୧୦୪ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀରେ ମକ୍ଡ୍ରିଲ: ଅନୁଧ୍ୟାନ କଲେ ଓସଡମା ସିଜିଏମ
ଛତ୍ରପୁର,୧୯।୬(ଡି.ଏନ୍.ଏ.)- ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ପାଇଁ ବୁଧବାର ଗଞ୍ଜାମ ଜିଲାର ୧୦୪ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ମକ୍ଡ୍ରିଲ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ସଚେତନତା ସଭା, ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ ପକ୍ଷରୁ…
୪ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୯ା୬ (ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ କମାଣ୍ଡର ସଦସ୍ୟ ଗୁଡୁ ଓରଫ ସୁରେଶ ଓରଫ ବାସୁଦେବ। ତାଙ୍କ ଘର ଦୋରାଗୁଡା…
ଗ୍ରାମସଭାରେ ନାଲ୍କୋକୁ ମିଳିତ ବିରୋଧ
ପଟ୍ଟାଙ୍ଗି,୧୯ା୬(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସେରୁବନ୍ଧ ବକ୍ସାଇଟ୍ ପାହାଡ଼ ଖୋଳାକୁ ନେଇ ପ୍ରତିବାଦ ତେଜୁଛି। ବ୍ଲକର ମାଳିପୁଟ ପଞ୍ଚାୟତ କାର୍ଯ୍ୟାଳୟରେ ଆୟୋଜିତ ଗ୍ରାମସଭାରେ ଉପସ୍ଥିତ ନେତାଙ୍କଠାରୁ ଆରମ୍ଭ କରି ବିପକ୍ଷବାଦୀ ଓ ପଞ୍ଚାୟତ ବାସିନ୍ଦା ନାଲ୍କୋକୁ ବିରୋଧ କରିଛନ୍ତି।…
ଓଜେଇଇ ଇଣ୍ଟିଗ୍ରେଟେଡ ଏମ୍ବିଏ ଟପ୍ପର ବଡବିଲ ଝିଅ ସ୍ବୀକୃତି
ବଡବିଲ, ୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ଝିଅ ସ୍ବୀକୃତି ମହାପାତ୍ର ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏରେ ର଼୍ୟାଙ୍କ ୱାନରେ ରହି ଟପ୍ପର ହେବାର ସୌଭାଗ୍ୟ ହାସଲ କରିଛନ୍ତି। ସେଥିପାଇଁ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି। ସ୍ବୀକୃତିଙ୍କ ବାପା ସୁବାଷ…
ଓଜେଇଇ ଟପ୍ପର ହେଲେ ଜଳଖିଆ ଦୋକାନୀଙ୍କ ପୁଅ ଭବାନୀଶଙ୍କର
କେନ୍ଦୁଝର/ ଢେଙ୍କିକେୋଟ, ୧୯ା୬(ଡି.ଏନ୍.ଏ.): ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷାର ଲାଟେରାଲ ଏଣ୍ଟ୍ରି ବିଟେକରେ କେନ୍ଦୁଝର ଜିଲାର ଘଟଗଁା ବ୍ଲକ ଅନ୍ତର୍ଗତ ପିପିଳିଆ ଗ୍ରାମର ଭବାନୀ ଶଙ୍କର ବେହେରା ରାଜ୍ୟରେ ଟପ୍ପର ହୋଇଥିବା ଜଣାପଡିଛି। ବୁଧବାର ଓଜେଇଇ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ…
ମା’କୁ ଖୋଜୁଛି ଛୁଆ ହାତୀ
କେନ୍ଦୁଝର,୧୯ା୬ (ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ବନଖଣ୍ଡ ଭୂୟାଁ ଓ ଜୁଆଙ୍ଗ ପୀଢ ବନାଞ୍ଚଳ କାଞ୍ଜିପାଣି ଜଙ୍ଗଲରେ ଗୋଠରେ ଥିବା ମା’ଠାରୁ ଅଲଗା ହୋଇ ବାଟବଣା ହୋଇ ଏଣେତେଣେ ବୁଲୁଥିବା ଏକ ହାତୀ ଛୁଆ ମା ପାଖକୁ ଯାଉ ନ ଥିବାରୁ ବନ ବିଭାଗକୁ ନାକେଦମ…
ଯୁବତୀଙ୍କୁ ପ୍ରତାରଣା ଅଭିଯୋଗ
ବଡ଼ଗାଁ, ୧୯।୬ (ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପାମରା ଗ୍ରାମର ଜନୈକା ଯୁବତୀଙ୍କୁ ପ୍ରତାରଣା କରାଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ୨୦୧୫ରୁ ଯୁବତୀଙ୍କ ସହିତ ଚାବୁରୀ ଗ୍ରାମର ସମୀର ସୁନାନୀଙ୍କ ପ୍ରେମ ସମ୍ପର୍କ…
ବୈତରଣୀକୁ ଧସିଲା ୧୦୦ ଫୁଟ ମାଟି ଅତଡ଼ା
ଆରଡ଼ି, ୧୯।୬ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ଖେଳପଡ଼ିଆ ନିକଟରେ ବୁଧବାର ସକାଳେ ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ବୈତରଣୀ ନଦୀଗର୍ଭକୁ ଧସିଛି। ସେଠାରେ ବୈତରଣୀ ନଦୀ ଧୀରେ ଧୀରେ ଆରଡ଼ି-ଯାଜପୁର ରାସ୍ତା ଆଡ଼କୁ ମୁହଁାଉଥିବା…
ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା
ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ୩ ଜଣ ଭଦ୍ରକ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଅପର୍ତ୍ତିବିନ୍ଧା ଗଁ।ର ଫୁଲ…
ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ପ୍ରେମିକ ଫେରାର ହେବା ପରେ ଅନୁଗୋଳ ଏସ୍ପିଙ୍କ ଦ୍ୱାରସ୍ଥ ହେଲେ ଯୁବତୀ
ଅନୁଗୋଳ ଅଫିସ,୧୯।୬: ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀ ଓ ତାଙ୍କ ପରିବାରଲୋକେ ବୁଧବାର ନ୍ୟାୟ ପାଇଁ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏପରିକି ନ୍ୟାୟ ନ ମିଳିଲେ ଆତ୍ମାହୂତି ଦେବେ ବୋଲି ଯୁବତୀଜଣଙ୍କ ଚେତାବନୀ ଦେଇଛନ୍ତି। ସୂଚନାନୁଯାୟୀ, ଉକ୍ତ…
ସିଡିଏମ୍ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବୁଧବାର ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନଙ୍କ ରାଜ୍ୟସ୍ତରୀୟ…
ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ
କାକଟପୁର,୧୯।୬(ଡି.ଏନ୍.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ ଛାଡ଼ିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଖାଦ୍ୟ ଓ ପାଣି ଆଶାରେ ମଙ୍ଗଳବାର ରାତିରେ କେତୋଟି ହରିଣ…
Archives


