ରାଜ୍ୟ

ଧୁମଧାମରେ ପାଳନ ହେଲା ଇଦ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜଧାନୀରେ ଥିବା ମସ୍‌ଜିଦ୍‌ଗୁଡ଼ିକରେ ସୋମବାର ଧୁମ୍‌ଧାମ୍‌ରେ ପାଳିତ ହୋଇଛି ମୁସଲମାନ ସମ୍ପ୍ରଦାୟର ଦ୍ୱିତୀୟ ବଡ଼ ପର୍ବ ଇଦ୍‌-ଉଲ୍‌-ଜୁହା। ବର୍ଷା ସତ୍ତ୍ୱେ ଦିନତମାମ ମସ୍‌ଜିଦ୍‌ରେ ଉତ୍ସବର ପରିବେଶ ଲାଗି ରହିଥିଲା। ଆଲ୍ଲାଙ୍କ ନିକଟରେ ସମସ୍ତେ ନିଜକୁ ସମର୍ପିତ ଦେଇଥିଲେ। ଭୁବନେଶ୍ୱର ୟୁନିଟ୍‌-୪…

ନନ୍ଦନକାନନରେ ଲାଞ୍ଜଖଣ୍ଡି ବାଘୁଣୀ ପ୍ରିୟଙ୍କା ମୃତ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ସୋମବାର ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ଉଭୟ ଖୁସି ଓ ଦୁଃଖର ବାତାବରଣ ସୃଷ୍ଟି ହୋଇଛି। ଗୋଟିଏପଟେ ବିଶ୍ୱ ହସ୍ତୀ ଦିବସ ପାଳନ ପାଇଁ ନନ୍ଦନକାନନ ଅଧିକାରୀମାନେ ବ୍ୟସ୍ତ ଥିବାବେଳେ ଅନ୍ୟପଟେ ଏନକ୍ଲୋଜର ନଂ୧୮ରେ ନାଲି ବାଘୁଣୀ ପ୍ରିୟଙ୍କାର ମୃତ୍ୟୁ…

ଓଡ଼ିଶା କଲ୍‌ଚରାଲ୍‌ ସର୍କଲ୍‌ ପକ୍ଷରୁ ‘ଉଡ଼େ ତ୍ରିରଙ୍ଗା’: ‘ଡଟ୍‌ ଫେଷ୍ଟ୍‌’ ଭଳି ହେବ ଅନ୍ତର୍ଜାତୀୟ ଭୁବନେଶ୍ୱର ସଙ୍ଗୀତ ଉତ୍ସବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଜଣାଶୁଣା କଣ୍ଠଶିଳ୍ପୀଙ୍କୁ ନେଇ ଆୟୋଜିତ ହେବ ଅନ୍ତର୍ଜାତୀୟ ଭୁବନେଶ୍ବର ସଙ୍ଗୀତ ଉତ୍ସବ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ନାମୀଦାମୀ କଳାକାର ଏଥିରେ ସଙ୍ଗୀତ ପରିବେଷଣ କରିବେ। ଆଧୁନିକ ଓ ରକ୍‌ ମ୍ୟୁଜିକ୍‌ ଏହି କାର୍ଯ୍ୟକ୍ରମର…

ଭଡ଼ାରେ ଲାଗିଛି କୃଷକ ବଜାରରେ ଥିବା ଦୋକାନ

ଝୁମ୍ପୁରା, ୧୩।୮ (ଡି.ଏନ.ଏ.)- ହାଟବାଟରେ ବସୁଥିବା କ୍ଷୁଦ୍ରଚାଷୀ ତଥା ବ୍ୟବସାୟୀଙ୍କୁ ଜୀବିକା ନିର୍ବାହ ଲାଗି କାର୍ଯ୍ୟକାରୀ ହେଉଥିବା କୃଷକ ବଜାର ନିର୍ମାଣ ଯୋଜନା ଦିଗହରା ହୋଇପଡିଛି। କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ନିର୍ମିତ ଦୋକାନ ଘରକୁ କେତେକେ ବ୍ୟବସାୟୀ ହାତେଇ ଭଡାରେ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ

ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିଦର୍ଶନ କରିଛନ୍ତି। ହେଲିକପ୍ଟର ଯୋଗେ ସେ ଝାଡ଼ଖଣ୍ଡର ନୂଆମୁଣ୍ଡିରେ ଓହ୍ଲାଇବା ପରେ ସେଠାରୁ…

