ପ୍ରତିଷ୍ଠା ହେବ ୫ ନୂଆ ହସ୍ତଶିଳ୍ପ କ୍ଲଷ୍ଟର
ଭୁବନେଶ୍ୱର,୨୦।୮(ବ୍ୟୁରୋ): ହସ୍ତଶିଳ୍ପ କାରିଗରମାନଙ୍କର ବିକାଶ ସହ ଓଡ଼ିଶା ହସ୍ତଶିଳ୍ପର ପ୍ରଚାର ପ୍ରସାର ପାଇଁ ରାଜ୍ୟରେ ପ୍ରତିଷ୍ଠା ହେବ ୫ରୁ ଊର୍ଦ୍ଧ୍ୱ ହ୍ୟାଣ୍ଡିକ୍ରାଫ୍ଟ କ୍ଲଷ୍ଟର୍। ଚଳିତବର୍ଷ ନୂତନ ଭାବେ ଲାଗୁ ହୋଇଥିବା ହସ୍ତଶିଳ୍ପ ପଲିସି-୨୦୧୯ ଅଧୀନରେ ହସ୍ତଶିଳ୍ପ କ୍ଲଷ୍ଟର୍ର ବିକାଶକୁ ଗୁରୁତ୍ୱ ଦିଆଯିବ।…
ରାଜ୍ୟ ମାନବାଧିକାର କମିଶନ: ଅଧ୍ୟକ୍ଷ, ସଦସ୍ୟଙ୍କ ନାମ ସୁପାରିସ କଲା ଚୟନ କମିଟି
ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି)ରେ ଖାଲି ପଡ଼ିଥିବା ଅଧ୍ୟକ୍ଷ ଓ ଜଣେ ସଦସ୍ୟ ପଦବୀ ପୂରଣ ପାଇଁ ଚୟନ କମିଟି ଦୁଇ ଜଣଙ୍କ ନାମ ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ସୁପାରିସ କରିଛି। ସୋମବାର ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ…
ବଢ଼ିଲା ନଦୀ ଜଳସ୍ତର
ଭୁବନେଶ୍ୱର, ୨୦।୮(ବ୍ୟୁରୋ):ଦୁଇଦିନ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟରେ ପୁଣି ବନ୍ୟା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦର ଜଳସ୍ତର ପୁଣି ବୃଦ୍ଧି ପାଇବାରେ ଲାଗିଛି। ସେଥିପାଇଁ ସୋମବାର ଆଉ ୭ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୭ଟି…
ହାଇକୋର୍ଟରେ ନବୀନ ନିବାସ ବିବାଦ ମାମଲା: ୨ମାସ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜସ୍ବ ସଚିବଙ୍କୁ ନିର୍ଦ୍ଦେଶ
କଟକ ଅଫିସ, ୨୦।୮: ନବୀନ ନିବାସକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି ସୋମବାର ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଝାବେରୀ ଏହାର ଶୁଣାଣି କରି ଆସନ୍ତା ୨ମାସ ମଧ୍ୟରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…
ଭୁବନେଶ୍ୱରରୁ ଜଗଦଲପୁର, ଜୁନାଗଡ଼କୁ ଚାଲିବ ପୃଥକ୍ ଟ୍ରେନ୍
ଭୁବନେଶ୍ୱର,୨୦।୮(ବ୍ୟୁରୋ):ଆଗକୁ ଭୁବନେଶ୍ୱରରୁ ଜୁନାଗଡ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ ଟ୍ରେନ୍ ଚଳାଚଳ କରିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ କରିଥିବା ଅନୁରୋଧକୁ ରକ୍ଷା କରି ସେ ଏହାକୁ ସ୍ବୀକୃତି ଦେଇଛନ୍ତି। ରେଳମନ୍ତ୍ରୀଙ୍କ ସ୍ବୀକୃତି ମିଳିବାପରେ ଧର୍ମେନ୍ଦ୍ର…
ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ:ବଦଳିଲେ ୧୩ ଏସ୍ପି
ଭୁବନେଶ୍ୱର,୨୦।୮(ବ୍ୟୁରୋ) : ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୩୯ଜଣ ଆଇପିଏସ୍ ଅଫିସରଙ୍କୁ ରାଜ୍ୟ ସରକାର ସୋମବାର ଅଦଳବଦଳ କରିଛନ୍ତି। ଜେଲ ଏଡିଜି ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଫିସର ମହେନ୍ଦ୍ର ପ୍ରତାପଙ୍କୁ କଟକ ପ୍ରିଣ୍ଟିଂ ପ୍ରେସ୍ ଏବଂ ଷ୍ଟେସନାରିର ନିର୍ଦ୍ଦେଶକ…
