ରାଜ୍ୟ

ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର, କହିଲେ ବିଳମ୍ବ ହେଲେବି ବେଗ….

ଭୁବନେଶ୍ୱର,୫ା୧: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର । ଆଜି…

୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ: ୨ ଘଣ୍ଟା ଆନ୍ଦୋଳନ ପାଇଁ ରୋଗୀ ହୀନସ୍ତା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓଏମ୍‌ଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସକାଳ ୯ଟାରୁ ଏହି ଆନ୍ଦୋଳନ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଚାଲୁଛି ଫଳରେ ରୋଗୀ ସେବା ବ୍ୟାହତ ହୋଇଛି। ରୋଗୀମାନେ ସକାଳ…

ଖଇଗାଁ ଦର ଆକାଶଛୁଆଁ: ନଈମଝିକୁ ଯାଇ ଡଙ୍ଗିରେ ଜାଲ ପକାଇ ଧରୁଛନ୍ତି ଧୀବର

ମହାକାଳପଡ଼ା,୫।୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ମହାନଦୀ ସଂଲଗ୍ନ ବନ୍ତନାଶି କନ୍ଧା ମୁହାଣଠାରେ ଖଇଙ୍ଗା ମାଛ ଧରିବାକୁ ଡଙ୍ଗିରେ ଧୀବରମାନେ ଭଉଁରି ଜାଲ ପକାଉଥିବା ଦେଖିବାକୁ ମିଳିଛି। କୋହଲା ପାଗ ସାଙ୍ଗକୁ ପୂର୍ଣ୍ଣିମା ତିଥି…

ଆସୁ ଆସୁ ଆକ୍ସନ ମୋଡ୍‌ରେ ଅନୁ ଗର୍ଗ: ନିଯୁକ୍ତି ପ୍ରକ୍ରିୟାକୁ ନେଇ କହିଲେ…

ଭୁବନେଶ୍ୱର,୫ା୧(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବଜେଟରେ ଯେଉଁ ଅର୍ଥ ଭିତ୍ତିଭୂମି ତଥା କାର୍ଯ୍ୟକ୍ରମ ବାବଦରେ ରଖାଯାଉଛି ତାହାକୁ ତ୍ୱରିତ ଭାବରେ ଖର୍ଚ୍ଚ କର। ଏହାସହିତ ଇଂଲିଶ ନୂଆବର୍ଷଠାରୁ ଯେତେସବୁ ବିଭାଗୀୟ ନିଯୁକ୍ତି ପରୀକ୍ଷା ହେବ, ସେଥିରେ ଯେଭଳି କୌଣସି ତ୍ରୁଟି ନ…

ଖୋର୍ଦ୍ଧାରେ ଜଣ୍ଡିସ୍‌ ଆତଙ୍କ: ଅନୁଧ୍ୟାନ ପାଇଁ ଗଲା ଜନସ୍ବାସ୍ଥ୍ୟ ଟିମ୍‌

ଭୁବନେଶ୍ୱର/ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା ପରେ ଭୁବନେଶ୍ୱରରୁ ଜନସ୍ବାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍‌ ବିଦ୍ୟାଳୟକୁ ଯାଇଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ଥିତି ଅନୁଧ୍ୟାନ…

ଟ୍ରେନ୍‌ରେ କଟିଗଲେ ଯୁବକ, ରେଳଧାରଣାରେ ୨ ଗଡ଼ ହୋଇ ପଡ଼ିଛି ମୃତଦେହ

କେସିଙ୍ଗା,୫ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଓ୍ବାର୍ଡ ନଂ ୬ ଏମ୍‌ଇ ସ୍କୁଲପଡ଼ାର ନେପାଳ ମାଝୀ(୨୦) ନାମକ ଜଣେ ଯୁବକ ଟ୍ରେନ୍‌ରେ କଟି ସୋମବାର ସକାଳେ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରୁ…

ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ବଡ଼ ବୈଠକ, ଏକାଠି ହେଲେ…

ଭୁବନେଶ୍ବର,୫ା୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି । ଆଜି ତାଙ୍କର ଭୁବନେଶ୍ବର ସରକାରୀ ବାସଭବନରେ ଯାଜପୁରର ବିଜେଡି ନେତାମାନେ ଏକାଠି ହୋଇଛନ୍ତି । ପ୍ରଣବ ପ୍ରକାଶ ଦାସ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ, ପୂର୍ବତନ ସାଂସଦ ଶର୍ମିଷ୍ଠା…

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ

ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ରବିବାର ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩…

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ଥିବା ବେଳେ ୧ ଟା ୩୫ ସମୟରେ ତାଙ୍କର…

ଦେଢ଼ବର୍ଷରେ ଭାଙ୍ଗିଗଲା ସୁନାର ସଂସାର, ଫ୍ୟାନରେ ଶାଢ଼ୀ ଲଗାଇ ଝୁଲି ପଡିଲେ ନବବିବାହିତା

ଉମରକୋଟ,୪।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯାହା ଏକ ପରିବାରର ସ୍ୱପ୍ନକୁ ଚୂରମାର୍‌ କରିଦେଇଛି। ଦେଢ଼ ବର୍ଷ ତଳେ ବହୁ ଆଡମ୍ବର ରେ ବାହା ହୋଇଥିଲା, କାନ୍ଥରେ ଲେଖା ହୋଇଥିବା ନା ନଲିଭିବା ପୂର୍ବରୁ…

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଶିଶୁକନ୍ୟା ସମେତ ତିନି…

କନ୍ଧମାଳ ମହୋତ୍ସବ 2026, ରାଇକିଆରେ ମାସ୍କଟ ଓ ମଶାଲ ଶୋଭାଯାତ୍ରା

ରାଇକିଆ,୪/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୭ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କଳା ସଂସ୍କୃତିର ପ୍ରତୀକ କନ୍ଧମାଳ ମହୋତ୍ସବ ୨୦୨୬ ପାଇଁ ରବିବାର ରାଇକିଆରେ ପହଞ୍ଚିଛି ମାସ୍କଟ ଓ ମଶାଲ । ଜିଲ୍ଲାର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?