ରାଜ୍ୟ

ଭଞ୍ଜନଗରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି

ଭଞ୍ଜନଗର,୨୦।୮(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ । ଜିଲାପାଳଙ୍କ ନିକଟକୁ ମୋଟ ୨୮୬ ଅଭିଯୋଗ ଆସିଥିଲା। ସେଥିରୁ ଅଧିକାଂଶ ରାଶନ କାର୍ଡ଼, ବିଭିନ୍ନ ଭତ୍ତା ଓ ସରକାରୀ…

ପୁଅ ହତ୍ୟାକାରୀଙ୍କୁ ଗିରଫ ଦାବି ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ମା’

ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛନ୍ତି। ସାନପୁଅ ପ୍ରଶାନ୍ତଙ୍କୁ ହତ୍ୟା କରାଯାଇଛି। ଏହାର ଠିକ୍‌ ଭାବେ ତଦନ୍ତ କରି ଅଭିଯୁକ୍ତଙ୍କୁ…

ଭାଜପା ସଙ୍ଗଠକଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଭାଜପାର ସଙ୍ଗଠକ ଟୁନା ପ୍ରଧାନଙ୍କୁ ୩ ଜଣ ଯୁବକ ଆକ୍ରମଣ କରିଛନ୍ତି। ଚାଷଜମିରେ କାମ ସାରି ଟୁନା ସାଙ୍ଗଙ୍କ ସହ ଫେରୁଥିବା ବେଳେ ସିନ୍ଧୁଖାଳିଗାଁ ନଳକୂପ ନିକଟରେ ପୂର୍ବ ଯୋଜନା…

କେଏଟିଏସ୍‌ ଆୟୁର୍ବେଦ ମହାବିଦ୍ୟାଳୟ: କଲେଜ ସମସ୍ୟା ସମାଧାନକୁ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୦ା୮-ବ୍ରହ୍ମପୁର ଉପକଣ୍ଠ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା(କେଏଟିଏସ୍‌) ଆୟୁର୍ବେଦ ମହାବିଦ୍ୟାଳୟ ନୂତନ ଛାତ୍ର ସଂସଦର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି ା ନୂତନ ସଭାପତି ରାଜେଶ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମହାବିଦ୍ୟାଳୟ ଓ…

ଗ୍ରାମାଞ୍ଚଳରେ ଶାନ୍ତି ବଜାୟ ପାଇଁ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୨୦ା୮-ସହରତଳି ଅଞ୍ଚଳକୁ ଅଭିଯୁକ୍ତମାନେ ଏବେ ତାଙ୍କର ଆଡ୍ଡାସ୍ଥଳୀଭାବେ ବାଛିଛନ୍ତି। ବିଭିନ୍ନ ଗ୍ରାମାଞ୍ଚଳରେ ଚୋରି, ଲୁଟ ଭଳି ଘଟଣା ଘଟାଉଛନ୍ତି। ପୋଲିସକୁ ଏ ଦିଗରେ କେତେକ ମାତ୍ରାରେ ସଫଳତା ମିଳିଛି। ଅନ୍ୟପଟେ କେତେକ ପେସାଦାର ଅପରାଧୀ ଏବେବି ବିଭିନ୍ନ ଅଞ୍ଚଳରେ ଆତଙ୍କ…

କାଦୋ ସରସର ଖାଲଢ଼ିପ ରାସ୍‌ତା: ପଲ୍‌ହା ରୁଇ ପରତିବାଦ ଜନାଲେ ଗଁ।ର ମହିଲା

  ବିନିକା,୨୦।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ ଅଧୀନ ତିଲେଇମାଲ ଗଁ। ର ମହିଲାମାନେ କାଦୋ ସରସର ରାସ୍‌ତାରେ ପଲ୍‌ହା ରୁଇ ଥାନୀୟ ପରଶାସନକେ ପରତିବାଦ୍‌ ଜନେଇଛନ୍‌। ଗଁାର ମହିଲାମାନକର କହିବାର ହିସାବେ ବହୁତ ବଛର ହେଲା ତିଲେଇମାଲରୁ…

ବ୍ଲକସ୍ତରୀୟ ଫଲ ଆର୍ମି ୱାର୍ମ ତାଲିମ ଶିବିର

କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ ପରିଚାଳନା ପଦ୍ଧତି ଉପରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସରକାରୀ କୃଷି ଅଧିକାରୀଣୀ…

ଜୁନାଗଡରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଜୁନାଗଡ,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ଯୋଗଦେଇ ୧୫୩ ଜଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହି ସମୟରେ ଉପସ୍ଥିତ ବିଭିନ୍ନ ବିଭାଗ…

ଛୁଆକୁ ଧରି ଭଂଗା ଘରେ ରହୁଛନ୍‌ ଫୁଲତୁଲି

ଲାଠୋର, ୨୦ା୮(ଡି.ଏନ୍‌.ଏ.): ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ନିଅଁାସି ଗରିବ୍‌ ଦୁଖିକୁ ପକାଘର ଯୁଗେଇ ଦେଉଛନ୍‌। ହେଲେ ସର୍ଭେରେ ଭୁଲଭଟକା, ତଦାରଖ ଅଭାବୁ ଅନେକ ହକ୍‌ଦାର ଗରିବ୍‌ ହିତାଧିକାରୀ ସରକାରକଁର ଇ ମହତ୍‌ ଯୋଜନାରୁ ବାଦ୍‌ ପଡ଼ୁଛନ୍‌। ଏନ୍‌ତା ଗୁଟେ…

ରାଜ୍ୟରେ ୨ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ: ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟିର ଅନୁମୋଦନ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ)-ରାଜ୍ୟରେ ୨ଲକ୍ଷ ୦୪,୦୬୯ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ସୋମବାର ଅପରାହ୍ନରେ ଖାରବେଳ ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଲିୟରାନ୍ସ ଅଥରିଟି(ଏଚଏଲସିଏ)ବୈଠକରେ ୫ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।…

ବିଦ୍ୟୁତ୍‌ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ଘରେ ଲାଗିଥିବା ପୁରୁଣା ବିଦ୍ୟୁତ୍‌ ମିଟର ବଦଳିଯିବ। ଲାଗିବ ନୂଆ ପ୍ରିପେଡ୍‌ ଓ ସ୍ମାର୍ଟ ମିଟର। ରାଜ୍ୟର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଏହି ମିଟର ଯୋଗାଇ ଦିଆଯିବ। ଏହାଦ୍ୱାରା ବିଦ୍ୟୁତ୍‌ ଚୋରି ଏବଂ ବୈଷୟିକ ଓ ବାଣିଜ୍ୟକ…

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ଗଞ୍ଜାମ, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?