ଯୁକ୍ତ୨ ବିଜ୍ଞାନରେ ଶୂନ ଫଳାଫଳ କରିଥିବା ୯ କଲେଜ ଉପରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୯ା୬(ବ୍ୟୁରୋ)- ଯୁକ୍ତ୨ ବିଜ୍ଞାନ ପରୀକ୍ଷାରେ ଶୂନ ରେଜଲ୍ଟ କରିଥିବା ୯ କଲେଜ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେଗୁଡ଼ିକ ହେଲା ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ମଣ୍ଡଳସ୍ଥିତ ଶ୍ରୀଜଗନ୍ନାଥ ଦେବ ହାଇସ୍କୁଲ, ଅନୁଗୋଳ…
ଦିଲ୍ଲୀ ଗଲେ ନବୀନ, ୧୧ରେ ମୋଦିଙ୍କୁ ଭେଟିବେ
ଭୁବନେଶ୍ୱର,୯।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବାଜିମାତ କରି ସରକାର ଗଠନ ପରେ ପ୍ରଥମ ଥର ଲାଗି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଏକ ସପ୍ତାହ ପାଇଁ ଦିଲ୍ଲୀ ଗସ୍ତ କରିଥିବା ଜଣାପଡ଼ିଛି। ଏହି ଗସ୍ତ କାଳରେ ସେ ପ୍ରଧାନମନ୍ତ୍ରୀ…
ନନ୍ଦିନୀଙ୍କ ୮୮ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମନ୍ତ୍ରୀ, ନେତାଙ୍କ ମାଲ୍ୟାର୍ପଣ; ଶ୍ରଦ୍ଧାଞ୍ଜଳି ଦେଲେ ‘ଧରିତ୍ରୀ ଓ ଓଡ଼ିଶାପୋଷ୍ଟ’ ପରିବାର
ଭୁବନେଶ୍ୱର,୯।୬(ବ୍ୟୁରୋ): ଭାରତୀୟ ସଂସ୍କୃତି ଏବଂ ରାଜନୀତି କ୍ଷେତ୍ରରେ ନିଜର ବଳିଷ୍ଠ ବ୍ୟକ୍ତିତ୍ୱର ଛାପ ଛାଡ଼ିଥିବା ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ରବିବାର ହେଉଛି ୮୮ତମ ଜୟନ୍ତୀ। ଏହି ଅବସରରେ ରାଜଭବନ ନିକଟସ୍ଥ ଏଲ୍ଆଇସି ଛକଠାରେ ଥିବା ନନ୍ଦିନୀ ଦେବୀଙ୍କ…
ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ
ବାଲିଅନ୍ତା,୯।୬(ଡି.ଏନ୍.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ପ୍ରୀତମଙ୍କ…
ରାଉରକେଲାରେ ଜାତୀୟସ୍ତରୀୟ ଷଷ୍ଠ ଡ୍ୟାନ୍ସ ଫେଷ୍ଟିଭାଲ: ଓଡ଼ିଶୀ ନୃତ୍ୟ ପରିବେଷଣ କରି ପୁରସ୍କୃତ ହେଲ କନ୍ଧମାଳ ଛାତ୍ରୀ
ଦାରିଙ୍ଗବାଡ଼ି,୯।୬(ଡି.ଏନ୍.ଏ): ରାଉରକେଲା କଳାସଂଘମ୍ ପକ୍ଷରୁ ଜାତୀୟସ୍ତରୀୟ ଷଷ୍ଠ ଡ୍ୟାନ୍ସ ଫେଷ୍ଟିଭାଲ ଶନିବାର ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ସେକ୍ଟର ୧୯ ସିଭିକ୍ ସେଣ୍ଟରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଛାତ୍ରୀମାନେ ଓଡ଼଼ିଶୀ ନୃତ୍ୟ ପରିବେଷଣ କରି ପୁରସ୍କୃତ ହୋଇଛନ୍ତିା…
ଢେଙ୍କାନାଳରେ ରାଇସ୍ ମିଲ୍ ପାଚେରି ଭୁଶୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୨୫ ହଜାର ଟଙ୍କା ସହାୟତା, ମିଲ୍ ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ଜିଲାପାଳ
ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍ ମିଲ୍ ପାଚେରି ଭୁଶୁଡ଼ି ପଡ଼ିବାରୁ ରବିବାର ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିସହ ୨ଜଣ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ଚିକିତ୍ସା ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟରେ…
