ରାଜ୍ୟ

୩୮ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ପଦକ ପ୍ରଦାନ କରାଯାଇଛି। ସ୍ଥାନୀୟ ଜୟଦେବ ଭବନରେ ଗୁରୁବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପଦକ ପ୍ରଦାନ କରିଛନ୍ତି।…

ପୋଲିସକୁ ଆକ୍ରମଣ: ୫ ଗିରଫ

ତିହିଡ଼ି,୧୭।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଦୋଳସାହି-ଗୁଆମାଳ ରାସ୍ତାପାର୍ଶ୍ୱରେ ଥିବା ବିଦେଶୀ ମଦ ଦୋକାନ ନିକଟରେ ଗୁରୁବାର ମଧ୍ୟାହ୍ନରେ ତିହିଡ଼ି ପୋଲିସକୁ କେତେକ ଯୁବକ ମିଳିତ ଭାବେ ଆକ୍ରମଣ କରିଥିଲେ। ଏ ନେଇ ତିହିଡ଼ି ଥାନାରେ ଏକ…

ନୀଳରକ୍ତ କଙ୍କଡ଼ା ସୁରକ୍ଷା ପାଇଁ ରକ୍ଷାବନ୍ଧନ ଉତ୍ସବ

ରୂପ୍‌ସା, ୧୭ା୮(ଡି.ଏନ୍‌.ଏ.)-ନୀଳରକ୍ତ କଙ୍କଡ଼ାର ସୁରକ୍ଷା ଦିଗରେ ସରକାର ଯତ୍ନବାନ ହେବାର ସମୟ ଆସିଛି। ବିରଳ ଓ ବିଲୁପ୍ତପ୍ରାୟ ଏହି କଙ୍କଡ଼ାର ସୁରକ୍ଷା ଓ ତା ସମ୍ପର୍କରେ ଗବେଷଣା ପାଇଁ ବାଲେଶ୍ୱରରେ ଏକ ଗବେଷଣାଗାର ପ୍ରତିଷ୍ଠା ଜରୁରୀ ବୋଲି ରକ୍ଷାବନ୍ଧନ ଉତ୍ସବରେ ଉପସ୍ଥିତ…

ଥମୁନି ଝାଡ଼ାବାନ୍ତି, ୯ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ସଜନାଗଡ଼, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବାଇଗଡ଼ିଆ ପଞ୍ଚାୟତର ୩୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଛି। ନୀଳଗିରି ବ୍ଲକର ମହିଷାପଟା ପଞ୍ଚାୟତର ଶାଳବଣୀ ଓ କୁଆନାଳୀ ଗ୍ରାମର ୭ଜଣ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅଯୋଧ୍ୟା,…

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଭାଇଙ୍କୁ ନ ପାଇ ଭଉଣୀଙ୍କୁ ହାଣିଲେ, ୬ ଅଟକ

ବ୍ରହ୍ମପୁର ଅଫିସ,୧୭ା୮: ବଡବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଗୋଟିଏ ଗୋଷ୍ଠୀର ମୁଖିଆ ଲବ ସେଠୀଙ୍କୁ ଗୁରୁବାର ରାତିରେ ଅନ୍ୟ ଏକ ଗୋଷ୍ଠୀର କେତେଜଣ ଆକ୍ରମଣ କରିବାକୁ ଯାଇଥିଲେ। ତେବେ ସେମାନେ ଲବଙ୍କୁ ନ ପାଇ ତାଙ୍କ ଭଉଣୀ କାମିନୀଙ୍କୁ ଖଣ୍ଡାରେ…

ବୀମା ଅର୍ଥ ନ ମିଳିବା, ଡାକ୍ତର ଅଭାବ ନେଇ ଉଦ୍‌ବେଗ

ଛତ୍ରପୁର,୧୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାପରିଷଦର ସାଧାରଣ ଅଧିବେଶନ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ ଅଧ୍ୟକ୍ଷତା କରିଥିଲେ ା ଚାଷୀଙ୍କୁ ଫସଲ ବୀମା ସହାୟତା ମିଳୁ ନ ଥିବା ଓ ଜିଲାରେ ଡାକ୍ତର ଅଭାବ ଥିବା…