ଆରମ୍ଭ ହେଲା ଜନଗଣନା-୨୦୨୧

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଜନଗଣନା-୨୦୨୧ ପ୍ରକ୍ରିୟା ସୋମବାରଠାରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୧୫ ନଂ ୱାର୍ଡ, କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ତହସିଲ, ବଲାଙ୍ଗୀରର ପୁଇଁତଳା ତହସିଲରେ ଏହା ଆରମ୍ଭ ହୋଇଛି। ଓଡ଼ିଶା ଜନଗଣନା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ପ୍ରଭାକର…

ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ଚର୍ଚ୍ଚା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ସରକାର କେତେକ ପ୍ରମୁଖ ପରିଷଦ ଗୁଡ଼ିକର ପୁନର୍ଗଠନ କରିବାକୁ ଯାଉଛନ୍ତି। ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ଏ ନେଇ ତତ୍ପରତା ପ୍ରକାଶ ପାଇଥିବା ଜଣାପଡ଼ିଛି। ରାଜ୍ୟ ଯୋଜନା ବୋର୍ଡ ଏବଂ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ପୁନର୍ଗଠନ…

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି ପ୍ରସଙ୍ଗ: ଅଭିଭାବକ ମହାସଂଘର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି କରାଯାଇଛି। ଏହାକୁ ଓଡ଼ିଶା ଅଭିଭାବକ ମହାସଂଘ ବିରୋଧ କରିଛି। ସମାଧାନ ପାଇଁ ସଂଘ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିବା ସହ ଫି’ ବୃଦ୍ଧି ପ୍ରତ୍ୟାହାର…

ସୂର୍ଯ୍ୟମନ୍ଦିର ସ୍ଥିତି ପରଖିଲେ ଆମିକସ୍‌ କ୍ୟୁରି

କୋଣାର୍କ, ୧୩।୮(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ସୁରକ୍ଷା ପାଇଁ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ଆମିକସ୍‌ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ସୋମବାର ମନ୍ଦିରର ସ୍ଥିତି ପରଖିଛନ୍ତି। ବର୍ଷା ସମୟରେ ମନ୍ଦିର ପରିସରରେ ପାଣି ଜମିରହିବା, ମନ୍ଦିରର ମୁଖ୍ୟ ଆକର୍ଷଣ…

୩ଥର ଇସ୍ତଫା ଗ୍ରହଣ କରିବାକୁ କହିଲିଣି: ନିରଞ୍ଜନ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜ୍ୟରେ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ପ୍ରଦେଶ କଂଗ୍ରେସ କମିଟି ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଛି। ଅନ୍ୟପଟେ ବିଳମ୍ବରେ ହୋଇଥିବା ପାଟକୁରା ନିର୍ବାଚନରେ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଅମାନତ ହରାଇଥିବା ଦେଖିବାକୁ ମିଳିଛି। ୨୦୧୯ ନିର୍ବାଚନରେ କଂଗ୍ରେସର ଏତେ ଖରାପ…

ଅନ୍ଧବିଶ୍ୱାସରୁ ମୁକୁଳିପାରୁନି ଭାରତ: ଅଙ୍ଗ ଅଭାବରୁ ଜୀବନ ହାରୁଛନ୍ତି ଲକ୍ଷାଧିକ ରୋଗୀ

ଭୁବନେଶ୍ୱର,୧୩।୮(ବ୍ୟୁରୋ): କଥାରେ ଅଛି ଅଙ୍ଗଦାନ ମହତ୍‌ ଦାନ। ହେଲେ ଏହାକୁ ଗ୍ରହଣ କରିବାକୁ ଆଜି ବି ଅନେକେ ନାରାଜ। ବିଂଶଶତାବ୍ଦୀରେ ଅଙ୍ଗ ପ୍ରତିରୋପଣ ମେଡିକାଲ ସାଇନ୍ସର ଏକ ଅବିଚ୍ଛେଦ୍ୟ ଅଙ୍ଗରେ ପରିଣତ ହୋଉଥିବାବେଳେ ଏହାଦ୍ୱାରା ଲକ୍ଷ ଲକ୍ଷ ଜୀବନ ରକ୍ଷା କରିହେଉଛି।…

୧୬ରେ ଆନ୍ଦୋଳନକୁ ଓହ୍ଲାଇବେ ୫୦ ହଜାର ଶିକ୍ଷକ, କର୍ମଚାରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଆସନ୍ତା ୧୬ ତାରିଖ ‘ଶିକ୍ଷକ ଦାବି ଦିବସ’ରେ ନିଜର ହକ୍‌ ପାଇଁ ୫୦ ହଜାର ଶିକ୍ଷକ ଓ କର୍ମଚାରୀ ରାସ୍ତାକୁ ଓହ୍ଲାଇବେ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ସରକାରଙ୍କୁ ଏଭଳି ଚେତାବନୀ ଦେଇଛି। ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?