ଘର ବାରିରୁ ୧୮ଟି ନାଗ ସାପ ଉଦ୍ଧାର
ପାପଡ଼ାହାଣ୍ଡି,୧୩।୬(ଡି.ଏନ୍.ଏ.): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାର ଶୈଳବାଳା ପଟ୍ଟନାୟକଙ୍କ ବାରିରୁ ବୁଧବାର ସନ୍ଧ୍ୟାରେ ମା’ ସହ ୧୮ଟି ନାଗ ସାପ ଉଦ୍ଧାର କରାଯାଇଛି। ଘର ବାରିରେ ସାପ କାତି ଦେଖି ସାପ ଥିବା ସନ୍ଦେହରେ ପାପଡ଼ାହାଣ୍ଡିର ସାପ ଧରାଳିଙ୍କୁ…
ଅଣସରରେ ପାଇବେ ପୂଜା
ପୁରୀ ଅଫିସ, ୧୩ା୬: ଶୀତଳ ଷଷ୍ଠୀଠାରୁ ଚାଲିଛି ତିନିଠାକୁରଙ୍କ ପଟିଦିଅଁ ନିର୍ମାଣ। ଚିତ୍ରକର ସାହିରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ବାସେଳୀ ସାହିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଟିଦିଅଁ କାମ ଚାଲିଛି। ଚିତ୍ରକର ସାହିରେ ବୁଢା ମହାରଣାଙ୍କ ଦେହାନ୍ତ ପରେ ତାଙ୍କ…
ଏସ୍ସିବି ମେଡିକାଲରେ ବିଦ୍ୟୁତ୍ ବିଭ୍ରାଟ ସାଢ଼େ ୯ ଘଣ୍ଟା କଲବଲ ହେଲେ ରୋଗୀ
କଟକ ଅଫିସ, ୧୩ା୬: ବୁଧବାର ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ସାଢେ ୭ଟା ପର୍ଯ୍ୟନ୍ତ ଏସ୍ସିବି ମେଡିକାଲ ସର୍ଜରୀ ୱାର୍ଡର ଦୃଶ୍ୟ ଅତ୍ୟନ୍ତ ଦୁଃଖଦାୟକ ଥିଲା। କାହା ହାତରେ ବରଡ଼ାପତ୍ର ବିଞ୍ଚଣା ତ କାହା ହାତରେ ପ୍ଲାଷ୍ଟିକ୍ ବିଞ୍ଚଣା ପୁଣି କିଏ ଖବରକାଗଜ…
ପ୍ରେମିକ ଗିରଫ: ଲୁଟ୍ ଟଙ୍କାରେ ପ୍ରେମିକାଙ୍କୁ ଦେଉଥିଲେ ଦାମୀ ଉପହାର
କେନ୍ଦ୍ରାପଡ଼ା ଅଫିସ୍, ୧୩ା୬: ଚୋରି, ଡକାୟତି ଟଙ୍କାରେ ପ୍ରେମିକାଙ୍କୁ ଉପହାର ଦେବା ଭଳି ବହୁ ଘଟଣା ଟିଭି ସିରିଏଲ ଓ ସୋସିଆଲ ମିଡିଆରେ ଦେଖିବାକୁ ମିଳେ। ହେଲେ ଏଭଳି ଏକ ସମାନ ଘଟଣା କେନ୍ଦ୍ରାପଡ଼ା ଜିଲାରେ ଘଟିଛି। ପ୍ରେମିକାକୁ ଖୁସି କରିବାକୁ…
ଦୋଳି ପାଇଁ ଗଛ ନାହିଁ
ପୁରୀ ଅଫିସ, ୧୩ା୬: ଗୁରୁବାର ସଜବାଜ ଓ ଶୁକ୍ରବାର ପହିଲି ରଜ। ଓଡ଼ିଶାର ମହାନ ଗଣପର୍ବ ‘ରଜ’କୁ ନେଇ ସବୁଠି ଏବେ ଚଳଚଞ୍ଚଳ। ବର୍ଷକରେ ଥରେ ଆସୁଥିବା ତିନିଦିନିଆ ରଜପର୍ବକୁ ସ୍ବାଗତ ଜଣାଇବା ପାଇଁ ସମସ୍ତେ ପ୍ରସ୍ତୁତ। ଏହି ପର୍ବର ଖାସ୍…
ବହୁଚର୍ଚ୍ଚିତ ଗମ୍ଭାରୀ-ବେଲପଡ଼ା ରାସ୍ତା: ଆରମ୍ଭ ହେଲା ବିଭାଗୀୟ ତଦନ୍ତ
ଖପ୍ରାଖୋଲ, ୧୩।୬(ଡି.ଏନ,ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବେଲପଡା-ଗମ୍ଭାରୀ ରାସ୍ତା ନିର୍ମାଣର ମାନ ନିର୍ଦ୍ଧାରଣ ପାଇଁ ବୁଧବାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଏକ ବୈଷୟିକ ପ୍ରତିନିଧି ଦଳ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଖୋଳି ନମୁନା ସଂଗ୍ରହ…
