁଖ୍ୟମନ୍ତ୍ରୀଙ୍କ ୫-ଟିକୁ ଓପିଟିସିଏଲ୍‌ର ବେଖାତିର: ଅବସରପ୍ରାପ୍ତ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧିରେ ଅନିୟମିତତା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟବାସୀଙ୍କୁ ସ୍ବଚ୍ଛ ଶାସନ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୋରଦାର ପ୍ରୟାସ କରୁଛନ୍ତି। ୫-ଟି (ଟ୍ରାନ୍ସପରେନ୍ସି, ଟିମ୍‌ଓ୍ବାର୍କ, ଟେକ୍ନୋଲୋଜି, ଟାଇମ୍‌ ଆଣ୍ଡ ଟ୍ରାନ୍ସଫରମେଶନ)କୁ କଡ଼ାକଡ଼ି ଲାଗୁ କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଉଛନ୍ତି। ହେଲେ ବଡବାବୁମାନେ ଏହି ନିର୍ଦ୍ଦେଶକୁ ଫୁ…

ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି: ସହରୀ ଭୋଟରଙ୍କ ଉପରେ ନଜର, ନିଯୁକ୍ତ ହେବେ ୱାର୍ଡ ଅଫିସର

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଥିବା ପ୍ରାୟ ସମସ୍ତ ମହାନଗର ନିଗମ, ପୌରପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ(ଏନ୍‌ଏସି) କାର୍ଯ୍ୟକାଳ ସମାପ୍ତ ହୋଇଛି। କୌଣସି ପୌର ପ୍ରଶାସନରେ ନିର୍ବାଚିତ ପ୍ରତିନିଧି କାର୍ଯ୍ୟ କରୁନାହାନ୍ତି। ହେଲେ ସହରାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ରାଜ୍ୟ ସରକାର…

ରାଜ୍ୟରୁ ଉଭେଇଲାଣି ଝୋଟ: ପ୍ରୋତ୍ସାହନ ଅଭାବରୁ ମୁହଁ ମୋଡୁଛନ୍ତି ଚାଷୀ

ଭୁବନେଶ୍ୱର,୨୫।୮: ଏକଦା ଦେଶର ସର୍ବବୃହତ୍‌ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା। ବିଶେଷକରି ଉପକୂଳ ଜିଲାଗୁଡ଼ିକରେ ଝୋଟ ଚାଷ ଏକ ଅର୍ଥକାରୀ ଫସଲର ମାନ୍ୟତା ଲାଭ କରିଥିଲା। ହେଲେ ସରକାରୀ ପ୍ରୋତ୍ସାହନ ଅଭାବରୁ ଏହି ଚାଷରୁ ଚାଷୀମାନେ ମୁହଁ ଫେରାଇ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?