ଘରୁ ବାହାରିଲା ୧୩ ନାଗ, ବାବୁ ସାହିରେ ଆତଙ୍କ
ଧାମନଗର,୧୨।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ବାବୁ ସାହିର ଖଗେଶ୍ୱର ମହାକୁଡ଼ଙ୍କ ଘରୁ ଗୋଟିଏ ନାଗୁଣୀ ସହ ୧୨ ନାଗ ଛୁଆ ଉଦ୍ଧାର କରାଯାଇଛି। ମଙ୍ଗଳବାର ଏକ ମୃତ ନାଗ ଛୁଆ ଦେଖିବା ପରେ ଖଗେଶ୍ୱର ସ୍ନେକ ହେଲ୍ପଲାଇନକୁ ଖବର…
ଅଙ୍ଗନଓ୍ବାଡି କର୍ମୀଙ୍କୁ ଚରିତ୍ରକୁ ଆକ୍ଷେପ କରି ମନ୍ତବ୍ୟ ଦେବା ପ୍ରତିବାଦ: ତାଳଚେର ସିଡିପିଓ ଅଫିସ ଘେରାଉ
ତାଳଚେର,୧୨।୬(ନି.ପ୍ର.): ତାଳଚେର ବ୍ଲକ ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ବୁଧବାର ତାଳଚେର ସିଡିପିଓଙ୍କ ଅଫିସ ଘେରାଉ କରାଯାଇଛି। ସିଡିପିଓ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ଚରିତ୍ରକୁ ଆକ୍ଷେପ କରି ମନ୍ତବ୍ୟ ଦେବା ପ୍ରତିବାଦରେ ଏହା କରାଯାଇଛି। ସୂଚନାନୁଯାୟୀ, ମଙ୍ଗଳବାର ପୂର୍ବାହ୍ନରେ ଉକ୍ତ ଅଫିସରେ ପ୍ରୋଜେକ୍ଟ…
କେନ୍ଦୁଝରରେ ଥମୁନି କଳା ପଲ୍ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍ ପାଉନି ପୋଲିସ
ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ଏହି କ୍ରମରେ ପାଟଣା ଥାନା ପାଟଣା ସାହାରପଡା ଦେଇ ଯାଇଥିବା ଜାତୀୟ…
ବେଢ଼ାମଜୁରୀ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ସ୍ମାରକପତ୍ର ପ୍ରଦାନ
ପୁରୀ ଅଫିସ, ୧୨।୬: ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ରଥ ଖଳାରେ ୩ ରଥର ନିର୍ମାଣ କାମ ଜାରିରହିଛି। ରଥଯାତ୍ରାକୁ ଆଉ ମାତ୍ର ୨୨ ଦିନ ଥିବାବେଳେ ଧାର୍ଯ୍ୟ ସମୟ ପୂର୍ବରୁ ରଥ ନିର୍ମାଣ ଶେଷ ହେବା ନେଇ ଆଶଙ୍କା…
ନୀଳଗିରିରେ ଝାଡ଼ଖଣ୍ଡୀ ହାତୀପଲ: ଲୋକେ ଭୟଭୀତ
ସଜନାଗଡ଼, ୧୨।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ପଶିଆସିଛନ୍ତି। ବୁଧବାର ଭୋର ସମୟରେ ମୟୂରଭଞ୍ଜ, ବାଲେଶ୍ୱର ନୀଳଗିରି ରେଞ୍ଜ ଅଧୀନ ପୁନ୍ଦାଳ, କାଠପାଳ, ଦୁର୍ଗାଦେବୀ ଦେଇ ଅଯୋଧ୍ୟା ରାସ୍ତା ପାର ହୋଇ ତିନିକୋଣିଆ ଜଙ୍ଗଲକୁ ୨୮ଟି ହାତୀ ପଶିଆସିଛନ୍ତି।…
ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ ଗ୍ରାମର…