ଚିକିତ୍ସା ଅବହେଳାରୁ ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ପିଆର୍ଏମ୍ ମେଡିକାଲ କଲେଜରେ ଉତ୍ତେଜନା; କାର୍ଯ୍ୟାନୁଷ୍ଠାନ ଦାବିରେ ମୃତଦେହ ରଖି ଧାରଣା
ବାରିପଦା ଅଫିସ,୯।୬- ମୟୁରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଶନିବାର ବିଳମ୍ବିତ ରାତିରେ ଜଣେ ନାବଳିକାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଶନିବାର ସକାଳୁ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ନାବାଳିକାଙ୍କ ପରିବାରଲୋକେ…
ଢେଙ୍କାନାଳରେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍ ମିଲ୍ ପାଚେରୀ: ୪ ମୃତ, ୨ ଗୁରୁତର
ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍ ମିଲ୍ ପାଚେରୀ ଭୁଶୁଡ଼ି ପଡ଼ିବାରୁ ରବିବାର ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ସଂଗ୍ରାମ ସାହୁ, ଅଭିରାମ ବିଶ୍ୱାଳ, ରବି…
ବାତ୍ୟା ପୀଡ଼ିତଙ୍କ ଗୁହାରି: ‘ରିଲିଫ ନୁହେଁ, ମୋ କାଠ କିଣ’
ଭୁବନେଶ୍ୱର, ୯ା୬ (ବ୍ୟୁରୋ): ରିଲିଫ୍ରେ ପେଟ ପୂରୁନାହିଁ, ଘରେ ମୋର ୭ ପ୍ରାଣୀ କୁଟୁମ୍ବ। ମାସେ ହେବ କାମ ଧନ୍ଦା ନାହିଁ, ପାଖରେ ଟଙ୍କାଟିଏ ମଧ୍ୟ ନାହିଁ। କ’ଣ କରିବି କିଛି ବୁଦ୍ଧିବାଟ ଦିଶୁନି। ବାଡ଼ିରେ ମୋର ଗଦା ଗଦା କାଠ।…
ମହାରାଷ୍ଟ୍ର, ତାମିଲନାଡୁ, କର୍ନାଟକ ସର୍ବାଧିକ ଆତ୍ମହତ୍ୟାପ୍ରବଣ: ଓଡ଼ିଶାର ହାର ଉଦ୍ବେଗଜନକ
କଟକ ଅଫିସ,୯ ।୬: ପୂର୍ବରୁ ଭାରତରେ ଆତ୍ମହତ୍ୟାକୁ ଏକ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯାଉଥିଲା। ଭାରତୀୟ ପିଙ୍ଗଳ କୋଡ୍ର ଧାରା ୩୦୯ ଅନୁଯାୟୀ, ଏଥିପାଇଁ ଦଣ୍ଡବିଧାନର ବ୍ୟବସ୍ଥା ମଧ୍ୟ ଥିଲା। ମାତ୍ର ୨୦୧୭ରେ ପ୍ରଣିତ ମାନସିକ ସ୍ବାସ୍ଥ୍ୟ ସମ୍ବନ୍ଧିତ ଅଧିନିୟମ…
ରାଜ୍ୟରେ ନବୀନଙ୍କ ଉପଯୁକ୍ତ ବିକଳ୍ପ ସୃଷ୍ଟି ହୋଇନାହାନ୍ତି: ମହମ୍ମଦ ମୋକିମ
ଦେଶରେ ମୋଦି ଓ ରାଜ୍ୟରେ ନବୀନଙ୍କ ପ୍ରଚଣ୍ଡ ହାୱା। ୨୦୧୯ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଙ୍କ ନେତୃତ୍ୱାଧୀନ ଭାଜପା ଦ୍ୱିତୀୟ ଥର କ୍ଷମତାସୀନ ହୋଇଥିବାବେଳେ ରାଜ୍ୟରେ ମଧ୍ୟ ନବୀନଙ୍କ ନେତୃତ୍ୱରେ ବିଜେଡିକୁ ପଞ୍ଚମ ଥର ପାଇଁ କ୍ଷମତା ମିଳିଛି। କଟକ ଜିଲାରେ…
୭ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର, ୯ା୬(ବ୍ୟୁରୋ): ୮ ଦିନ ବିଳମ୍ବରେ ଶନିବାର କେରଳ ଉପକୂଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ କେରଳର ଅଧିକାଂଶ ଅଞ୍ଚଳରେ ଭଲ ବର୍ଷା ହୋଇଛି। ସ୍ଥିତି ଏପରି ରହିଲେ ଆସନ୍ତା ୭ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚତ୍ୟିବ…
Archives


