ରାଜ୍ୟ

ଧାମରାରୁ ଧରାହେଲେ ୧୦ ବିରଳ ମାଛ: କିଲୋ ପ୍ରତି ୫ରୁ ୬ ହଜାର ଟଙ୍କା

ଚାନ୍ଦବାଲି, ୨୦।୬ (ଡି.ଏନ.ଏ) – ଭଦ୍ରକ ଜିଲା ଧାମରା ମାଛଧରା ବନ୍ଦର ଅଧୀନ ଚନ୍ଦନୀପାଳ ମାଛଧରା କେନ୍ଦ୍ର(ବେସ୍‌)ରେ ଏକପ୍ରକାର ବିରଳ ପ୍ରଜାତିର ୧୦ଟି ମାଛ ଗୁରୁବାର ମଧ୍ୟାହ୍ନରେ ସମୁଦ୍ରରୁ ଧରାଯାଇଛି। ଏହି ମାଛର ନଁା ତେଲିଆଶିଳା ବୋଲି ଜଣାପଡ଼ିଛି। ସ୍ଥାନୀୟ ମତ୍ସ୍ୟଜୀବୀଙ୍କ…

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ…

ପ୍ରକାଶ ପାଇଲା ଯୁକ୍ତ ୩ ନାମଲେଖା ବିଜ୍ଞପ୍ତି: ଆବେଦନର ଶେଷ ତାରିଖ ଜୁଲାଇ ୮

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦନୁଯାୟୀ ଛାତ୍ରୀଛାତ୍ରମାନେ ଆସନ୍ତା ୨୪ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ହେଉଛି ଜୁଲାଇ ୮। ସେହିଭଳି ଜୁଲାଇ ୧୮ରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବାକୁ…

ବଢ଼ିବ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦୁଇ ଦିନିଆ ସିଡିଏମ୍‌ଓ ସମ୍ମିଳନୀ ଚାଲିଛି। ଏହି ସମ୍ମିଳନୀର ଦ୍ୱିତୀୟ ଦିନରେ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି। ପୂର୍ବରୁ ଏହା ୬୮ ବର୍ଷ ରହିଥିବା ବେଳେ ଏବେ ଏହାକୁ ବୃଦ୍ଧି କରାଯାଇ…

ଭୁବନେଶ୍ୱରେ ପହଞ୍ଚିଲା ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ଜନ୍ମମାଟିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିଛି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ମରଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରାର୍ଥୀବ ଶରୀରକୁ ସ୍ଥାନୀୟ ୧୨୦ ବାଟାଲିୟନ…

ବଦଳିଲା ନିଷ୍ପତ୍ତି, ଶୁକ୍ରବାର ଖୋଲିବ ସ୍କୁଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଶୁକ୍ରବାର ଖୋଲିବ ରାଜ୍ୟର ସମସ୍ତ ସ୍କୁଲ। ପାଗରେ ପରିବର୍ତ୍ତନ ତଥା ଖରା କମିଯିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମେ ଜୁନ ୧୯ ତାରିଖରେ ସ୍କୁଲ ଖୋଲିବାର ଥିଲା। ମାତ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହକୁ…

ଶ୍ରୀମନ୍ଦିର ଜଗମୋହନର ଭିତର ଦୃଶ୍ୟ ଭାଇରାଲ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ପରିସର ମହାଲକ୍ଷ୍ମୀ ମନ୍ଦିର ଜଗମୋହନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ପାଟରା ସେବାୟତ ଚତୁର୍ଦ୍ଧା ବିଗ୍ରହଙ୍କ ଲାଗି ପଇତା ତିଆରି କରୁଥିବାବେଳେ ସେଲ୍‌ଫି ଉଠାଇଥିଲେ। ପରେ ଏହାକୁ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଏହି…

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ କରିଛି। ଏହି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି।…

ଫଳ ଗୋଦାମ, ଦୋକାନରେ ସିଏମ୍‌ସିର ଚଢାଉ: ଯାଞ୍ଚ ପାଇଁ ଲିଚୁକୋଳିର ନମୁନା ସଂଗ୍ରହ

କଟକ ଅଫିସ,୨୦ା୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶତାଧିକ ଶିଶୁଙ୍କ ଜୀବନହାନି ଘଟିଛି। ହେଲେ ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ସୁଦ୍ଧା ଲିଚୁରେ ଥିବା ଟକ୍ସିକ୍‌ ଏଲିମେଣ୍ଟକୁ ଅନେକ ବିଶେଷଜ୍ଞ ଦାୟୀ କରୁଛନ୍ତି। ଏନ୍‌ସେଫାଲାଇଟିସ ଲିଚୁରେ ବ୍ୟାପିଥିବା କୁହାଯାଉଛି।…

କ୍ୟାପିଟାଲ ହସ୍ପିଟାଲ ମର୍ଗ ଫ୍ରିଜର ଅଚଳ: ମୃତଦେହ ଗନ୍ଧରେ ଫାଟିପଡୁଛି ହସ୍ପିଟାଲ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲର ଶବ ସଂରକ୍ଷଣ ଗୃହ (ମର୍ଗ) ଏବେ ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ମର୍ଗରେ ଥିବା ଦୁଇଟି ଫ୍ରିଜର ଗୋଟିକ ପରେ ଗୋଟିଏ ଖରାପ ହୋଇପଡିବାରୁ ବ୍ୟବଚ୍ଛେଦ ପାଇଁ ଆସୁଥିବା ମୃତଦେହକୁ ଖୋଲାରେ ରଖାଯାଉଛି।…

ପୂର୍ବାଞ୍ଚଳ ବିମାନବନ୍ଦରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ପକ୍ଷରୁ ବୁଧବାର ପୂର୍ବ ଭାରତରେ ଥିବା ବିମାନବନ୍ଦରଗୁଡ଼ିକର ଆଞ୍ଚଳିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବିମାନବନ୍ଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କୋଲକାତା, ଭୁବନେଶ୍ୱର, ପାଟନା, ରାଞ୍ଚି, ରାୟପୁର, ବଗ୍‌ଡୋଗ୍ରା, ପୋର୍ଟବ୍ଲେୟାର୍‌ ଓ…

ଶ୍ରୀମନ୍ଦିର ମରାମତି କାମ ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି: ହାଇକୋର୍ଟରେ ଦାଖଲ କରିବେ ସତ୍ୟପାଠ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ମରାମତି କାର୍ଯ୍ୟର ତଦାରଖ ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି ଇଂ. ଏନ୍‌.କେ. ମହାନ୍ତି ବୁଧବାର ଶ୍ରୀମନ୍ଦିରକୁ ଆସି ବିଭିନ୍ନ କାମର ଅନୁଧ୍ୟାନ କରିଛନ୍ତି। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଶ୍ରୀମନ୍ଦିରର ମରାମତି କାମ ଏଏସ୍‌ଆଇ ଶେଷ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri