ରାଜ୍ୟ

ଗଠନ ହେଲା ଲଘୁ ଖଣିଜ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ବେଆଇନ ଲଘୁ ଖଣିଜ କାରବାରକୁ ରୋକିବା ପାଇଁ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶାଳୟ ଗଠନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ। ବୈଜ୍ଞାନିକ ପଦ୍ଧତିରେ କେଉଁ କେଉଁ ଅଞ୍ଚଳରେ ଲଘୁ ଖଣିଜ…

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି

ପୁରୀ ଅଫିସ, ୨୧।୮-ଶ୍ରୀମନ୍ଦିରରେ ବୁଧବାର ରାହୁରେଖା ଲାଗି ହେବେ ମହାପ୍ରଭୁ। ଏଥିପାଇଁ ଅପରାହ୍ନ ପ୍ରାୟ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୫ଘଣ୍ଟା ଦର୍ଶନ ବନ୍ଦ ରହିବ। ପ୍ରଥମ ଭୋଗ ମଣ୍ଡପ ପୂଜା ପରେ ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ରାହୁରେଖା…

ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ଓ ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ୨୨ରୁ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର…

ଚଳିତ ମାସ ଶେଷ ସୁଦ୍ଧା ଆଧାର ସଂଯୋଗ, ସଂଶୋଧନ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ୍‌ କାର୍ଡଧାରୀମାନଙ୍କର ଆଧାର ସଂଯୋଗ ଓ ସଂଶୋଧନ ପ୍ରକ୍ରିୟା ଚଳିତ ମାସ ୩୧ ସୁଦ୍ଧା ଶେଷ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି…

ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେବ ଓଡ଼ିଶା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେବ ଓଡ଼ିଶା। ଖୁବ୍‌ଶୀଘ୍ର ରାଜ୍ୟର ଗୋଟିଏ କିମ୍ବା ଦୁଇଟିି ପର୍ଯ୍ୟଟନସ୍ଥଳୀକୁ ମିଳିବ ଆଦର୍ଶ ପର୍ଯ୍ୟଟନସ୍ଥଳୀର ମାନ୍ୟତା। ନୂଆଦିଲ୍ଲୀରେ ଅନୁଷ୍ଠିତ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀମାନଙ୍କ ଜାତୀୟ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ…

ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ କୃଷି ବିଭାଗର ପ୍ରସ୍ତୁତି: ମାଓବାଦୀ ପ୍ରବଣ ଅଞ୍ଚଳରେ ଧାଡ଼ିରୁଆ ପାଇଁ ପଦକ୍ଷେପ

ଲାଞ୍ଜିଗଡ଼,୨୧।୮(ଡି.ଏନ.ଏ.)-ଚଳିତବର୍ଷ ଖରିଫ ଋତୁରେ ବିଳମ୍ବିତ ବର୍ଷା ଯୋଗୁ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଥିବା ବେଳେ ବୁଣାବୁଣି, ରୁଆରୁଇ ମଧ୍ୟ ପଛେଇଯାଇଛି । ବିଳମ୍ବରେ ବର୍ଷା ଯୋଗୁ ଚାଷୀ ଥଳକୁଳ ପାଉ ନ ଥିବାବେଳେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୃଷି ଓ…

ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ଲୋକଙ୍କୁ ସାମିଲ ସୁଯୋଗ: ଯୋଡ଼ିହେଲା ଆଉ ୫ ମାନଦଣ୍ଡ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବାକୁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏଥିରୁ ବାଦ୍‌ ପଡୁଥିବା ଅଧିକ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଆଉ…

ସମସିଆ ଘେରରେ ଭୁତଟିକ୍ରା ଗାଁବାସୀ

ଜାମଟିକ୍ରା, ୨୧।୮ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ଯୋଜନାକେ କାଯ୍‌କାରୀ କରୁଥିବାର ଅଧ୍‌କାରୀ, କରମ୍‌ଚାରୀ ଆର ଥାନୀୟ ନେତାକର ଉଦାସିନ୍‌ତା ଲାଗି ସରକାରକଁର ଇ ମହତ୍‌…

ରାଜ୍ୟର ସହରାଞ୍ଚଳ ବର୍ଜ୍ୟବସ୍ତୁ ପରିଚାଳନା: ସରକାରଙ୍କ ଉପରେ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ସହରାଞ୍ଚଳରୁ ବାହାରୁଥିବା କୁଢ଼କୁଢ଼ ବର୍ଜ୍ୟବସ୍ତୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) କ୍ଷୁବ୍ଧ ହୋଇଛନ୍ତି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କୌଣସି ଦୀର୍ଘମିଆଦୀ ଯୋଜନା କରୁ ନ ଥିବାରୁ ରାଜ୍ୟ ସରକାରଙ୍କୁ ଏନ୍‌ଜିଟି କଡ଼ା ଭର୍ତ୍ସନା କରିଛନ୍ତି। ତୁରନ୍ତ ଏ ଦିଗରେ…

ଧଳା ଜହର ଜାଲରେ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍‌ସୁଗାର କାରବାରର ସେଫ୍‌ଜୋନ୍‌। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି ଧଳା ଜହର କାରବାର ବଢ଼ିଚାଲିଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅଭିଭାବକ। ରାଜଧାନୀ ଭୁବନେଶ୍ୱରରେ…

ଟେଲାପାଲି ସେବାଶ୍ରମ ନୂତନ ଶ୍ରେଣୀଗୃହ କାମ ସରୁନି: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

ଫିରିଙ୍ଗିଆ, ୨୧ା୮- ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି କି ପ୍ରାଥମିକ ଶିକ୍ଷାରୁ କେହି ବଞ୍ଚିତ ହେବେ ନାହିଁ। କିନ୍ତୁ ଭିତ୍ତିଭୂମିକୁ ଅଣଦେଖା କରାଯାଉଛି। ପିଲାମାନେ ପଢ଼ିବାକୁ ଇଚ୍ଛା କରୁଥିଲେ ମଧ୍ୟ ବିଦ୍ୟାଳୟର ଭଙ୍ଗା ଶ୍ରେଣୀଗୃହ ଏଥିରେ ଅନ୍ତରାୟ ସାଜୁଛି। ନୂତନ ଶ୍ରେଣୀଗୃହ…

ବର୍ଷାରେ ବେହାଲ ରେଶମ ସହର

ବ୍ରହ୍ମପୁର ଅଫିସ,୨୧ା୮- ବର୍ଷାରେ ପୁଣି ବେହାଲ ହୋଇଛି ବ୍ରହ୍ମପୁର ମହାନଗର ନିଗମର ବହୁ ଅଞ୍ଚଳ। ମଙ୍ଗଳବାର ଅପରାହ୍ନରେ ମାତ୍ର ଦେଢଘଣ୍ଟା ବର୍ଷାରେ ସହରର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଥିବା ଦେଖିବାକୁ ମିଳିଥିଲା। ରାସ୍ତା ଉପରେ ପ୍ରାୟ ୨ ଫୁଟ ଉଚ୍ଚର ବର୍ଷାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?