ଜୁଆର ମାଡ଼ରେ ୩୦ ପରିବାରର ଘର ନଷ୍ଟ

ଚିକିଟି,୧୭ା୮(ଡି.ଏନ.ଏ.)-ଚିକିଟି ବ୍ଲକ୍‌ କତୁରୁ ପଞ୍ଚାୟତର ସମୁଦ୍ରତଟବର୍ତ୍ତୀ ରାମେୟାପାଟଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ୫ ଫୁଟର ସମୁଦ୍ର ଜୁଆର ମାଡିଯାଇ ୩୦ ପରିବାରର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ଅନ୍ୟ କେତେଜଣଙ୍କ ଘର ଆଶିଂକ କ୍ଷତିଗ୍ରସ୍ତ ହୋଇଛି ା କ୍ଷତିଗ୍ରସ୍ତ ପରିବାରଗୁଡିକ…

ମୃତକଙ୍କୁ ବଞ୍ଚାଇବାକୁ ଶ୍ମଶାନରେ ପୂଜାପାଠ

କବିସୂର୍ଯ୍ୟନଗର,୧୭ା୮- ଡାକ୍ତର ମୃତ ଘୋଷଣା କଲେ, ମାତ୍ର ମାନିଲେନି ବନ୍ଧୁ ପରିଜନ। ବଞ୍ଚାଇବାକୁ ଗୁଣିଆର ସହାୟତା ନେଲେ। ମୃତ୍ୟୁର ୧୬ ଘଣ୍ଟା ପର୍ଯ୍ୟନ୍ତ ମୃତଦେହ ରଖି ଚାଲିଲା ପୂଜାପାଠ। ଶେଷରେ ଗୁଣିଆ ଚତୁରତାର ସହ ଚମ୍ପଟ ମାରିଲା ଗ୍ରାମବାସୀଙ୍କ ଆଖିରେ ଧୁଳିଦେଇ।…

ଶିକ୍ଷୟିତ୍ରୀଙ୍କ ଗହଣା ଲୁଟ୍‌, ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୭୮(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହେଉଛି। ଗୁରୁବାର ଜଣେ ଶିକ୍ଷୟିତ୍ରୀଙ୍କୁ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଲୁଟ୍‌ ପରେ ବଳାତ୍କାର ଉଦ୍ୟମ ହୋଇଛି। ଦୁର୍ବୃତ୍ତଜଣକ ଶିକ୍ଷୟିତ୍ରୀଙ୍କଠାରୁ ଗହଣା ଲୁଟିନେବାପରେ ବଳାତ୍କାର ଉଦ୍ୟମ…

ଜାତୀୟ ପତାକାକୁ ଅସମ୍ମାନ, ଥାନାରେ ଅଭିଯୋଗ

ଭଞ୍ଜନଗର,୧୭।୮(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ସ୍ଥାନୀୟ ଜେଲ ପଡ଼ିଆରେ ଗୁରୁବାର ଚାଲିଥିଲା। ଏହି ସମୟରେ ସହରର ଜଣେ ବ୍ୟବସାୟୀ ନିଜ ପୋଷା କୁକୁର ବେକରେ ଓ ଚେନରେ ଜାତୀୟ ପତାକା ମାରି ପଡ଼ିଆକୁ ଆଣିଥିଲେ। ଏହାକୁ ନେଇ ପଡ଼ିଆରେ ଉତ୍ତେଜନା ପ୍ରକାଶ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

କବିସୂର୍ଯ୍ୟନଗର,୧୭ା୮-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଏକ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୬ ବର୍ଷିୟା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ…

ଗ୍ରାହକ ସେବା କେନ୍ଦ୍ରରେ ଟଙ୍କା ଆତ୍ମସାତ୍‌ ଘଟଣା:ସିଏସ୍‌ପି ମୁଖ୍ୟ ଗିରଫ

ନୂଆପଡା ଅଫିସ,୧୭ା୮ ଏସ୍‌ବିଆଇର ଗ୍ରାହକ ସେବା କେନ୍ଦ୍ରରେ ଚଞ୍ଚକତା କରି କୋଟି କୋଟି ଟଙ୍କା ଆତ୍ମସାତ କରାଯାଉଛି ା ଗ୍ରାହକଙ୍କ ଏପରି ଅଭିଯୋଗ ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ନୂଆପଡା ପୋଲିସ । ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?