ସୁପରିଚାଳନା ଦ୍ୱାରା କଠିନ ବର୍ଜ୍ୟବସ୍ତୁ ସମ୍ପଦ ହେବ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କଠିନ ବର୍ଜ୍ୟବସ୍ତୁ ବର୍ତ୍ତମାନ ଜୀବଜଗତ ପାଇଁ ବଡ଼ ବିପଦ ସାଜିଛି। ଏଥିଯୋଗୁ ଜଳ, ବାୟୁ ଓ ପରିବେଶ ପ୍ରଦୂଷିତ ହେଉଛି। ଲୋକେ ଘାତକ ରୋଗର ଶିକାର ହେଉଛନ୍ତି। ଦେଶର ସହରାଞ୍ଚଳ ଅପେକ୍ଷା ଓ ଗ୍ରାମାଞ୍ଚଳରେ ଏହାର କୁପ୍ରଭାବ ଅଧିକ ପଡୁଥିବା…
ଚୋରି କରି ଜରିମାନା ଦେଇଥିବା ଖଣି କମ୍ପାନୀକୁ ନିଲାମି ପ୍ରକ୍ରିୟାରୁ ବାଦ୍ ଦିଆଯାଉ
ଭୁବନେଶ୍ୱର,୧୨।୬(ବ୍ୟୁରୋ) : ପୂର୍ବରୁ ବେଆଇନ ଭାବେ ଖଣି ଉତ୍ତୋଳନ କରି ଜରିମାନା ଦେଇଥିବା କମ୍ପାନୀଗୁଡିକୁ ନୂଆ ନିଲାମିରୁ ବାଦ୍ ଦିଆଯାଉ। ରାଜ୍ୟ ସରକାର ଆଗାମୀ ଦୁଇ ମାସ ମଧ୍ୟରେ ପ୍ରାୟ ୪୦ଟି ଲୁହାପଥର ଖଣି ନିଲାମ କରିବାକୁ ଯାଉଛନ୍ତି। ତେଣୁ ଏହି…
‘ନୀଳଚକ୍ର ସମ୍ପୂର୍ଣ୍ଣ ସୁରକ୍ଷିତ’
ପୁରୀ ଅଫିସ, ୧୨ା୬: ନୀଳଚକ୍ର ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କୌଣସି ପ୍ରକାର କ୍ଷତି ହୋଇନାହିଁ। ସେହିପରି ଶ୍ରୀମନ୍ଦିରର ମୁଖ୍ୟ ମନ୍ଦିର ମଧ୍ୟ ସୁରକ୍ଷିତ ଅଛି। ବାତ୍ୟାରେ ନୀଳଚକ୍ର ବଙ୍କା, ତେଢା ହୋଇ ଯାଇଥିବା ନେଇ ଯାହା ଚର୍ଚ୍ଚା ହେଉଥିଲା ତାହା ଭୁଲ୍…
ଆସିବ ନୂଆ କୃଷି ନୀତି-୨୦୧୯
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟରେ କୃଷକମାନଙ୍କର ଆୟ ବୃଦ୍ଧି କରିବା ଏବଂ ବଜାର ସୁବିଧା କରିବା ସକାଶେ ରାଜ୍ୟ ସରକାର ଖୁବଶୀଘ୍ର ଓଡ଼ିଶା କୃଷି ନୀତି-୨୦୧୯ ଆଣିବାକୁ ଯାଉଛନ୍ତି। ଏ ନେଇ ଚିଠା ନୀତି ପ୍ରସ୍ତୁତି ଆରମ୍ଭ ହୋଇଛି। ମଙ୍ଗଳବାର ସଚିବାଳୟଠରେ ମୁଖ୍ୟ ଶାସନ…
ରାଷ୍ଟ୍ରପତିଙ୍କୁ ଭେଟିଲେ ନବୀନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଲଗାତର ପଞ୍ଚମଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରାଷ୍ଟ୍ରପତି କୋବିନ୍ଦଙ୍କ ସହ ନବୀନଙ୍କ ଏହା ପ୍ରଥମ ସାକ୍ଷାତ। ଦୁହିଁଙ୍କ ମଧ୍ୟରେ ହୋଇଥିବା ଏହି…
ମୋଦିଙ୍କୁ ଭେଟିଲେ ନବୀନ: ସ୍ବତନ୍ତ୍ର ପାହ୍ୟା ଦାବି ଦୋହରାଇଲେ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ସାକ୍ଷାତ୍ କରିଛନ୍ତି। ରାଜ୍ୟରେ ପଞ୍ଚମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପ୍ରଥମ କରି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ମୋଦି ଦ୍ୱିତୀୟଥର କେନ୍ଦ୍ରରେ ସରକାର ଗଢ଼ିଥିବାରୁ ମୁଖ୍ୟମନ୍ତ୍ରୀ…
Archives