ନ୍ୟାୟ ପାଉନାହାନ୍ତି ବଳାତ୍କୃତା: ଆଇନକୁ ପାଳୁନାହାନ୍ତି ସରକାର
କଟକ ଅଫିସ, ୧୩ା୬: ବଳାତ୍କାର ଶିକାର ହେଉଥିବା ପୀଡ଼ିତାମାନଙ୍କୁ ନ୍ୟାୟ ମିଳୁନାହିଁ। ଏମାନଙ୍କ ପାଇଁ ଆଇନରେ ସଂଶୋଧନ ଅଣାଯାଇଥିଲା। ପୂର୍ବରୁ ପୀଡ଼ିତାମାନଙ୍କୁ ସିଆର୍ପିସିର ୩୫୭ ଧାରା ଅନୁଯାୟୀ କୋର୍ଟଙ୍କ ରାୟ କ୍ରମେ କ୍ଷତିପୂରଣ ରାଶି ମିଳୁଥିଲା। ମାତ୍ର ୨୦୦୯ରେ କେନ୍ଦ୍ର ସରକାର…
ପୋଷ୍ଟାଲ ବାଲଟ୍ ମତ: ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ପଛୁଆ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ବିଧାନସଭା ନିର୍ବାଚନରେ ବିଜେଡି ଦୁଇ-ତୃତୀୟାଂଶରୁ ଅଧିକ ଆସନରେ ବିଜୟୀ ହୋଇଛି। ଏହା ସତ୍ତ୍ୱେ ଅଧିକାଂଶ ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ ବାଲଟରୁ ସଂଗୃହୀତ ହୋଇଥିବା ଭୋଟରେ ବିଜେଡି ଭାଜପାଠାରୁ ପଛରେ ରହିଥିବା ଜଣାପଡିଛି । ଏମିତି କି ଦୁଇଟି…
ଜଗତ୍ସିଂହପୁର ଛିନ୍ତାଇ ମାମଲା: ଏକାଧିକ ମାମଲାରେ ସମ୍ପୃକ୍ତ ୭ ଅଭିଯୁକ୍ତ ଗିରଫ
ଜଗତ୍ସିଂହପୁର ଅଫିସ, ୧୩ା୬: କିଛି ଦିନ ହେବ ଜଗତ୍ସିଂହପୁର ସହରରେ ଅପରାଧୀମାନେ ଦିନ ଦ୍ୱି ପ୍ରହରରେ ମହିଳାଙ୍କ ବେକରୁ ସୁନା ଚେନ୍ ଛିନତାଇ କରି ନେବା ଖବର ପୋଲିସ କାର୍ଯ୍ୟକଳାପ ଉପରେ ଆଙ୍ଗୁଳି ନିର୍ଦ୍ଦେଶ କରିଥିଲା। ଏହାକୁ ନେଇ ପୋଲିସ ପକ୍ଷରୁ…
୬ ମାସ ହେଲା ଭତ୍ତାରୁ ବଞ୍ଚତ୍ତ ୨୧୧ କଳାକାରପଦକ୍ଷେପ ଗ୍ରହଣ ନ ହେଲେ ଆନ୍ଦୋଳନ
କୃଷ୍ଣପ୍ରସାଦ,୧୩ା୬(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ରାଜ୍ୟ ସରକାରଙ୍କଠାରୁ ୨୧୧ ଜଣ କଳାକାର ଭତ୍ତା ପାଉଥିଲେ । ଏହି ଭତ୍ତା ପାଇବା ପରେ ସେମାନଙ୍କ ବାର୍ଦ୍ଧକ୍ୟ ଭତ୍ତା ବନ୍ଦ ହୋଇଯାଇଥିଲା । ପ୍ରତି ମାସରେ ସେମାନେ ୧୨୦୦ ଟଙ୍କା କଳାକାର ଭତ୍ତା…
ଅବଧି ଶେଷହେବାର ୨ବର୍ଷ ବିତିବ, ବିଜୁ ସେତୁ ଅଧାପନ୍ତରିଆ
ଦଶପଲ୍ଲା,୧୩ା୬(ଡି.ଏନ୍.ଏ): ଅଞ୍ଚଳର ବିକାଶ ସାଙ୍ଗକୁ ଲୋକଙ୍କ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅନେକ ସ୍ଥାନରେ ଯୋଜନାର ସୁଫଳ ଲୋକେ ପାଇପାରୁ ନାହାନ୍ତି। ଦଶପଲ୍ଲା ବ୍ଲକରେ ନିର୍ମାଣ ହେଉଥିବା ଏକ ସେତୁକୁ…
ବାଇଚଢ଼େଇ ବଂଶ ବୃଦ୍ଧି ପାଇଁ ପ୍ରୟାସ ଜାରି
ଖଣ୍ଡପଡା,୧୩।୬(ସ୍ବ.ପ୍ର.): ବାଇଚଢେଇ ଛୋଟ ପକ୍ଷୀଟିଏ ହେଲେ ମଧ୍ୟ ତା’ର ବିଚକ୍ଷଣ ବୁଦ୍ଧି ଖଟାଇ ନିଜ ପାଇଁ ସେ ଯେଉଁ ବସା ତିଆରି କରେ ତାହା ଖୁବ୍ ମଜଭୁତ ଓ ସୁରକ୍ଷିତ ହୋଇଥାଏ। ଯାହା ଅନ୍ୟ ପକ୍ଷୀମାନଙ୍କ ବସାରେ ଦେଖିବାକୁ ମିଳେ ନାହିଁ।…
Archives


