ରାଜ୍ୟ

ଚିକିତ୍ସା ଅବହେଳାରୁ ଦେଢ଼ ବର୍ଷର ଶିଶୁର ଗଲା ଜୀବନ

କୋରୁକୋଣ୍ଡା,୬।୬(ଡି.ଏନ.ଏ): ମାଲକାନଗିରି ଜିଲାର ଖଇରପୁଟ ବ୍ଲକର ସଦର ମହକୁମାରେ ଚିକିତ୍ସା ଅବହେଳାରୁ ଜଣେ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସୋମବାର ଉକ୍ତ ଗଁାର ଦେଢ଼ ବର୍ଷ ଶିଶୁଟିର ଦେହ ଖରାପ ହେବାରୁ ପରିବାର ଲୋକେ ତାଙ୍କୁ ଗୋଷ୍ଠୀ…

ଅଧାରୁ ଅବକାଶ ଜଳ ପିଙ୍ଗଣ ନେଇଆସିଲେ ସେବକ: ମହାପ୍ରଭୁଙ୍କର ହେଲା ମହାସ୍ନାନ, ନୀତି ବିଳମ୍ବ

ପୁରୀ ଅଫିସ, ୬ା୬: ଶ୍ରୀମନ୍ଦିରରେ ବୁଧବାର ଅବକାଶ ନୀତି ଚାଲିଥିବାବେଳେ ଜଣେ ସେବକ ଅଧାରୁ ଅବକାଶ ଜଳ ପିଙ୍ଗଣ ନେଇଆସିଥିଲେ। ଫଳରେ ନୀତି ବିଭ୍ରାଟ ହେବାରୁ ମହାପ୍ରଭୁଙ୍କର ମହାସ୍ନାନ ହୋଇଛି। ଦ୍ୱିତୀୟଥର ଲାଗି ଠାକୁରଙ୍କ ଅବକାଶ ନୀତି ପ୍ରାୟ ଦେଢ ଘଣ୍ଟା…

ଶପଥଗ୍ରହଣ, ବିଭାଗ ବଣ୍ଟନକୁ୍‌ ସପ୍ତାହେ ପୂରିଲା:ନୂଆ ମନ୍ତ୍ରୀମାନଙ୍କୁ ମିଳିନାହିଁ ଅଫିସ

ଭୁବନେଶ୍ୱର,୬ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ମେ ୨୯ରେ ରାଜ୍ୟର ନୂତନ ମନ୍ତ୍ରିମଣ୍ଡଳ ଶପଥ ନେଇଛି। ଏହି କାର୍ଯ୍ୟକ୍ରମକୁ ସପ୍ତାହେ ପୂରିଗଲାଣି। ଶପଥ ଗ୍ରହଣ ଦିନ ଅପରାହ୍ନରେ ହିଁ ସମସ୍ତ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଥିଲା। ଏମିତିକି ମନ୍ତ୍ରୀମାନେ ପ୍ରତି ମାସ…

ଜିଲା କଂଗ୍ରେସ ନେତାଙ୍କ ଉପରେ ଦୋଷ ଲଦିଲେ ଜର୍ଜ ତିର୍କୀ

ରାଉରକେଲା ଅଫିସ/ ଭୁବନେଶ୍ୱର(ବ୍ୟୁରୋ), ୬ା୬: ନିର୍ବାଚନରେ ପରାଜୟ ପରେ ବୁଧବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଜର୍ଜ ତିର୍କୀ। ଏଥର କଂଗ୍ରେସ ଟିକେଟରେ ସୁନ୍ଦରଗଡ଼ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିଥିବା ତିର୍କୀ ରାଉରକେଲାର ଏକ ହୋଟେଲରେ ଆୟୋଜିତ ଖବରଦାତା…

ଦୁଇ ଟନ୍‌ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଜବତ: ଜଣେ ଗିରଫ

ପଦ୍ମପୁର,୬।୬(ଡି.ଏନ.ଏ): ଭଦ୍ରକ ଜିଲା ଧାମରା ବନ୍ଦରରୁ କୋଇଲା ପରିବହନ ହେଉଥିବା ବେଳେ ବ୍ୟାପକ ଚୋରା ଚାଲାଣ ହୋଇଛି। ଗୁରୁବାର ସକାଳୁ ତିହିଡି ଅଞ୍ଚଚଳର ଏକ ପିକ୍‌ଅପ୍‌ ଭ୍ୟାନ ଦୃତ ଗତିରେ ଆସୁଥିବା ବେଳେ ସାବରଙ୍ଗ ଫାଣ୍ଡି ପୋଲିସ ଗାଡିକୁ ଅଟକାଇଥିଲେ। ଯାଞ୍ଚ…

ଶିଳ୍ପୀ ଅଶୋକ ମହାନ୍ତିଙ୍କୁ ସୃଜନ ସମ୍ମାନ

ପୁରୁଣା ଭୁବନେଶ୍ୱର,୬ା୬(ଡି.ଏନ.ଏ.): ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସରରେ ଆୟୋଜିତ ତିନିଦିନିଆ କଳା ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଜୀବନବ୍ୟାପୀ ଚିତ୍ର ଶିଳ୍ପୀ ଭାବେ ସାଧନା କ୍ଷେତ୍ରରେ ଅଶୋକ କୁମାର ମହାନ୍ତିଙ୍କୁ ଚଳିତବର୍ଷର ସୃଜନ ସମ୍ମାନ ପ୍ରଦାନ କରାଯାଇଛି। ଉତ୍ସବରେ ମୁଖ୍ୟଅତିଥି ଓଡ଼ିଶା…

କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ ସିରିଜ୍‌ ଫାଇନାଲ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ପୋଲିସ କମିଶନର

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟାରେ ଭାଙ୍ଗି ପଡିଥିବା କଳିଙ୍ଗ ଷ୍ଟାଡିୟମ ଇତିମଧ୍ୟରେ ପୁଣିଥରେ ନୂଆରୂପରେ ଛିଡା ହୋଇଯାଇଛି। ଷ୍ଟାଡିୟମରେ ଏବେ ଏଫ୍‌ଆଇଏଚ ସିରିଜ୍‌ ଫାଇନାଲ ପୁରୁଷ ପ୍ରତିଯୋଗିତା ଥିବାରୁ ରାଜଧାନୀ ଭୁବନେଶ୍ୱର ହକିର ମାହୋଲ ଦେଖିବାକୁ ମିଳିଛି। ଗୁରୁବାରରୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ…

ପୁରୀ ବେଳାଭୂମିରୁ ବିଷଧର ସାପ ଉଦ୍ଧାର

ପୁରୀ ଅଫିସ,୬ା୬: ପୁରୀ ବେଳାଭୂମିରୁ ବୁଧବାର ସକାଳେ ଏକ ବିଷଧର ସାପ ଉଦ୍ଧାର ହୋଇଛି। ଅଗ୍ନିଶମ କର୍ମଚାରୀ ଯୁଧିଷ୍ଠିର ଜେନା ବେଳାଭୂମିରେ ପାଟ୍ରୋଲିଂ କରୁଥିବା ସମୟରେ ବାଲିରେ ଏକ ସାପ ଚାଲୁଥିବା ଦେଖିଥିଲେ। ପରେ ଜଣେ ଲାଇଫ୍‌ଗାର୍ଡଙ୍କ ସହାୟତାରେ ସେ ଏହାକୁ…

ବାତ୍ୟାଠାରୁ ପୁରୀରେ ଏମ୍‌ଏସ୍‌ଏମ୍‌ଇ ବନ୍ଦ

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟା ‘ଫନୀ’ରେ ଧ୍ୱସ୍ତବିଧ୍ୱସ୍ତ ପୁରୀ ଜିଲାରେ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟଗ (ଏମ୍‌ଏସ୍‌ଏମ୍‌ଇ) ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାର ମାସକ ପରେ ବି ଅଣ୍ଟା ସଳଖିପାରୁନୀ ଶିଳ୍ପ ସଂସ୍ଥା। ରାଜ୍ୟର ଅନ୍ୟ ବାତ୍ୟା ପ୍ରଭାବିତ ଜିଲାରେ ଥିବା…

ନନ୍ଦନକାନନକୁ ଆସିବ ଜିରାଫ, ହଳଦିଆ ଆନାକୋଣ୍ଡା

ବାରଙ୍ଗ,୬ା୬(ଡି.ଏନ୍‌.ଏ.): ନନ୍ଦନକାନନ ପାଇଁ ଖୁସି ଖବର। ଖୁବଶୀଘ୍ର ନନ୍ଦନକାନନକୁ ଆସିବାକୁ ଯାଉଛି ହଳେ ଜିରାଫ ଓ ହଳେ ହଳଦିଆ ଆନାକୋଣ୍ଡା। ଗ୍ରୀଷ୍ମପ୍ରବାହ କମିଲେ ଏହି ଅତିଥିଙ୍କୁ ଆଣିବାର ଯୋଜନା ରହିଛି। ଏଥିପାଇଁ କେନ୍ଦ୍ରୀୟ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ସହମତି ମଧ୍ୟ ମିଳିସାରିିଛି। ଏହି…

ଆଜିଠୁ ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲ: ସ୍ବାଗତ କରୁଛି ଭୁବନେଶ୍ୱର

ଭୁବନେଶ୍ୱର,୬ା୬(ବ୍ୟୁରୋ): ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନଶିପ୍‌, ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟ ଭଳି ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟର ଆୟୋଜନ କରି ଇତିହାସ ରଚିଥିବା ଓଡ଼ିଶା ଏବେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସିରିଜ ଫାଇନାଲର ଆୟୋଜକ ହୋଇଛି। ଓଡ଼ିଶାର କ୍ରୀଡ଼ା ରାଜଧାନୀ ଭୁବନେଶ୍ୱରର କଳିଙ୍ଗ…

ଶ୍ରୀଲିଙ୍ଗରାଜଙ୍କ ବିବାହ ଉତ୍ସବ: ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି

ପୁରୁଣା ଭୁବନେଶ୍ୱର,୬ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶ୍ରୀଲିଙ୍ଗରାଜ ଏବଂ ମା’ ପାର୍ବତୀଙ୍କ ବିବାହ ଉତ୍ସବକୁ ଶୃଙ୍ଖଳିତ କରିବା, ଟ୍ରାଫିକ ନିୟନ୍ତ୍ରଣ, ବରଯାତ୍ରୀଙ୍କୁ ଆତିଥ୍ୟ, ଦେବଦମ୍ପତିଙ୍କ ରହଣୀ ବ୍ୟବସ୍ଥା, ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri