ରାଜ୍ୟ

୨୦୨୪ରେ କଂଗ୍ରେସର ନବକଳେବର ହେବ, ରାଜ୍ୟରେ ଖୁବ୍‌ଶୀଘ୍ର: କାହ୍ନୁଚରଣ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ କଂଗ୍ରେସ ନେତୃବର୍ଗଙ୍କ ବିରୋଧରେ କଟୁ ମନ୍ତବ୍ୟ ଦେଉଥିବା ବରିଷ୍ଠ କଂଗ୍ରେସ ନେତା କାହ୍ନୁଚରଣ ଲେଙ୍କା ପୁଣି ଥରେ ମୁହଁ ଖୋଲିଛନ୍ତି। ଓଡ଼ିଶା କଂଗ୍ରେସରେ ଖୁବ୍‌ଶୀଘ୍ର ବିରାଟ ପରିବର୍ତ୍ତନ ହେବ। ୨୦୨୪ରେ କଂଗ୍ରେସର ନବକଳେବର ହେବ। କଂଗ୍ରେସ ଶାସନ କ୍ଷମତାକୁ…

ଦାମ ପୁଣି ବିଜେଡିକୁ ଫେରିବା ପ୍ରସଙ୍ଗ: ପୁଅ ସମ୍ବିତ କହିଲେ ‘ବାପା ଭାଜପାକୁ ଯାଇ ଖୁସି ନ ଥିବା ଭଳି ଲାଗୁଛି’

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ବରିଷ୍ଠ ନେତା ଡା. ଦାମୋଦର ରାଉତ ପୁଣି ଘର ବାହୁଡ଼ା କରିବା ନେଇ ଚର୍ଚ୍ଚା ଜୋର ଧରିଛି। ପୁଅ ତଥା ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ଶୁକ୍ରବାର ଏ ନେଇ ଟିପ୍ପଣୀ ଦେବା ପରେ ଦାମ ବିଜେଡିକୁ ପ୍ରତ୍ୟାବର୍ତ୍ତନ…

ଭିଜିଲାନ୍ସ ଜାଲରେ ଅମିନ

ବାରିପଦା ଅଫିସ,୭।୬: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଅମିନ ସୁମନ୍ତ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଶୁକ୍ରବାର ସାହୁଙ୍କ ବେତନଟୀ ସ୍ଥିତ ବାସଭବନ ଓ…

‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି। ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪ ଲକ୍ଷ କୃଷକ ପରିବାର ଉପକୃତ ହେବେ। ଏଥିରେ ୫୦ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ…

ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା

ପଟ୍ଟାଙ୍ଗି,୭।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଆହତ…

ହାଇକୋର୍ଟ ବାର୍‌ ବାହାରୁ ବିଚାରପତି ଚୟନପ୍ରତିବାଦରେ ୧୭ରେ କୋର୍ଟ ବର୍ଜନ

କଟକ ଅଫିସ,୭ା୬: ହାଇକୋର୍ଟ ବାର୍‌ ବାହାରୁ ବିଚାରପତି ଚୟନ କରାଯାଉଛି। ଅର୍ଥାତ୍‌ ଯେଉଁମାନେ ହାଇକୋର୍ଟ ବାର୍‌ରେ ନିୟମିତ ପ୍ରାକ୍ଟିସ କରୁନାହାନ୍ତି କିମ୍ବା ମକଦ୍ଦମା ପରିଚାଳନା କରୁନାହାନ୍ତି ସେମାନଙ୍କୁ ହାଇକୋର୍ଟ କଲେଜିୟମ ବିଚାରପତି ଭାବେ ଚୟନ କରିଛି। ହାଇକୋର୍ଟ କଲେଜିୟମର ଏଭଳି ନିଷ୍ପତ୍ତିକୁ…

ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ : ସରକାରୀ ସ୍କୁଲରେ ଇଂଲିଶ କହିବା ଶିଖିବେ ପିଲା

