ସାପ କାମୁଡାରେ ଗ୍ରାମରକ୍ଷୀଙ୍କ ମୃତ୍ୟୁ
ବିଞ୍ଝାରପୁର,୮ା୬(ଡି.ଏନ୍.ଏ.): ବିଞ୍ଝାରପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଶୁକ୍ରବାର ସାପକାମୁଡାରେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗୋପାଳ ମଲିକଙ୍କ(୪୮)। ସେ ଥାନାରେ ଗ୍ରାମରକ୍ଷୀଭାବେ କାର୍ଯ୍ୟ କରୁଥିଲେ। ଗୁରୁବାର ବିଳମ୍ବିତ ରାତିରେ ଗୋପାଳ ଘରେ ଶୋଇଥିବାବେଳେ ସାପ ତାଙ୍କୁ କାମୁଡି ଥିଲ।…
ବକେୟା ଦରମା ଦାବିରେ ଛଟେଇ ଶ୍ରମିକଙ୍କ ଧାରଣା
କାଳିଆପାଣି,୮ା୬(ଡି.ଏନ୍.ଏ.): ଇଡ଼କଲ ତୈଳଙ୍ଗୀ ଖଣି କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବେକୟାଦରମା ପ୍ରଦାନ ଦାବିରେ ଛଟେଇ ଶ୍ରମିକମାନେ ଧାରଣା ଦେଇଛନ୍ତି। ଦୀର୍ଘ ସମୟଧରି ଧାରଣା ଜାରି ରହିଥିଲେ ମଧ୍ୟ ଧାରଣସ୍ଥଳକୁ ଖଣି କର୍ତ୍ତୃପକ୍ଷ ଆସି ନ ଥିଲେ। ଶେଷରେ ଶ୍ରମିକମାନେ ନିରାଶ ହୋଇ…
ଫଳକରେ ସୀମିତ ଶୂଳିଆ ନାଳ ପୋଲ
ନୂଆଗାଁ,୮।୬(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଦୁର୍ଦ୍ଦୁରା ପଞ୍ଚାୟତ ବନମାଳୀପୁର ହରିଜନସାହି ଲୋକଙ୍କ ଯାତାୟାତରେ ବାଧକ ସାଜିଛି ଶୂଳିଆ ନାଳ। ଏହି ନାଳ ଉପରେ ପୋଲ ନିର୍ମାଣ ପାଇଁ ଗ୍ରାମବାସୀ ଦୀର୍ଘବର୍ଷରୁ ଦାବି କରି ଆସୁଥିବାବେଳେ ଗତ ୫ବର୍ଷ ତଳେ ତତ୍କାଳୀନ…
ଫନୀକୁ ମାସେ ବିତିଲା: ଖୋଲା ଆକାଶ ତଳେ ବିତୁଛି ବିପନ୍ନଙ୍କ ଜୀବନ
କୃଷ୍ଣପ୍ରସାଦ,୮ା୬(ଡି.ଏନ୍.ଏ.): ଫନୀ ବାତ୍ୟାକୁ ଦୀର୍ଘ ୧ ମାସ ବିତିଯାଇଛି। ତଥାପି ବିପନ୍ନଙ୍କ ଦୁଃଖ ଓ ଦୁର୍ଦ୍ଦଶାର ଅନ୍ତଃ ଘଟୁ ନାହିଁ। ଏଭଳି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ ଚିଲିକା ଘେରି ମଧ୍ୟରେ ଥିବା ଦୀପାଞ୍ଚଳ ବ୍ରହ୍ମପୁରରେ ।…
ବୋଲଗଡ଼ରେ ଦେବଦମ୍ପତି ବିବାହ
ବୋଲଗଡ଼,୮ା୬(ଡି.ଏନ.ଏ.): ଶୀତଳ ଷଷ୍ଠୀ ପର୍ବ ଅବସରରେ ବୋଲଗଡ଼ ବ୍ଲକ ଅଞ୍ଚଳର ବିଭିନ୍ନ ଶିବାଳୟରେ ଶୁକ୍ରବାର ଦେବଦମ୍ପତିଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବଡକୁମାରୀସ୍ଥିତ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱରଦେବଙ୍କ ବିବାହ ଉତ୍ସବରେ ବରପିତା ଭାବେ ବାମଦେବ ରଥ ଏବଂ କନ୍ୟାପିତା ଭାବେ ନୀଳକଣ୍ଠ…
ଯାତ୍ରା ଦେଖି ଫେରୁଥିବାବେଳେ ଜୀବନ ଗଲା
ଫୁଲବାଣୀ ଅଫିସ, ଫିରିଙ୍ଗିଆ,୮ା୬- ଫିରିଙ୍ଗିଆରେ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ବାଇକ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପଦିଙ୍ଗିଆ ପଞ୍ଚାୟତର ପ୍ରସନ୍ନ କହଁର। ବନ୍ଧଗଡ ଯାତ୍ରା ଦେଖି ପ୍ରସନ୍ନ ବାଇକରେ ଫେରୁଥିବାବେଳେ ରରଙ୍ଗ ସ୍କୁଲ ନିକଟରେ ରାତି ପ୍ରାୟ…
ମାଡ଼ିଗଲା କାର୍: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର
ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୪ ବର୍ଷ ଶିଶୁ ସମେତ ୫ଜଣ…
ରାଜସ୍ବ ନିରୀକ୍ଷକଙ୍କୁ ଘେରିଲେ ଲୋକେ
ବ୍ରହ୍ମପୁର ଅଫିସ,୭।୬- ପୋଲସରା ତହସିଲ ପାଣ୍ଡିରିପଡ଼ା ଗ୍ରାମପଞ୍ଚାୟତସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଆଦିବାସୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବା ଲାଗି କିଛି ଟଙ୍କା ନେଇ ଆଉ ଦେଉ ନ ଥିବା ଅଭିଯୋଗରେ ରାଜସ୍ବ ନିରୀକ୍ଷକ କବିରାଜ ଚିନ୍ନାରାଙ୍କୁ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ। ସୂଚନାଯୋଗ୍ୟ ଗନ୍ଧର୍ବ କୌଣସି କାମରେ ପୋଲସରା ଆସିଥିଲେ। ଫେରିବା ବାଟରେ ପୂର୍ବରୁ ପ୍ରସ୍ତୁତ…
ଜଗନମୋହନଙ୍କ ନିଷ୍ପତ୍ତିକୁ ଶ୍ରୀକାନ୍ତଙ୍କ ସମର୍ଥନ: କହିଲେ ଏହା ‘ଐତିହାସିକ’; ଓଡ଼ିଶାରେ ଅତିକମ୍ରେ ୩ ଜଣଙ୍କୁ କରାଯାଉ
ଭୁବନେଶ୍ୱର,୭।୬(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କ ମନ୍ତ୍ରୀମଣ୍ଡଳରେ ୫ଜଣ ଉପ ମୁଖ୍ୟମନ୍ତ୍ରୀ ରହିବେ। ଏ ନେଇ ସେ ଶୁକ୍ରବାର ଘୋଷଣା କରିବା ପରେ ଦେଶ ତଥା ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ବିଶେଷକରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ…
ବିଜେପୁର ଲାଉମୁଣ୍ଡାରେ ଫାଙ୍କା ଗୁଳିଚାଳନା, ୩ ଅଭିଯୁକ୍ତଙ୍କୁ କାବୁକଲେ ଗ୍ରାମବାସୀ
ବିଜେପୁର,୭।୬(ଡି.ଏନ୍.ଏ): ବରଗଡ଼ ଜିଲା ବିଜେପୁର ଆସନରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଉପନିର୍ବାଚନ ହେବା ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉପନିର୍ବାଚନ ନେଇ ଘୋଷଣା ହୋଇ ନ ଥିବାବେଳେ ଶୁକ୍ରବାର ବିଜେପୁର ଥାନା ଅନ୍ତର୍ଗତ ଲାଉମୁଣ୍ଡା ଗ୍ରାମରେ ୩ଯୁବକ ଫାଙ୍କା ଗୁଳିଚାଳନା…
‘ପ୍ରଧାନମନ୍ତ୍ରୀ କିଷାନ ଯୋଜନା’ରେ ଅନ୍ତର୍ଭୁକ୍ତ ଚାଷୀଙ୍କ ତାଲିକା ମାଗିଲା କେନ୍ଦ୍ର, କୃଷିମନ୍ତ୍ରୀ କହିଲେ ଖୁବ୍ଶୀଘ୍ର ପଠାଯିବ
ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ‘ପ୍ରଧାନମନ୍ତ୍ରୀ କିଷାନ ଯୋଜନା’ରେ ଅନ୍ତର୍ଭୁକ୍ତ ଥିବା ଚାଷୀଙ୍କ ଏକ ତାଲିକା ରାଜ୍ୟକୁ ମାଗିଛନ୍ତି। ଆସନ୍ତା ଜୁଲାଇ ୩୧ ମଧ୍ୟରେ ତାଲିକା ଦେବାକୁ କେନ୍ଦ୍ର ସରକାର କହିଛନ୍ତି। ଏଥିରେ ଦ୍ୱିତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି…
Archives