ସଂସାର ଉଜାଡ଼ିଲା ସ୍ବାମୀ:ମେଡିକାଲ ଯିବା ପୂର୍ବରୁ ସ୍ତ୍ରୀଙ୍କୁ ହତ୍ୟା
ରାସୋଳ,୨୦ା୮(ଡି.ଏନ.ଏ.)କିଡ୍ନୀ ରୋଗରେ ପୀଡ଼ିତ ସ୍ବାମୀଙ୍କୁ ବଞ୍ଚାଇବାକୁ ଟଙ୍କା ଯୋଗାଡ଼ କରୁଥିବା ସ୍ତ୍ରୀକୁ ହାଣି ହତ୍ୟା କରିଛି ସ୍ବାମୀ। ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ସୋମବାର ଘଟିଛି ଏପରି ଏକ ଅଭାବନୀୟ ଘଟଣା। ମାନସିକ ଭାରସାମ୍ୟ ହରାଇ ଭୋର୍ ସମୟରେ ରୋଗଗ୍ରସ୍ତ…
ରାଶନ ପାଇଁ ଆଧାର ବାଧ୍ୟତାମୂଳକ: ସବୁ ପିଡିଏସ୍ରୁ ନେଇପାରିବେ ଖାଦ୍ୟ ସାମଗ୍ରୀ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରଜାତୀୟ ଖାଦ୍ୟ ନିରାପତ୍ତା ଯୋଜନା ଏବଂ ରାଜ୍ୟ ଖାଦ୍ୟ ନିରାପତ୍ତା ସ୍କିମ୍ ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ର(ପିଡିଏସ୍)ରୁ ଚାଉଳ, ଗହମ ଓ କିରୋସିନ ନେଇପାରିବେ। ସେମାନଙ୍କୁ ଆଉ କେବଳ ଜଣେ ଡିଲର ଉପରେ ନିର୍ଭର…
ଦନ୍ତା ଉପଦ୍ରବ ନେଇ ଡିହଡୋଳ ରେଞ୍ଜରେ ଆତଙ୍କ:ଯୁବକଙ୍କୁ ଘୋଷାଡ଼ି ଦଳିଦେଲା
ପରଜଙ୍ଗ,୨୦।୮(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ େଅଧୀନ ଡମୋଳ ଶନି ମନ୍ଦିର ନିକଟରେ ସୋମବାର ଏକ ଦନ୍ତା ହାତୀ ଆକ୍ରମଣରେ ଡମୋଳ ଗ୍ରାମର ଶାନ୍ତନୁ ସାମଲ (୨୬)ଙ୍କ ମୃତ୍ୟୁ ଘଟିଛି। ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର…
ଅନୁଗୋଳରେ ସେକ୍ସ ର଼୍ୟାକେଟ୍ ଠାବ, ୫ ଗିରଫ
ଅନୁଗୋଳ ଅଫିସ/ବଅଁରପାଳ ୨୦।୮ ଅନୁଗୋଳ ଥାନା ଷ୍ଟେଶନ ରୋଡରେ ଥିବା ଏକ ଲଜ୍ରେ ଦେହ ବ୍ୟବସାୟ ଚାଲିଥିବା ବେଳେ ରବିବାର ରାତିରେ ଅନୁଗୋଳ ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୫ ହଜାର ଟଙ୍କା ଓ ୭…
ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପ୍ରସ୍ତୁତି ବୈଠକ:‘ଅବହେଳାର ଶିକାର କଳାକାର’
ଅନୁଗୋଳ ଅଫିସ, ୨୦।୮ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ପାଇଁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକର କଳାକାରମାନଙ୍କ ଉପସ୍ଥିତିରେ ସୋମବାର କଣିହାଁ ବ୍ଲକ ଟାକୁଆ ଗ୍ରାମସ୍ଥିତ ଶିବ ମନ୍ଦିର ପରିସରରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ରାଜ୍ୟସ୍ତରୀୟ ସାଂସ୍କୃତିକ ଅନୁଷ୍ଠାନର ଅନୁଗୋଳ ଜିଲା…
ସୁଧାଂଶୁ ଷଡ଼ଙ୍ଗୀ ପୋଲିସ କମିଶନର: ସତ୍ୟଜିତ୍ ମହାନ୍ତି ହେଲେ ଜେଲ ଏଡିଜି
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଆଇପିଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କଟକ-ଭୁବନେଶ୍ୱର ଟ୍ବିନ୍ ସିଟି ପୋଲିସ କମିଶନର ଥିବା ୧୯୮୮ ବ୍ୟାଚର ଆଇପିଏସ୍ ଅଫିସର ସତ୍ୟଜିତ୍ ମହାନ୍ତିଙ୍କୁ ଜେଲ ଏଡିଜି ଭାବେ ବଦଳି କରାଯାଇଥିବା ବେଳେ ରାଜ୍ୟ ଅପରାଧ…