କଟକ ଅଫିସ, ୭ା୬: ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରମାନଙ୍କୁ ଇଂଲିଶରେ କହିବା (ସ୍ପୋକନ ଇଂଲିଶ) ଶିକ୍ଷା ଦିଆଯିବ। ଗତ ମାଟ୍ରିକ ପରୀକ୍ଷାରେ ୮୨ଟି ସ୍କୁଲର ଫଳାଫଳ ଶୂନ ରହିଥିଲା। ଉପରୋକ୍ତ ସ୍କୁଲଗୁଡ଼ିକୁ ଏଭଳି ଖରାପ ଫଳାଫଳ ସମ୍ପର୍କରେ ନୋଟିସ ଦିଆଯିବ। ଗୁରୁବାର…

ବାଲି ବୋଝେଇ ଟ୍ରାକ୍ଟର ଜବତ

ବିଞ୍ଝାରପୁର,୭ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ତହସିଲ ଅଞ୍ଚଳର ବିଭିନ୍ନ ବାଲିଘାଟରୁ ବେଆଇନଭାବେ ବାଲି ଉଠାଣ ହେଉଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହେଉଥିଲା। ଏହି ଅଭିଯୋଗ ପରେ ବିଞ୍ଝାରପୁର ପୋଲିସ ଗୁରୁବାର ଖରସ୍ରୋତା ନଦୀ ମନେଇଘାଟରେ ଚଢାଉକରି ଏକ ବାଲି ବୋଝେଇ ଟ୍ରାକ୍ଟର ଜବତ…

ପୁରସ୍କୃତ ହୋଇପାରନ୍ତି ପରାଜିତ

ଭୁବନେଶ୍ୱର,୭ା୬(ବ୍ୟୁରୋ):ସାଧାରଣ ନିର୍ବାଚନ ସହ ଓଡ଼ିଶା ବିଧାନସଭା ଭୋଟ ଶେଷ ହେବା ପରେ ରାଜ୍ୟରେ ବିଜେଡି ଲଗାତର ପଞ୍ଚମଥର ପାଇଁ କ୍ଷମତାସୀନ ହୋଇଛି। ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତ ମିଳିଥିଲେ ହେଁ ଲୋକ ସଭାର ୮ ଆସନ ଶାସକ ଦଳ ହାତରୁ ଖସିଯାଇଛି।…

ଯାତ୍ରା ଦାଣ୍ଡରେ ୨୨ କଳାକୁଞ୍ଜ, ୬ ରଥ

ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ଗୁରୁବାର ୧୯ ଦିନରେ ପହଞ୍ଚିଛି। ଯାତ୍ରାକୁ ଆଉ ମାତ୍ର ୪ ଦିନ ବାକି ଥିବା ବେଳେ ଯାତ୍ରାସ୍ଥଳ ତଥା ସମଗ୍ର ଲାଞ୍ଜିପଲ୍ଲୀ ଅଞ୍ଚଳ ଏବେ ଉତ୍ସବ ମୁଖର ହୋଇଉଠିଛି।…

ଆଜି ଦେବଦମ୍ପତିଙ୍କ ବିବାହ:ବୈଦିକ ରୀତିରେ ସରିଲା ମଙ୍ଗଳକୃତ୍ୟ

ଆରଡ଼ି, ୭।୬ (ଡି.ଏନ.ଏ.)- ଶୁକ୍ରବାର ଦେବଦମ୍ପତିଙ୍କ ବିବାହ। ଦେବ ଦେବ ମହାଦେବ ସାଜିବେ ବର ଆଉ ମାତା ପାର୍ବତୀ କନିଆ। ବାଣ ରୋଶଣି ସାଙ୍ଗକୁ ଯୋଡ଼ି ମହୁରି, ମାଦଳ ବାଜା, ଶଙ୍ଖଧ୍ୱନି, ଖୋଳ କରତାଳ, ଢୋଲ, ମୃଦଙ୍ଗ ଆଦି ବାଦ୍ୟରେ ଭଦ୍ରକ…

ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri